ମେଟ୍ରୋ

ବଜାରରେ ରୟାଲ ଏନ୍‌ଫିଲ୍ଡର ଗୁଆନ କ୍ଲାସିକ ୩୫୦

ଭୁବନେଶ୍ୱର,୨୫।୧୧: ଦେଶର ପ୍ରମୁଖ ପ୍ରିମିୟମ୍‌ ବୁଲେଟ୍‌ ବ୍ରାଣ୍ଡ ତଥା ରୟାଲ ଏନ୍‌ଫିଲ୍ଡର ଅଲ ନ୍ୟୁ ଗୁଆନ କ୍ଲାସିକ ୩୫୦’ର ସର୍ବଭାରତୀୟ ଅନାବରଣ ଉତ୍ସବ ସହ ବଜାର ପ୍ରବେଶ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡର ଓଡ଼ିଶା ୟୁନିଟ ପକ୍ଷରୁ…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୪ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠିତ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ କରିବ।…

ଜେଲ୍‌ରେ ପୂରାଇବୁ ନା ସସ୍‌ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ…

ଭୁବନେଶ୍ୱର,୨୪ା୧୧: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍‌ ରାସ୍ତାରେ ଏନ୍‌ଏଚ୍‌ ଅଧିକାରୀଙ୍କୁ ଫୋନ୍‌ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର ମହାପାତ୍ର। ମୟୂରଭଞ୍ଜ ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ରାସ୍ତାକାମ…

‘କ୍ୱାର୍ଟର ଭଡ଼ା ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୪ା୧୧: ସରକାରୀ କ୍ୱାର୍ଟରକୁ ଭଡ଼ାରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଲଟମେଣ୍ଟ ପାଇଥିବା ବ୍ୟକ୍ତି ଏବଂ ଭଡ଼ାରେ ରହୁଥିବା ବ୍ୟକ୍ତି ଉଭୟେ ଦୋଷୀ ସାବ୍ୟସ୍ତ ହେବେ। ଅନେକ କ୍ୱାର୍ଟର ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ଆଉ…

ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା ହିତା ଲଖାନୀ

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ପରିବେଶ ଯୋଦ୍ଧା, କ୍ଲାଇମ୍‌ଆକ୍ଟ ଫାଉଣ୍ଡେଶନ୍‌ର ପ୍ରତିଷ୍ଠାତା ନିର୍ଦ୍ଦେଶିକା ହିତା ଲଖାନୀ। ସେ ପୃଥିବୀର ଅନେକ ବୈଶ୍ୱିକ ମଞ୍ଚରେ ଭାରତୀୟ ଜଳବାୟୁ ପରିବର୍ତ୍ତନ ଆକ୍ଟିଭିଷ୍ଟମାନଙ୍କ ପ୍ରତିନିଧିତ୍ୱ କରିଆସିଛନ୍ତି। ଓମେନ୍ସ କ୍ଲାଇମେଟ୍‌ କଲେକ୍ଟିଭ୍‌ ସଦସ୍ୟା…

ଜଙ୍ଗଲ ସୃଷ୍ଟି ପାଇଁ ପ୍ରତିଶ୍ରୁତିବଦ୍ଧ, ୫୦ ହେକ୍ଟର ଜଙ୍ଗଲ ଜମିକୁ…

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ ‘ଲେଡି ଟାର୍ଜନ’ ଭାବେ ପରିଚିତ ମୟୂରଭଞ୍ଜ ଜିଲାର ଯମୁନା ଟୁଡୁ। ଯମୁନା ୫୦ ହେକ୍ଟର ଜଙ୍ଗଲ ଜମିକୁ ସୁରକ୍ଷିତ କରିପାରିଛନ୍ତି। ଏଥିସହ ୧୦ହଜାର ମହିଳାଙ୍କୁ ଏକାଠି କରି…

ତୀବ୍ର ହେଉଛି ଯାଜପୁର ରାଜନୀତି: ପ୍ରେସ୍‌ମିଟ୍‌ କରି ଖୁବ୍‌ ବର୍ଷିଲେ ପ୍ରମିଳା, କହିଲେ ଭାଜପା ସରକାର ଆସିବା ପରଠାରୁ…

ଭୁବନେଶ୍ୱର,୨୪ା୧୧: ଯାଜପୁରରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଭାଜପା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ଚହଳ ପଡ଼ିଛି। ଉଭୟ ଭାଜପା ଏବଂ ବିଜେଡି କେହି କାହାକୁ ଛାଡୁ ନାହାନ୍ତି। ଆକ୍ଷେପ ପ୍ରତି ଆକ୍ଷେପରେ ଚାଲିଛି ଯାଜପୁର…

ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ କାହିଁକି ପଡ଼ିଲେ ବାଦ୍‌ ଜାଣି ରଖନ୍ତୁ…

ଭୁବନେଶ୍ୱର,୨୪ା୧୧: ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା…

କ୍ଲାଇମେଟ୍‌ ଚେଞ୍ଜ: ବିଲ୍ଡିଂ ରିଜିଲିଆନ୍ସ ଉପରେ ଆଲୋଚନା, ବିଶେଷଜ୍ଞ ପ୍ୟାନେଲରେ…

ଭୁବନେଶ୍ୱର,୨୪।୧୧: ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ଏନେଇ ସଚେତନ ହେବାସହ ଅନ୍ୟମାନଙ୍କୁ ଏଥିରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ‘ୟୁଥ୍‌ କନ୍‌କ୍ଲେଭ୍‌’ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଚତୁର୍ଥ…

ହଠାତ୍‌ ଘର ପାର୍କିଂରେ ଜଳିବାକୁ ଲାଗିଲା ୪ଟା ଗାଡ଼ି

ଭୁବନେଶ୍ୱର,୨୪।୧୧: ଘର ପାର୍କିଂରେ ଜଳିଗଲା ୩ଟି ବାଇକ, ଗୋଟିଏ ସ୍କୁଟି। ଏଭଳି ଘଟଣା ଘଟିଛି ଭୁବନେଶ୍ବର ଗୋଠପାଟଣା ଅଞ୍ଚଳରେ । ସନ୍ତୋଷ ମହାନ୍ତି ନାମକ ବ୍ୟକ୍ତିଙ୍କ ଘର ପାର୍କିଂରେ ବିଳମ୍ବିତ ରାତିରେ ଏହା ଘଟିଛି। ୪ ଟି ଦୁଇ ଚକିଆ ଯାନ…

‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ ଆରମ୍ଭ

ଭୁବନେଶ୍ୱର,୨୪।୧୧: ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ର ଦ୍ୱିତୀୟ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ର ଅନୁଷ୍ଠିତ ହୋଇଛି । ୨ଦିନ ଧରି ଚାଲୁଥିବା ଏହି କାର୍ଯ୍ୟକ୍ରମର ଆଜି ଏହାର ଦ୍ୱିତୀୟ ଦିନ। ଏହି…

ଆଜି ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’: ଆରମ୍ଭ ହେଲା ରେଜିଷ୍ଟ୍ରେସନ

ଭୁବନେଶ୍ୱର,୨୪।୧୧: ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ର ଦ୍ୱିତୀୟ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ର ଅନୁଷ୍ଠିତ ହୋଇଛି । ୨ଦିନ ଧରି ଚାଲୁଥିବା ଏହି କାର୍ଯ୍ୟକ୍ରମର ଆଜି ଏହାର ଦ୍ୱିତୀୟ ଦିନ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?