ମେଟ୍ରୋ

ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୨।୧୧: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍‌ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍‌କୁ ନେଇ ସନ୍ଦେହ ଘନିଭୂତ ହେବାରେ ଲାଗିଛି। କାରଟି ଜାତୀୟ ରାଜପଥ ମଝିରେ ଅଟକି ରହିଥିବାରୁ ଟ୍ରାଫିକ ଜାମ୍‌ ହୋଇଛି।…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ୨୩ରେ ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ…

ଭୁବନେଶ୍ୱର,୨୨।୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ ଅବପାତରେ ପରିଣତ…

ଘନ କୁହୁଡି ନେଇ ୩ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। କେବଳ ଏତିକି ନୁହେଁ, ଅନେକ ସ୍ଥାନରେ ସକାଳୁ ସକାଳୁ କୁହୁଡ଼ି ମଧ୍ୟ ପଡୁଛି। ତେବେ ଶୁକ୍ରବାର ଘନ କୁହୁଡ଼ି ନେଇ ଏସଆରସି ସତର୍କ କରାଇଛନ୍ତି। ୩ ଜିଲା ସୁନ୍ଦରଗଡ଼, କଳାହାଣ୍ଡି…

ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍‌ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ

ଭୁବନେଶ୍ବର,୨୨।୧୧: ମଞ୍ଚେଶ୍ବର ଥାନା ଅଧୀନ ଏକ ଘରୋଇ ହସ୍ପିଟାଲ ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜଣେ ଯୁବତୀ ବାଇକ୍‌ରେ ବସିଥିବା ଜଣେ ଯୁବକଙ୍କୁ ଗାଲରେ ଚାପୁଡ଼ା ମାରୁଥିବା ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି। ଏକତରଫା ପ୍ରେମକୁ କେନ୍ଦ୍ର…

ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା

ଭୁବନେଶ୍ୱର,୨୨।୧୧: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍‌ କୌଣସି କଥାକୁ ନେଇ ମୁହାଁମୁହିଁ ହୋଇଛନ୍ତି। ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ…

ଜମୁଛି ବାଲିଯାତ୍ରା: ଶୀତୁଆ ସନ୍ଧ୍ୟାରେ ମତୁଆଲା କଲା ସୁରେଶ, ସୋହିନୀଙ୍କ ଗୀତ

କଟକ, ୨୨ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରାର ସପ୍ତମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ବଲିଉଡ୍‌ କଣ୍ଠଶିଳ୍ପୀ ପଦ୍ମଶ୍ରୀ ସୁରେଶ ୱାଡେକର ମନଛୁଅଁା ସଙ୍ଗୀତ ପରିବେଷଣ କରି ଦର୍ଶକଙ୍କ ହୃଦୟ ଜିଣିଥିଲେ। ବିଭିନ୍ନ ଗୀତର…

ସ୍ବରକୁ ବଢ଼ାଏ ସଙ୍ଗୀତ: ରୁମିତ୍‌ ଓ୍ବାଲିଆ

ଭାରତର ଲୋକପ୍ରିୟ ଏବଂ ପରିବେଶ ସଚେତନଧର୍ମୀ ବ୍ୟାଣ୍ଡ ମଧ୍ୟରେ ‘ବିରାହ’ ଅନ୍ୟତମ। ଏହି ବ୍ୟାଣ୍ଡର ନିଜସ୍ବ ପରିବେଷଣ ଶୈଳୀ ସାରା ଦେଶରେ ସଙ୍ଗୀତପ୍ରେମୀଙ୍କୁ ଅନେକ ବର୍ଷ ଧରି ବାନ୍ଧି ରଖିପାରିଛି। ଗ୍ଲୋବାଲ ପିସ୍‌ ଲିଡରଶିପ୍‌ କନ୍‌ଫରେନ୍ସ, ଆଇଟିପିଓ ପ୍ରଗତି ମଇଦାନ, ଆମେରିକାନ…

ମଣିଷ-ପ୍ରାଣୀ ସଂଘର୍ଷ ଏଡ଼ାଇବାରେ ପ୍ରୟାସରତ

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏ କ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ…

ପଳାଶୁଣୀ ଛକରେ ଛକି ବସିଥିଲା ମୃତ୍ୟୁ: ୫ମାସ ହେଲା ଶିଳାନ୍ୟାସରେ ଅଟକିଛି ଫୁଟ୍‌ ଓଭରବ୍ରିଜ୍‌

ଭୁବନେଶ୍ୱର,୨୧ା୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ରହୁଥିବା ପୁଅ ପାଖକୁ ଗଁାରୁ ଆସୁଥିଲେ ବାପା। ଦୁଇଟି ବ୍ୟାଗରେ ଭର୍ତ୍ତିକରି ଆଣିଥିଲେ ବିଭିନ୍ନ ପ୍ରକାର ପରିବା, ଚାଉଳ, ଲୁଗାପଟା ଆଦି ସାମଗ୍ରୀ। ଇଚ୍ଛା ଥିଲା ପୁଅ, ବୋହୂ, କୁନି ନାତିଙ୍କ ସହ କିଛିଦିନ ସମୟ ବିତାଇଥାନ୍ତେ।…

ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଲିଙ୍କ୍‌ ଥିଲେ ଆସିବନି ଟଙ୍କା, ଏମିତି କରିବାକୁ ଅପିଲ୍ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧୧: ରାଜ୍ୟ ସରକାରଙ୍କର ସୁଭଦ୍ରା ଯୋଜନାରେ ଆସନ୍ତା ଡିସେମ୍ବର ମାସ ପହିଲା ସୁଦ୍ଧା ୧ କୋଟି ମହିଳା ହିତାଧିକାରୀ ଆର୍ଥିକ ସହାୟତା ପାଇଥିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀମତୀ ପରିଡ଼ା କହିଛନ୍ତି ଆସନ୍ତା ରବିବାର…

ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଆଦେଶ ଉପରେ ରହିତାଦେଶ

କଟକ,୨୧।୧୧: ବୈକୁଣ୍ଠଧାମ ଆଶ୍ରମ ଭଙ୍ଗା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ସରକାରୀ ଜମି ଜବର ଦଖଲ କରି ଗଢି ଉଠିଥିବା ଆଶ୍ରମକୁ ଭାଙ୍ଗିବାକୁ ଗୁରୁବାର ଅପରାହ୍ନରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା କରିବା ପରେ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ଡିସେମ୍ବର…

ଆସିପାରେ ୫ ଲକ୍ଷ କୋଟି ଟଙ୍କାର ନିବେଶ, ମନ୍ତ୍ରୀଙ୍କ ଦୃଢୋକ୍ତି

ଭୁବନେଶ୍ୱର,୨୧।୧୧: ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ମୁଖ୍ୟ ସଚିବ ମନୋଜ ଅହୁଜାଙ୍କ ସହ ଗୁରୁବାର ସିଙ୍ଗାପୁର ଗସ୍ତ ସାରି ଓଡ଼ିଶା ଫେରିଛନ୍ତି। ଏହି ସମୟରେ ଖବରଦାତାଙ୍କ ସହ କଥାବାର୍ତ୍ତା କରି ମନ୍ତ୍ରୀ ସ୍ୱାଇଁ ଯେ, ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?