ଓଡ଼ିଶାରେ ପ୍ରତିଷ୍ଠା ହେବ ନାହିଁ କି ହାଇକୋର୍ଟ ବେଞ୍ଚ, କାହିଁକି ଏମିତି କହିଲେ….
ଭୁବନେଶ୍ୱର,୨।୯: ଓଡ଼ିଶାରେ ପ୍ରତିଷ୍ଠା ହୋଇ ନ ପାରେ ହାଇକୋର୍ଟ ବେଞ୍ଚ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତରରେ ଏହା ସ୍ପଷ୍ଟ କରିଛନ୍ତି । କହିଛନ୍ତି, ସୁପ୍ରିମକୋର୍ଟ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓ କୌଣସି ସ୍ଥାନରେ…
ତାଳ ନେଲା ଛୁଆହାତୀର ଜୀବନ, ଜାଣନ୍ତୁ କିପରି..
ଭୁବନେଶ୍ବର,୨।୯: ବଲାଙ୍ଗୀର ଜିଲା ଦେଓଗାଁରୁ ଏକ ଅସୁସ୍ଥ ଛୁଆ ହାତୀକୁ ଭୁବନେଶ୍ୱରସ୍ଥିତ ଚନ୍ଦକା ହାତୀ ଅଭୟାରଣ୍ୟକୁ ଆଣାଯାଇ ଚିକିତ୍ସା କରାଯାଉଥିଲା। ହେଲେ ଚିକିତ୍ସିତ ଅବସ୍ଥାରେ ହାତୀଛୁଆର ମୃତ୍ୟୁ ଘଟିଥିଲା। ସୋମବାର ହାତୀ ଛୁଆର ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ରିପୋର୍ଟରେ ହାତୀ ଛୁଆ…
୩ ବର୍ଷରେ ୧୭ ୭୫୮ ଆତ୍ମହତ୍ୟା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୯: ସୋମବାର ଅନୁଷ୍ଠିତ ବିଧାନସଭାର ପ୍ରଶ୍ନ କାଳରେ ବିଧାୟକ ଧ୍ରୁବ ସାହୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରାଜ୍ୟରେ ଆତ୍ମହତ୍ୟା ଘଟଣା ସମ୍ପର୍କରେ ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟରେ ୩ ବର୍ଷରେ ମୋଟ ୧୭ ହଜାର ୭୫୮ ଆତ୍ମହତ୍ୟା…
ନବୀନ ପଟ୍ଟନାୟକଙ୍କ ଅଞ୍ଚଳରେ ୨୪ ବର୍ଷରେ ଘଟିଛି ୧୦୦ ହତ୍ୟା, କହିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୯:ବିଧାନସଭା ଆରମ୍ଭରେ ସେମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ପରେ ଶୂନ୍ୟ କାଳରେ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଉତ୍ତର ରଖିଛନ୍ତି। ସେ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଞ୍ଚଳରେ ଘଟିଛି ଶହେ ହତ୍ୟା। ହିଞ୍ଜିଳି…
ପୋଲିସ ଇନ୍ସପେକ୍ଟର ପରିଚୟ ଦେଇ ୩ଜଣଙ୍କୁ ବିବାହ, ଶାରୀରିକ ସମ୍ପର୍କ ରଖିବା ସହ ଲୁଟୁଥିଲେ ଟଙ୍କା
ଭୁବନେଶ୍ୱର,୨ା୯(ସୂର୍ଯ୍ୟକାନ୍ତ ବେହେରା): ପୋଲିସ ଇନ୍ସପେକ୍ଟର ପରିଚୟ ଦେଇ ଯୁବତୀମାନଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରୁଥିଲେ। ଶାରୀରିକ ସମ୍ପର୍କ ରଖିବା ସହ ସେମାନଙ୍କଠାରୁ ଟଙ୍କା ଠକି ନେଉଥିଲେ। ଏଭଳି ଜଣେ ନକଲି ଇନ୍ସପେକ୍ଟରଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତ…
ବିଧାନସଭାରେ ସୁଭଦ୍ରା ଝଡ଼: ବିଜେଡି କହିଲା ସବୁ ମହିଳାଙ୍କୁ…
ଭୁବନେଶ୍ୱର,୨।୯: ବିଧାନସଭା ଆରମ୍ଭରେ ସୋମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ପ୍ରତିଶ୍ରୁତି ପାଳନ ହୋଇ ନ ଥିବା ଅଭିଯୋଗରେ ଏହି ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ…
ବାଘଛାଲ ରାକେଟରେ ଯବାନ
ଭୁବନେଶ୍ୱର,୨ା୯(ସୂର୍ଯ୍ୟକାନ୍ତ ବେହେରା): ବାଘ ଛାଲ ବିକ୍ରି ପାଇଁ ରାଜଧାନୀ ଉପକଣ୍ଠ ତମାଣ୍ଡୋ ଥାନା ଅନ୍ତର୍ଗତ କାଶୀପୁରରେ ଚାଲିଥିଲା ଡିଲ୍। ଗ୍ରାହକ ବେଶରେ ଚଢ଼ାଉ କରି ସମ୍ପୃକ୍ତ ରାକେଟକୁ ଧରିଛି ବନ ବିଭାଗ। ଏହି ଅପରେଶନରେ ଜଣେ ଯବାନଙ୍କ ସମେତ ମୋଟ ୭ଜଣଙ୍କୁ…
ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ରୁ ପ୍ରବଳ ବର୍ଷା
ଭୁବନେଶ୍ୱର,୨।୯: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତଟି ଛତିଶଗଡ଼ମୁହାଁ ହେବା ନେଇ ମଧ୍ୟ ଆକଳନ…
ନନ୍ଦନକାନନକୁ ଆସିଲେ ୨ ଜିରାଫ, ବଢ଼ିଲା ସଂଖ୍ୟା
ଭୁବନେଶ୍ୱର,୨ା୯: ନନ୍ଦନକାନନକୁ ଆଉ ୨ ନୂଆ ଅତିଥି ଆସିଛନ୍ତି। କୋଲକାତାର ଅଲିପୁର ଚିଡ଼ିଆଖାନାରୁ ଏହି ଦୁଇ ଜିରାଫ ବାରଙ୍ଗସ୍ଥିତ ଚିଡ଼ିଆଖାନାକୁ ଆସିଛନ୍ତି। ଦୁଇ ଜିରାଫଙ୍କ ମଧ୍ୟରେ ଗୋଟିଏ ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର ମାଈ ଜିରାଫ ରହିଛି।…
ଗ୍ରହ ଶାନ୍ତି ନାଁରେ ବନ୍ୟପ୍ରାଣୀ ଅଙ୍ଗ ଚାଲାଣ, ଓଡ଼ିଶାରୁ ଦକ୍ଷିଣ ଏସିଆକୁ ଲମ୍ବିଛି ଚେର
ଭୁବନେଶ୍ୱର,୨ା୯(ସତ୍ୟଜିତ୍ ରାଉତ): ଗ୍ରହ ଶାନ୍ତି ନାଁରେ ବିରଳ ବନ୍ୟପ୍ରାଣୀ ଅଙ୍ଗ ବିଦେଶକୁ ଚୋରା ଚାଲାଣ ହେଉଛି। ଏଥିପାଇଁ ଓଡ଼ିଶା ସମେତ ଦେଶର ବିଭିନ୍ନ ଜଙ୍ଗଲରୁ ସଂରକ୍ଷିତ ବନ୍ୟପ୍ରାଣୀ ବଜ୍ରକାପ୍ତା, ହରିଣ, ମନିଟର ଲିଜାର୍ଡ ସହ ବହୁ ସାମୁଦ୍ରିକ ଜୀବଙ୍କୁ ଶିକାର କରାଯାଉଛି।…
ସୁଭଦ୍ରା ଯୋଜନାରେ ଏହି ଦିନ ଆସିବ ପ୍ରଥମ କିସ୍ତି, ଆବେଦନ କରି …
ଭୁବନେଶ୍ୱର,୧।୯: ସୁଭଦ୍ରା’ ଯୋଜନା ପାଇଁ ରବିବାରଠାରୁ ଆବେଦନ ଆରମ୍ଭ ହୋଇଛି। ସେଥିପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ଲମ୍ବା ଲାଇନ ଦେଖିବାକୁ ମିଳିଛି। ସେହିପରି ବ୍ଲକ୍ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମଧ୍ୟ ଆବେଦନକାରୀଙ୍କ ଭିଡ଼ ଦେଖିବାକୁ ମିଳିଛି। ଏମିତି…
ମୋ ବାପା ପଇସାରେ ମୁଁ ନିଶା ଖାଉଛି
ଭୁବନେଶ୍ବର,୧।୯: ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇ ବସିଛନ୍ତି ନିଶା ଦ୍ରବ୍ୟ ବେପାରୀ। ରାତି ଦିନ କିଛି ମାନୁ ନାହାନ୍ତି। ସୁନ୍ଦରୀ ତରୁଣୀଙ୍କୁ ଲଗାଇ ଛାତ୍ର, ଯୁବବର୍ଗଙ୍କୁ କରୁଛନ୍ତି ଟାର୍ଗେଟ। ଏହିଭଳି ରବିବାର ବଡ଼ଗଡ଼ ଥାନା କଳ୍ପନା ଅଞ୍ଚଳର ସବାର ସହି ନିକଟରେ…
Archives


