ମେଟ୍ରୋ

ମହତାବଙ୍କ ଜୀବନୀ ଉପରେ ବାୟୋପିକ୍‌ କରାଯିବ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ଓଡ଼ିଶାର ସାମାଜିକ, ରାଜନୈତିକ ଏବଂ ଅର୍ଥନୈତିକ ଇତିହାସରେ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୀବନୀ ଓ କୃତିତ୍ୱ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ। ସେ ଓଡ଼ିଶା ସ୍ବାଧୀନତା ଆନ୍ଦୋଳନରେ କ୍ରାନ୍ତି ଆଣିଥିଲେ। ମହତାବଙ୍କ ବିନା ଆଧୁନିକ ଓଡ଼ିଶାର କଳ୍ପନା କରାଯାଇ…

‘ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ’: ଆଜି ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ୍‌’

ଭୁବନେଶ୍ୱର, ୨୪।୧୧ (ବନ୍ଦନା ସେଠୀ): ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ’ ପକ୍ଷରୁ ପରିବେଶକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ଏ ଦିଗରେ…

ଆଞ୍ଚଳିକ ଦଳ ଉପରେ ପୁନଃ ଆସ୍ଥାପ୍ରକଟ କଲେ ଝାଡ଼ଖଣ୍ଡବାସୀ: ବିଜେଡି

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଛି। ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ଜେଏମ୍‌ଏମ୍‌ର ବିଜୟ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଆଞ୍ଚଳିକ ଦଳଗୁଡ଼ିକ ଉପରେ ଲୋକଙ୍କ ଭରସା ଅକ୍ଷୁଣ୍ଣ ରହିଛି ବୋଲି ବିଜେଡି ପକ୍ଷରୁ କୁହାଯାଇଛି। ପୂର୍ବାଞ୍ଚଳ…

ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ, ଯାମିନୀ ଷଡ଼ଙ୍ଗୀଙ୍କୁ…

ଭୁବନେଶ୍ୱର, ୨୪ା୧୧ (ଅନିଲ ଦାସ): ରାଜ୍ୟ ସରକାର ଶନିବାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୨ଜଣ ଆଇଏଏସ୍‌ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତଦନୁସାରେ ୧୯୯୫ ବ୍ୟାଚ୍‌…

ଆଜି ଆସିବ ସୁଭଦ୍ରା ଟଙ୍କା, ଆସିଲା ବଡ଼ ଖବର!

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ସୁଭଦ୍ରା ଯୋଜନାରେ ବାଦ୍‌ ପଡ଼ିଥିବା ୨୫% ମହିଳାଙ୍କୁ ରବିବାର ଟଙ୍କା ମିଳିବ। ନଭେମ୍ବର ୨୪ରେ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଭିନ୍ନ…

ରବିବାର କିଏ ପାଇବେ ‘ସୁଭଦ୍ରା ଟଙ୍କା? ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ବାଦ୍‌ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ନଭେମ୍ବର ୨୪ ତାରିଖ ତଥା ରବିବାର ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ସୂଚନା ଦେଇଛନ୍ତି। ବାକି ଆବେଦନକାରୀ ଜମି ଯୋଗ୍ୟତା…

ଦାନା ବାନ୍ଧୁଛି ଆଉ ଏକ ବାତ୍ୟା: ୨୭ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ତାମିଲନାଡୁ ଉପକୂଳରେ ଦାନା ବାନ୍ଧୁଛି ଏକ ବାତ୍ୟା । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୫ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ।…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌: ପ୍ରଥମ ଦିନରେ ମତ ରଖିଲେ ୮୪ ପରିବେଶ କର୍ମୀ, ଗୀତରେ ଗୀତରେ ସଚେତନ କରାଇଲା ‘ବିରାହ ବ୍ୟାଣ୍ଡ୍‌’

ଭୁବନେଶ୍ୱର, ୨୩।୧୧(ବନ୍ଦନା ସେଠୀ)-ଧରିତ୍ରୀ ପକ୍ଷରୁ ଶନିବାର ପ୍ରେସ୍‌କ୍ଲବ୍‌ଠାରେ ‘ୟୁଥ୍‌ କନ୍‌କ୍ଲେଭ’ ବା ‘ଯୁବ ସମ୍ମିଳନୀ’ର ଚତୁର୍ଥ ସଂସ୍କରଣର ପ୍ରଥମ ଦିନ ସମାପ୍ତ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନରେ ପରିଣତ ହୋଇଛି। ପରିବେଶର ସୁରକ୍ଷା ପାଇଁ…

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା…

୨୪ ବର୍ଷର ଶାସନରେ ଯାଜପୁରରେ ଅରାଜକତା କହିଲେ ଭାଜପା ନେତା

ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଭାଜପା ନେତା ଗୌତମ ରାଏ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ବିରଜାଙ୍କ ନାଁରେ ରାଜନୀତି ନ କରିବାକୁ ଅନୁରୋଧ। ବିନା ସୂଚନାରେ କାହିଁକି ସେଦିନ ରାସ୍ତାରୋକୋ କରିଥିଲେ, ଏହା କଣ ଗଣତନ୍ତ୍ର ବୋଲି ଗୌତମ…

ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୩ା୧୧: ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାୟତ୍ତତା ସହ ବିଶ୍ବବିଦ୍ୟାଳୟକୁ ସଶକ୍ତ କରିବାକୁ ଲକ୍ଷ୍ୟ। କୁଳପତି ଚୟନରେ…

ବଢ଼ୁଛି କି ରାଜନୈତିକ ଚାପ? ବବିଙ୍କ ଭାଇ ନାଁରୁ ଉଠିବ କି ମାମଲା, ଓକିଲଙ୍କ ସହ ଥାନାରେ ପହଞ୍ଚିଲେଣି…

ଭୁବନେଶ୍ୱର,୨୩।୧୧: ବ୍ୟବସାୟୀଙ୍କୁ ଧମକ ମାମଲାରେ ବିଜେଡି ନେତା ବବିଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ ଘଟଣାରେ ଉଠିଯିବ କି ମାମଲା। ଅଭିଯୋଗକାରୀଙ୍କୁ ସାଥୀରେ ଧରି ଥାନାରେ ପହଞ୍ଚିଲେ ଭବଙ୍କ ଓକିଲ। ଜଣେ ରାଜନେତାଙ୍କ ଗାଡ଼ିରେ ଥାନାକୁ ନେଇଥିବା ଚର୍ଚ୍ଚା ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?