ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର, ମିଳିଲା ଏହି ଦାୟିତ୍ୱ
ଭୁବନେଶ୍ୱର,୧୫।୭: ଆଇପିଏସ ଡିଏସ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସଡି ଭାବେ ନିଯୁକ୍ତି ମିଳିଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଇଛନ୍ତି ସରକାର। ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ...
ମାଉସୀ ମା’ ଘରେ ପୋଡ଼ ପିଠା ଖାଇଲେ ବଡ଼ ଠାକୁର
ପୁରୀ,୧୫।୭: ମାଉସୀ ମା’ ମନ୍ଦିର ପାଖରେ ବଡ଼ଠାକୁରଙ୍କ ତାଳଧ୍ୱଜ ରଥ ପହଞ୍ଚିଛି। ପରେ ସେଠାରେ ବଡ ଠାକୁରଙ୍କୁ ପୋଡ ପିଠା ଲାଗି କରାଯାଇଛି। ବଡ଼ ଠାକୁରଙ୍କ ପଛରେ ଆସୁଛି କାଳିଆସାଆନ୍ତଙ୍କ ନନ୍ଦିଘୋଷ । ବଳଭଦ୍ରଙ୍କ ପରେ, ଦେବୀ ସୁଭଦ୍ରା ଓ...
ପାଣ୍ଡିଆନଙ୍କ ଖାସ୍ ରବି କାନ୍ତଙ୍କୁ ହଟାଇଲେ ରାଜ୍ୟ ସରକାର, ଦେଲେ ଏହି ଦାୟିତ୍ୱ
ଭୁବନେଶ୍ୱର,୧୫।୭: ରାଜ୍ୟର ଭାଜପା ସରକାର ଆଜି ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନର ପଦବୀରୁ ଆଇପିଏସ ରବିକାନ୍ତଙ୍କୁ ହଟାଇ ଦେଇଛନ୍ତି । ସେ କାର୍ତ୍ତିକ ପାଣ୍ଡିଆନଙ୍କ ଖାସ ଅନୁଗତ ଭାବେ ପରିଚିତ। ନୂଆଦିଲ୍ଲୀରେ ପାଣ୍ଡିଆନ ଓ ବିଜେଡିର ପ୍ରତିନିଧି ଭାବେ ରବିକାନ୍ତ କାର୍ଯ୍ୟ...
ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ ନେଇ ଏମିତି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର,୧୫।୭: ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ ପାଇଁ କଟକ ଭୁବନେଶ୍ୱର ସମେତ ସବୁ ଜିଲାରେ ଶୀଘ୍ର ମଣ୍ଡି ଖୋଲିବ। ଏ ନେଇ ସୋମବାର କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର। ସେ କହିଛନ୍ତି, କୃଷକମାନେ...
ସାବଧାନ! ଏହି ଗୋଟିଏ ଭୁଲ ଯୋଗୁ କଟିଯିବ ରାଶନ କାର୍ଡ, ଶୀଘ୍ର କରିନିଅନ୍ତୁ…
ଭୁବନେଶ୍ୱର,୧୫।୭: ଭାରତ ସରକାର ଗରିବ ଅଭାବୀ ଲୋକଙ୍କ ପାଇଁ ଅନେକ ପ୍ରକାରର ଯୋଜନା ଚଲାଉଛନ୍ତି। ଏହି ଯୋଜନାଗୁଡିକର ଅନେକ ଲାଭ ପାଇବାକୁ ଆପଣଙ୍କ ପାଖରେ ରାଶନ କାର୍ଡ ଥିବା ଆବଶ୍ୟକ। ନିର୍ଦ୍ଦିଷ୍ଟ ଯୋଗ୍ୟତା ମାନଦଣ୍ଡ ଆଧାରରେ ଗରିବ ଓ ଅସହାୟ...
ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ଶୁଣାଣି ବେଳେ ଆସିଲା ବଡ଼ ବୟାନ
ଭୁବନେଶ୍ୱର,୧୫।୭: ଅଭିଯୋଗ ପ୍ରକୋଷ୍ଠରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଲୋକଙ୍କ ଅଭିଯୋଗ ଶୁଣିଛନ୍ତିି। ଆଜି ମୋଟ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୧୦୦୦ ଅଭିଯୋଗର ଶୁଣାଣି ଶେଷ ହୋଇଥିବା ସୂଚନା ମିଳିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆର୍ଡିସିସ୍ତରରେ...
ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ କହିଲେ ପୂର୍ବରୁ ଡୁପ୍ଲିକେଟ୍ ଚାବି…
ପୁରୀ,୧୫ା୭: ପୁରୀ ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ଡୁପ୍ଲିକେଟ୍ ଚାବି ନେଇ ମିଛ କଥା କୁହାଯାଇଥିଲା, ତାହାର ନିଶ୍ଚିତ ତଦନ୍ତ ହେବ। ସେ ଚାବି କଥା କିଏ...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା
ନୂଆଦିଲ୍ଲୀ,୧୫।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତରପଶ୍ଚିମ ତତ୍ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ...
ତ୍ରିଶା ହସ୍ପିଟାଲ ବିଏସକେୱାଇ ତାଲିକାରୁ ନିଲମ୍ବିତ
ଭୁବନେଶ୍ୱର, ୧୫ା୭(ବନ୍ଦନା ସେଠୀ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କଟକର ତ୍ରିଶା ହସ୍ପିଟାଲକୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ) ଅଧିନ ତାଲିକାରୁ ନିଲମ୍ବିତ କରାଯାଇଛି। ଶନିବାର ସମ୍ପୃକ୍ତ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଘଟଣାକୁ ନେଇ ସ୍ବାସ୍ଥ୍ୟ...
ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ତଦାରଖ ପାଇଁ ଗଠନ ହେଲା ଟାସ୍କଫୋର୍ସ
ଭୁବନେଶ୍ୱର,୧୫ା୭(ଅନିଲ ଦାସ): ରାଜ୍ୟର ମହାନଗର ନିଗମ ଏବଂ ଜିଲାଗୁଡ଼ିକ ଅଧୀନରେ ଥିବା ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ, ଗୃହ ବିଭାଗ ଏବଂ ବିଦ୍ୟୁତ୍ ନିରୀକ୍ଷକଙ୍କୁ ନେଇ ମିଳିତ ଟାସ୍କଫୋର୍ସ ଗଠନ...
ତ୍ରିଶା ନର୍ସିଂହୋମ୍ ଅଗ୍ନିକାଣ୍ଡ: ମୃତ ଶିଶୁକନ୍ୟାର ବାପା ଆଣିଲେ ଗୁରୁତର ଅଭିଯୋଗ
କଟକ,୧୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକ ପୁରୀଘାଟସ୍ଥିତ ଘରୋଇ ନର୍ସିଂହୋମ୍ ତ୍ରିଶା ହସ୍ପିଟାଲରେ ଶନିବାର ହୋଇଥିବା ଅଗ୍ନିକାଣ୍ଡ ଘଟଣାରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ନିଆଁ ଲାଗିବା ପରେ ଏଠାରେ ଚିକିତ୍ସିତ ହେଉଥିବା ୪୫ ଶିଶୁ ଓ ବୟସ୍କ ରୋଗୀଙ୍କୁ ଏସ୍ସିବି...
ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଏହିସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ
ଭୁବନେଶ୍ୱର,୧୫ା୭(ଅନିଲ ଦାସ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର,...
Archives


