ମେଟ୍ରୋ

ଅବପାତରେ ପରିଣତ ହେଲା ଲଘୁଚାପ: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୮।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ। ଉତ୍ତର ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁଇବ । ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।…

ଆଜିବି ପ୍ରବଳ ବର୍ଷିବ:  ଆହୁରି ଦୁଇ ଦିନ… 

ଭୁବନେଶ୍ୱର,୮।୯: ଆଜି  ମଧ୍ୟ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ରବିବାର  ଦକ୍ଷିଣ ଓ ଉପକୂଳ ଓଡ଼ିଶାର  ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର  ପୂର୍ବାନୁମାନ…

CM kisan yojana: ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ ସିଏମ କିଷାନ ଟଙ୍କା : ଜାଣନ୍ତୁ କେତେ

ଭୁବନେଶ୍ୱର,୮।୯: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ । ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ…

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ରାଜ୍ୟ ବାହାରେ ଥିବା ମହିଳା ବି ଏବେ ସୁଭଦ୍ରା ଯୋଜନାର ଲାଭ…

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆ। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧାରେ ଧରାପଡ଼ିଲେ। ଧରାପଡ଼ିଥିବା ଟଙ୍କା ପିସି ଆକାରରେ…

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼ ନେତା ଭାଜପାରେ ଯୋଗଦେବେ। ବିଜେଡି ଏବେ ସଙ୍କଟରେ, ଦଳ ରହିବ କି ନାହିଁ ଆଗକୁ…

Subhadra Yojana: ବିଜେଡି ଡରିଗଲାଣି, ଔଷଧ ବିକଳରେ ତାଟିଆ କାମୁଡୁଛି’

ଭୁବନେଶ୍ୱର,୭।୯: ‘ସୁଭଦ୍ରା’କୁ ନେଇ ବିଜେଡିର ଟିପ୍ପଣୀକୁ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମାଲୋଚନା କରିଛନ୍ତି। ସେ କହିଛନ୍ତି ବିଜେଡି ଔଷଧ ବିକଳରେ ତାଟିଆ କାମୁଡୁଛି। ୨୫ ବର୍ଷର ଶାସନରେ ବିଜେଡି ‘ସୁଭଦ୍ରା’ ଲାଗୁ କଲାନି । ବିଜେଡି ଏବେ ଆତଙ୍କିତ ହୋଇଗଲାଣି, ଡରିଗଲାଣି।…

କ’ଣ ଶୁଆଶାରୀ ଭଳି ପିଞ୍ଜରା ଭିତରେ ବାନ୍ଧିକି ରଖିବେ

ଭୁବନେଶ୍ୱର,୭।୯: ସୁଜିତ କୁମାର ବିଜେଡି ଛାଡ଼ି ଭାଜପାରେ ଯୋଗ ଦେବା ପ୍ରସଙ୍ଗରେ ଭାଜପା ବିଧାୟକ ବାବୁ ସିଂ ଏହାକୁ ନେଇ କହିଛନ୍ତି ଶୁଆ ଶାରୀ ଉପାଖ୍ୟାନ । ବିଜେଡିର ନାଁ ନ ନେଇ ବାବୁ ସିଂ କହିଛନ୍ତି, କେଉଁଠି ସେମାନେ ଯଦି…

ବଡ଼ ବୟାନ ଦେଲେ ବରିଷ୍ଠ ବିଜେଡି ନେତା ଅମର ଶତପଥୀ, କିଏ ଆଉ ଦଳ ଛାଡ଼ିବେ…

ଭୁବନେଶ୍ୱର,୭।୯: ଏମ୍‌ପିମାନେ ଦଳ ଛାଡିଲେ ବଡ ପ୍ରଭାବ ପଡ଼ିବ । ଏହା କହିଛନ୍ତି ବରିଷ୍ଠ ବିଜେଡି ନେତା ଅମର ଶତପଥୀ । ଏଭଳି ବଡ ବୟାନ । ଦେଇ ସେ କହିଛନ୍ତି, ମୋ ପାଖେ ତଥ୍ୟ ନାହିଁ, କିଏ ଆଉ ଦଳ…

ଗଣେଶ ପୂଜା ବିସର୍ଜନ ପାଇଁ ଆସିଲା ଗାଇଡଲାଇନ୍‌, ଜାଣନ୍ତୁ କ’ଣ ରହିଛି…

ଭୁବନେଶ୍ୱର,୭।୯: ଭୁବନେଶ୍ୱରରେ ଗଣେଶ ପୂଜା ବିସର୍ଜନ ପାଇଁ ବିଏମସି ଗାଇଡଲାଇନ୍‌ ଜାରି କରିଛି। ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି  । ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ରାଜଧାନୀରେ ଦୁଇଟି ଜାଗା ଚି଼ହ୍ନଟ କରାଯାଇଛି। ତାହା ହେଲା…

ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କହିଲେ ଆଗାମୀ ଦିନରେ ଲକ୍ଷପତି ଦିଦିରେ…

ଭୁବନେଶ୍ୱର,୭ା୯: ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭ ଉଦ୍‌ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ କହିଥିଲେ, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri