ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାଶଙ୍କୁ ବଡ଼ ଆଶ୍ୱସ୍ତି: ହାଇକେର୍ଟରୁ ମିଳିଲା ଆଗୁଆ ଜାମିନ
ଭୁବନେଶ୍ୱର,୧୯।୭: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାଶଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକେର୍ଟରୁ ରଘୁନନ୍ଦନଙ୍କୁ ଆଗୁଆ ଜାମିନ ମିଳଛି । ଜଣେ ମହିଳା ଖବରଦାତାଙ୍କୁ କୁକୁର ଲଗାଇ ଭୟଭୀତ କରିବାକୁ ଉଦ୍ୟମ କରିଥିବା ନେଇ ରଘୁନନ୍ଦନଙ୍କ ନାଁରେ...
ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ, ପହଞ୍ଚିଲେ ଜେପି ନଡ୍ଡା
ଭୁବନେଶ୍ବର,୧୯।୭: ଭୁବନେଶ୍ବରରେ ପହଞ୍ଚିଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ପୁରୀରେ ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ନଡ୍ଡା ଯୋଗ ଦେବେ ବୋଲି ଜଣାପଡିଛି। ଶୁକ୍ରବାର ପୁରୀରେ ଭାଜପାର...
୪ ଦିନ ପ୍ରବଳ ବର୍ଷିବ: ଦକ୍ଷିଣ ଓଡ଼ିଶାକୁ ସତର୍କ ସୂଚନା
ଭୁବନେଶ୍ୱର,୧୯।୭: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାକୁ ଯାଉଛି। ବର୍ତ୍ତମାନ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି...
ବସିଲା ଭାଜପାର ରାଜ୍ୟ ପଦାଧିକାରୀ ବୈଠକ
ପୁରୀ,୧୯ା୭: ଶୁକ୍ରବାର ପୁରୀରେ ଭାଜପାର ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ ହୋଇଛି। ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ପଦାଧିକାରୀ ବୈଠକ ବସିଥିବା ଜଣାପଡ଼ିଛି। ଉକ୍ତ ବୈଠକରେ ରାଜ୍ୟ ଭାଜପାର ସମସ୍ତ ପଦାଧିକାରୀ ସାମିଲ ହୋଇଛନ୍ତି। ରାଜ୍ୟ ସଂଗଠନ ସାଧାରଣ...
ପିଏମ୍ କିଷାନ ନିଧି ଯୋଜନାରେ ୭୫ଲକ୍ଷ ଚାଷୀଙ୍କୁ ସାମିଲ କରାଯାଉ: କଂଗ୍ରେସ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):ନିକଟରେ ରାଜ୍ୟ ସରକାର ପିଏମ୍ କିଷାନ ନିଧି ଯୋଜନାରେ ଅଧିକ ୬ଲକ୍ଷ ଚାଷୀଙ୍କୁ ସାମିଲ କରିବା ପାଇଁ ବ୍ୟବସ୍ଥା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁନ୍ ୧୮ରେ ବରଗଡ଼ରେ ପିଏମ୍ କିଷାନର ୧୭ତମ କିସ୍ତି ବଣ୍ଟନ...
ଶ୍ରୀୟାସ୍ମିତାଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):କଂଗ୍ରେସ ନେତ୍ରୀ ଶ୍ରୀୟାସ୍ମିତା ପଣ୍ଡାଙ୍କ ବିରୋଧରେ ଲାଗିଥିବା ନିଲମ୍ବନ ଆଦେଶକୁ ଗୁରୁବାର ପ୍ରତ୍ୟାହାର କରିନିଆଯାଇଛି। ଶ୍ରୀୟାସ୍ମିତାଙ୍କ ଅନୁରୋଧ ଏବଂ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଆବେଦନକ୍ରମେ ଦଳର ହାଇକମାଣ୍ଡ ଏହି ନିଲମ୍ବନ ଆଦେଶ ପ୍ରତ୍ୟାହାର...
ନବୀନ ପଟ୍ଟନାୟକଙ୍କ ବିରୋଧରେ ଏତଲା
ଭୁବନେଶ୍ୱର,୧୯ା୭(ସତ୍ୟଜିତ୍ ରାଉତ):ନିଖିଳ ଓଡ଼ିଶା ଠିକାଦାର ମହାସଂଘକୁ ବିଜେଡି ସରକାର ଧୋକା ଦେଇଥିବା ଅଭିଯୋଗ ହୋଇଛି। ଦୀର୍ଘ ୨୫ବର୍ଷ ହେବ ଓଡ଼ିଶାର କାମକୁ ଅନ୍ୟ ରାଜ୍ୟର ଠିକାଦାରମାନଙ୍କୁ ଦେଇ ଓଡ଼ିଶାର ଠିକାଦାରମାନଙ୍କ ସହ ଛଳନା କରାଯାଇଥିବା ଠିକାଦାର ସଂଘ ପକ୍ଷରୁ ଅଭିଯୋଗ...
୩ ଦିନ ପରେ ବିଧାନସଭା: ବିଧାୟକ ଦଳ ନେତା ବାଛିପାରିନି କଂଗ୍ରେସ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନକୁ ମାତ୍ର ୩ ଦିନ ବାକି ଥିବାବେଳେ ଏ ପର୍ଯ୍ୟନ୍ତ କଂଗ୍ରେସ ତା’ର ବିଧାୟକ ଦଳ...
ପୁରୀରେ ଆଜିଠାରୁ ୨ଦିନିଆ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଏବଂ ଶନିବାର ୨ଦିନ ଧରି ପୁରୀ ଠାରେ ଅନୁଷ୍ଠିତ ହେବ। ଏନେଇ ଦଳ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି ଏକ ପ୍ରକାର ଶେଷ ହୋଇସାରିଥିବା ଜଣାପଡିଛି। ଶୁକ୍ରବାର ଅପରାହ୍ନ ସାଢ଼େ...
୬ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ୬ ଜଣ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇଛି। ତେବେ ଏଫ୍ ଆଣ୍ଡ ଏଆର୍ଡି ବିଭାଗରେ କାର୍ଯ୍ୟ କରୁଥିବା ଅନୁ ସଚିବ ପ୍ରଦୀପ କୁମାର ସାମଲଙ୍କୁ ବଦଳିକରି ସଂସଦୀୟ ବ୍ୟାପାର...
ପଦ ଚାଲିଯିବା ଭୟରେ ରାଜ୍ୟପାଳଙ୍କ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନି: କଂଗ୍ରେସ
ଭୁବନେଶ୍ୱର, ୧୯।୭(ସୁନିତ୍ ମିଶ୍ର):ପୁରୀ ରାଜଭବନରେ କାର୍ଯ୍ୟରତ ଓଡ଼ିଆ ଅଧିକାରୀ ବୈକୁଣ୍ଠ ପ୍ରଧାନଙ୍କୁ ରାଜ୍ୟପାଳଙ୍କ ପୁଅ ଏବଂ ତାଙ୍କର ୫ ଜଣ ଝାଡ଼ଖଣ୍ଡୀ ବନ୍ଧୁ ଅତି ନୃଶଂସ ଭାବେ ଶାରୀରିକ ନିର୍ଯାତନା ଦେବାପରେ ଏହି ଘଟଣାକୁ ନେଇ ରାଜ୍ୟରେ ହଟଚମଟ ସୃଷ୍ଟି...
ମିଶନ ମୋଡ୍ରେ ଉପମୁଖ୍ୟମନ୍ତ୍ରୀ: ଦେଲେ ଏମିତି ନିର୍ଦ୍ଦେଶ
ଭୁବନେଶ୍ୱର, ୧୯।୭(ଅସମାପିକା ସାହୁ):ମହିଳା ଓ ଶିଶୁ ବିକାଶ ଅନ୍ତର୍ଗତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଗୁରୁବାର ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେଇ ମିଶନ ମୋଡ୍ରେ ଅପପୁଷ୍ଟି...
Archives


