ମେଟ୍ରୋ

ଆଜି ପଦ୍ମ ଧରିବେ କି ସୁନନ୍ଦା? ବଢ଼ୁଛି…

ଭୁବନେଶ୍ୱର,୬।୧୧: ବୁଧବାର ଭାଜପାରେ ମିଶିବେ କି ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ସୁନନ୍ଦା ବୁଧବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ପଦ୍ମ ଧରିବା ନେଇ ଚର୍ଚ୍ଚା ବଢ଼ୁଛି। ପୂର୍ବତନ ବିଧାୟିକା ସୁନନ୍ଦା ଦାସ କିଛିିଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ।ବିଧାନସଭା ନିର୍ବାଚନରେ…

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର,୬।୧୧: ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ…

୫୭ ନୂଆ ଏନ୍‌ଏସି ପ୍ରସ୍ତାବ: ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ ଜିଲାପାଳଙ୍କୁ ଚିଠି

ଭୁବନେଶ୍ୱର,୬ା୧୧(ଅନିଲ ଦାସ)ରାଜ୍ୟରେ ପ୍ରସ୍ତାବିତ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ପାଇଁ ରାଜ୍ୟ ସରକାର ୨୩ ଜିଲାରୁ ସବିଶେଷ ତଥ୍ୟ ଆହ୍ବାନ କରିଛନ୍ତି। ଜନସଂଖ୍ୟାଠାରୁ ଆରମ୍ଭକରି ସମସ୍ତ ତଥ୍ୟ ଦେବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ଚିଠି…

ଭରତପୁର ଥାନାରେ ନିର୍ଯାତନା ଘଟଣା:୩୦୦ରୁ ଊର୍ଦ୍ଧ୍ୱ ସତ୍ୟପାଠ ଦାଖଲ

ଭୁବନେଶ୍ୱର,୬ା୧୧(ସତ୍ୟଜିତ୍‌ ରାଉତ):ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ କ୍ରାଇମବ୍ରାଞ୍ଚ ଅଧିକ ତଦନ୍ତ ଜାରି ରଖିଛି। ଏଥିସହ ବିଚାର ବିଭାଗୀୟ ଯାଞ୍ଚ ଚାଲିଥିବାବେଳେ କମିଶନଙ୍କ ନିକଟରେ ସତ୍ୟପାଠ ଦାଖଲର ସମୟସୀମା ମଙ୍ଗଳବାର ଶେଷ ହୋଇଛି। ତେବେ ୩୦୦ରୁ…

ନରମିଲା ଇସ୍କନ: ଅଦିନିଆ ରଥଯାତ୍ରା ବନ୍ଦ

ଭୁବନେଶ୍ୱର,୬।୧୦(ବନ୍ଦନା ସେଠୀ):ଶେଷରେ କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଭାବାବେଗ ଆଗରେ ମୁଣ୍ଡ ନୁଆଁଇଛି ଇସ୍କନ। ଆମେରିକାର ହ୍ୟୁଷ୍ଟନ୍‌ରେ ହେବାକୁ ଥିବା ଅଦିନିଆ ରଥଯାତ୍ରାକୁ ପୁରୀ ଶଙ୍କରାଚାର୍ଯ୍ୟ, ଗଜପତି ମହାରାଜା, ସେବାୟତ ଓ ଶ୍ରଦ୍ଧାଳୁମାନେ ତୀବ୍ର ବିରୋଧ କରିବା ପରେ ଇସ୍କନ କର୍ତ୍ତୃପକ୍ଷ ଏହି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ହିତାଧିକାରୀଙ୍କୁ ମିଳିବ ଆଗୁଆ ୩ମାସର ଚାଉଳ

ଭୁବନେଶ୍ୱର,୫ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷାକରି ହିତାଧିକାରୀମାନଙ୍କୁ ୩ ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…

ଜାତୀୟ ଉତ୍ସବ ଭାବରେ ଆୟୋଜିତ ହେବ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ବାର୍ଷିକୀ

ଭୁବନେଶ୍ୱର,୫ା୧୧: କେନ୍ଦ୍ର ସରକାର ‘ଉତ୍କଳ କେଶରୀ ହରେକୃଷ୍ଣ ମହତାବ’ଙ୍କର ୧୨୫ ତମ ଜନ୍ମ ବାର୍ଷିକୀକୁ ଜାତୀୟ ଉତ୍ସବ ଭାବରେ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଓଡ଼ିଶାର କିମ୍ବଦନ୍ତୀ ସ୍ୱାଧୀନତା ସଂଗ୍ରାମୀ…

ପାଞ୍ଜିରେ ପର୍ବପର୍ବାଣିକୁ ନେଇ ବିବାଦ ଘଟଣା: ପାଣ୍ଡୁଲିପି ଦାଖଲ ପାଇଁ ପଞ୍ଜିକାରଙ୍କୁ ମନ୍ଦିର ପ୍ରଶାସନର ଚିଠି

ପୁରୀ,୫ା୧୧(ଅଜିତ୍‌ କୁମାର ମହାନ୍ତି): ଚଳିତ ବର୍ଷ ପାଞ୍ଜିରେ ଥିବା ତିଥି ତଥା ପର୍ବପର୍ବାଣିକୁ ନେଇ ବିବାଦ ଦେଖାଦେଇଥିଲା। ଭିନ୍ନ ଭିନ୍ନ ପାଞ୍ଜିରେ ଭିନ୍ନ ଭିନ୍ନ ତିଥିରେ ପର୍ବପର୍ବାଣି ପାଳନ ନେଇ ଦର୍ଶାଯାଇଥିଲା, ଯାହାକୁ ନେଇ ଜନସାଧାରଣ ଦ୍ୱନ୍ଦ୍ୱରେ ପଡ଼ିଥିଲେ। ବିଶେଷକରି କୁମାର…

ଖବର ପ୍ରକାଶ ପରେ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ, ଯୁଦ୍ଧକାଳୀନ ଭିତ୍ତିିରେ ମରାମତି ଆରମ୍ଭ 

ପୁରୀ,୫ା୧୧(ଅଜିତ୍‌ କୁମାର ମହାନ୍ତି): ଐତିହ୍ୟ ମେଘନାଦ ପାଚେରିରେ ଫାଟ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଶ୍ରୀମନ୍ଦିର ପ୍ରଶାସନ ଓ ଏଏସ୍‌ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିିରେ ମରାମତି ପାଇଁ ଶ୍ରୀମନ୍ଦିର…

ଦୁର୍ଘଟଣା ପରେ ଅଟୋ ଚାଳକଙ୍କୁ ଆକ୍ରମଣ: ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା

ଭୁବନେଶ୍ୱର,୫ା୧୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ଟାଟା ଏସିଇ ଓ ଅଟୋ ମଧ୍ୟରେ ସୋମବାର ଅପରାହ୍ନରେ ଧକ୍କା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଘଟଣା ପରେ ଟାଟା ଏସିଇ ଚାଳକ ଜଣଙ୍କ କେତେଜଣ ସହଯୋଗୀଙ୍କ…

ଦୁର ହେବ ଦାଦନ ସମସ୍ୟା: ସରକାର ଗଠନ କଲେ ଟାସ୍କଫୋର୍ସ

ଭୁବନେଶ୍ୱର,୫ା୧୧: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ନଜ୍‌ ଇନଷ୍ଟିଚ୍ୟୁଟ୍‌ର ମ୍ୟାନେଜିଂ ଡ଼ାଇରେକ୍ଟର ଭି. ଶ୍ରୀରାମ ସୋମବାର ସୌଜନ୍ୟମୂଳକ ସାକ୍ଷାତକାର ଓ ଆଲୋଚନା କରିଛନ୍ତି। ଏହି ସାକ୍ଷାତକାର ସମୟରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ…

ଆଳ ଦର୍ଶାଇ ଅଟକାଯାଇପାରିବ ନାହିଁ ଗ୍ରାଚ୍ୟୁଇଟି ଦେୟ

କଟକ,୫ା୧୧(କାର୍ତ୍ତିକ ସାହୁ): ଅବସରପ୍ରାପ୍ତ କର୍ମଚାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ ପ୍ରକ୍ରିୟା ଜାରି ରଖିବାକୁ କେନ୍ଦ୍ର ସମବାୟ ବ୍ୟାଙ୍କ ଚାକିରି ସର୍ତ୍ତାବଳୀ-୨୦୧୧ରେ କୌଣସି ଉଲ୍ଲେଖ ନାହିଁ। କଟକ କେନ୍ଦ୍ର ସମବାୟ ବ୍ୟାଙ୍କ କର୍ତ୍ତୃପକ୍ଷ ଜଣେ କର୍ମଚାରୀଙ୍କ ବିରୋଧରେ ଅଡିଟ ସରଚାର୍ଜ କେସ୍‌ କିମ୍ବା ଭିଜିଲାନ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri