ମେଟ୍ରୋ

ବିଜେଡିର ଛାୟା କ୍ୟାବିନେଟକୁ ନେଇ ସମୀରଙ୍କ ତେର୍ଚ୍ଛାବାଣ, କହିଲେ ନବୀନ ବାବୁ…

ଭୁବନେଶ୍ୱର,୧୮।୭: ବିଜେଡିର ଛାୟା କ୍ୟାବିନେଟ ଗଠନକୁ ନେଇ ନବୀନ ପଟ୍ଟନାୟକଙ୍କୁ ପୂର୍ବତନ ମନ୍ତ୍ରୀ ସମୀର ଦାଶ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ନବୀନ ସରକାରରେ ମନ୍ତ୍ରୀଙ୍କୁ ଦାୟିତ୍ୱ ମିଳୁ ନ ଥିଲା, ଏବେ ବିଧାୟକଙ୍କୁ ବିଭାଗ ମିଳୁଛି। ନିଜର ଆତ୍ମସନ୍ତୋଷ...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୭: କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ...

କିଏ ସେହି ଅରିନ୍ଦମ ଡାକୁଆ ଯିଏ ମୁଖ୍ୟମନ୍ତ୍ରୀ ମୋହନଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୧୮।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ ନିଯୁକ୍ତି ପାଇଛନ୍ତି। ସେହିପରି ୨୦୧୨ ବ୍ୟାଚ ଆଇଏଏସ ଅଫିସର ଜଗତସିଂହପୁର ଜିଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ...

ଆହାର କେନ୍ଦ୍ରରେ ଖାଇ ମନ୍ତ୍ରୀ କଲେ ବଡ଼ ଘୋଷଣା, ‘ବନ୍ଦ ହେବନି ଆହାର ଯୋଜନା’

ଭୁବନେଶ୍ୱର,୧୮ା୭: ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ଲୋକପ୍ରିୟ ଆହାର ଯୋଜନା ବନ୍ଦ କରାଯିବନି। ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର ଗସ୍ତ କରି ଏହି ଘୋଷଣା କରିଛନ୍ତି। ମନ୍ତ୍ରୀ ଆହାର...

ବିଜେଡିର ଛାୟା କ୍ୟାବିନେଟକୁ ନେଇ ବିସ୍ଫୋରକ ବୟାନ ଦେଲେ ଅମର ଶତପଥୀ, କହିଲେ, ପୂର୍ବରୁ ଏମିତି କରିଥିଲେ…

ଭୁବନେଶ୍ୱର,୧୮।୭: ବିଜେଡିର ଛାୟା କ୍ୟାବିନେଟ ଗଠନ ହୋଇଛି। ଯାହାକୁ ନେଇ ବହୁ ଭାଜପା ନେତା ଟର୍ଗେଟ କରିଥିବାବେଳେ ବିଜେଡିର ଜଣେ ବରିଷ୍ଠ ନେତା ମଧ୍ୟ ଏହାକୁ ସମାଲୋଚନା କରିଛନ୍ତି। ବିଜେଡି ନେତା ଅମର ଶତପଥୀ କହିଛନ୍ତି, ନବୀନ ପଟ୍ଟନାୟକ ବର୍ତ୍ତମାନ...

ସେମାନେ ଜଗନ୍ତୁ, ଆମେ ଡରିବୁ କାହିଁକି: ବିଜେଡିର ‘ଛାୟା କ୍ୟାବିନେଟ୍‌’କୁ ନେଇ ବଡ଼ ବୟାନ ଦେଲେ…

ଭୁବନେଶ୍ୱର,୧୮।୭: ବିଜେଡିର ଛାୟା କ୍ୟାବିନେଟ୍‌ ଗଠନକୁ ନେଇ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖି ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଅସ୍ତିତ୍ୱ ଅଛି ବୋଲି ଜଣାଇବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆମେ ଖୁସି ଯେ ଆମକୁ ଶକ୍ତ...

ବିଜେଡିର ଛାୟା କ୍ୟାବିନେଟକୁ ନେଇ ବର୍ଷିଲା ଭାଜପା, କହିଲା ତାମିଲ ବାବୁଙ୍କ ନିର୍ଦ୍ଦେଶରେ ଚାଲିଛି…

ଭୁବନେଶ୍ୱର,୧୮।୭: ଓଡ଼ିଶାରେ ପ୍ରଥମ ଥର ଛାୟା କ୍ୟାବିନେଟ ଗଠନ ହୋଇଛି। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସରକାରଙ୍କ ପ୍ରତିଟି କାର୍ଯ୍ୟକଳାପକୁ ଘେରିବା ପାଇଁ କମର କଷିଛି ବିଜେଡି। ତେବେ ବୁଧବାର ୫୦ଜଣ ବିଧାୟକଙ୍କୁ ଏହି ଦାୟିତ୍ୱ ବଣ୍ଟନ କରାଯାଇଛି। ଯାହାକୁ ନେଇ...

ଓଡ଼ିଶା ଇତିହାସରେ ପ୍ରଥମ, ନବୀନ ଗଢିଲେ ଛାୟା କ୍ୟାବିନେଟ

ଭୁବନେଶ୍ୱର,୧୮।୭: ବୁଧବାର ଓଡ଼ିଶାର ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ନିଜ ମନ୍ତ୍ରୀମଣ୍ଡଳ ଗଠନ କରିଛନ୍ତି। କ୍ଷମତାସୀନ ମନ୍ତ୍ରୀମଣ୍ଡଳ ପରି ବିରୋଧୀଙ୍କ ମଧ୍ୟ ଏକ ମନ୍ତ୍ରୀ ମଣ୍ଡଳ ରହିଛି ଯାହାକୁ ‘ଛାୟା କ୍ୟାବିନେଟ’ ବୋଲି କୁହାଯାଏ।...

ଓଡ଼ିଆ ସିନେମା ଶିଳ୍ପର ଭାଗ୍ୟ ବଦଳିବା ଆଶା

ଭୁବନେଶ୍ୱର,୧୮ା୭(ଶର୍ମିଷ୍ଠା ପାଣିଗ୍ରାହୀ)ସମସ୍ୟା, ବିବାଦରେ ଫସି ରହିଥିବା ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ସ୍ଥିତି ଧୀରେ ଧୀରେ ସୁଧୁରିବାରେ ଲାଗିଛି। ବିଶେଷକରି ନୂଆ ସରକାର ଆସିବା ପରେ ଓଲିଉଡ୍‌ ଜଗତ ବେଶ୍‌ ଉତ୍ସାହିତ ହୋଇପଡିଛି। ବୁଧବାର ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କ ଆଲୋଚନା...

୫ ନୁହେଁ, ୨୫ ବର୍ଷ ପର୍ଯ୍ୟନ୍ତ ଶାସନ କରିବ ଭାଜପା: ଉସେଣ୍ଡି

ଭୁବନେଶ୍ୱର, ୧୮।୭(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆସନ୍ତା ୧୯ ଏବଂ ୨୦ ତାରିଖରେ ଅନୁଷ୍ଠିତ ହେବ। ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବା କାର୍ଯ୍ୟକ୍ରମ ଥିବା ମଙ୍ଗଳବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ...

ଦେବେ ଯଦି ଦେବେ, ନ ଦେଲେ ନାହିଁ: ବାହିନୀପତି

ଜୟପୁର, ୧୮ା୭(ପବନ ପାଣିଗ୍ରାହୀ)କଂଗ୍ରେସ ଦଳରେ ବିଧାୟକ ଦଳ ନେତାଙ୍କ ନାମ ଏଯାଏ ଘୋଷଣା ହୋଇନାହିଁ। ଏନେଇ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଭୁବନେଶ୍ୱରରେ ଥିବା ବାହିନୀପତି କହିଛନ୍ତି, ବିଧାୟକ ଦଳର ନେତା କିଏ ହେବେ ତାହା ଏଆଇସିସି,...

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୮ା୭(ଅନିଲ ଦାସ): ଲୋକସେବା ଭବନରେ ଗୁରୁବାର ପୂର୍ବାହ୍ନ ୯ଟା ୩୦ ମିନିଟ୍‌ରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri