ମେଟ୍ରୋ

ସମୀର ଦେଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ: ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ନବୀନଙ୍କ ଯାଏ …

କଟକ,୧୮।୧୧: ତେବେ ସମୀର ଦେ’ଙ୍କ ଦେହାନ୍ତକୁ ନେଇ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ର ପତିଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏବଂ ରାଜନେତା ପର୍ଯ୍ୟନ୍ତ ସମସ୍ତେ ଶୋକ ପ୍ରକାଶ କରିଛନ୍ତି । ଏହିପରୀପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକପ୍ରକାଶ…

ଆଗାମୀ ତିନିଦିନ ଏହି ସମସ୍ତ ଜିଲାରେ ଘନ କୁହୁଡ଼ି ସମ୍ଭାବନା: ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮।୧୧: ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଅଧିକାଂଶ ସ୍ଥାନରେ ଦେଖାଯାଇଥିବା ସର୍ବନିମ୍ନ କିମ୍ବା ରାତିର ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହୋଇନାହିଁ ବୋଲି ସୋମବାର ଭାରତ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର…

ପରଲୋକରେ ବରିଷ୍ଠ ଭାଜପା ନେତା ସମୀର ଦେ

ଭୁବନେଶ୍ୱର,୧୮।୧୧: ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ…

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର ଗଣତି ମଣତି ଶେଷ ହେବ। କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ…

ଭିଜିଲାନ୍ସ ଟିମ୍‌ ଆସିବା ଦେଖି ଡରିଗଲେ ଡିଜିଏମ, ପଡ଼ୋଶୀ ଛାତକୁ ଫିଙ୍ଗିଦେଲେ ବିଡାବିଡା ଟଙ୍କା

ଭୁବନେଶ୍ୱର,୧୮।୧୧: ସୋମବାର ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଭିଜିଲାନ୍ସ ଟିମ୍‌କୁ ଘର ସମ୍ମୁଖରେ ଦେଖି ଡେପୁଟି ଜେନେରାଲ ମ୍ୟାନେଜର୍‌ ପଡ଼ୋଶୀ ଛାତକୁ ବିଡାବିଡା…

ଶେଷରେ କ୍ଷମା ମାଗିଲେ ମନୋଜ ମିଶ୍ର, କହିଲେ…

ଭୁବନେଶ୍ୱର,୧୮।୧୧: ପ୍ରାୟ ସବୁବେଳେ ବିବାଦକୁ ଆସୁଥିବା ମନୋଜ ମିଶ୍ର ଶେଷରେ ମୁହଁ ଖୋଲି କ୍ଷମା ମାଗିଛନ୍ତି। ବ୍ୟାସ କବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ରାଣ୍ଡୀ ପୁଅ ଅନନ୍ତାଙ୍କୁ ନେଇ ବ୍ରିଭାନ୍ତିକରଣ ମନ୍ତବ୍ୟ ଘଟଣା ପରେ ସେ ବିଭିନ୍ନ ଆଡୁ…

ସୈନିକ ସ୍କୁଲ ଡମ୍ପିଂୟାର୍ଡରୁ ପୁଣି ଦୁର୍ଗନ୍ଧ

ଭୁବନେଶ୍ୱର,୧୮ା୧୧(ଅନିଲ ଦାସ): ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଛି। ସରକାର ବଦଳିଛି ହେଲେ ସହରର ବର୍ଜ୍ୟ ପରିଚାଳନାରେ କୌଣସି ପରିବର୍ତ୍ତନ ହୋଇନାହିଁ। ସୈନିକ ସ୍କୁଲ ଡମ୍ପିଂୟାର୍ଡରୁ ବାହାରୁଥିବା ଦୁର୍ଗନ୍ଧ ପୁଣି ସାରା…

ଭିଜିଲାନ୍ସ ଜାଲରେ ଫସିଲେ ଡେପୁଟି ଜେନେରାଲ ମ୍ୟାନେଜର୍‌

ଭୁବନେଶ୍ୱର,୧୮।୧୧: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସୁବାଷଙ୍କ…

ସେମ୍ବକର୍ପର ସବୁଜ ଆମୋନିଆ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୮ା୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରି ରବିବାର ବିଭିନ୍ନ କମ୍ପାନୀର ଶୀର୍ଷ ନେତୃତ୍ୱମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଏହା ହେଉଛି ତାଙ୍କର…

ଅଚ୍ୟୁତ ସାମନ୍ତଙ୍କୁ ‘ଏଫ୍‌ଆଇଭିବି ଗ୍ରାଣ୍ଡ୍‌ କ୍ରସ୍‌ ସମ୍ମାନ’

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ ଫେଡେରେଶନ (ଏଫ୍‌ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ୍‌ କ୍ରସ୍‌’ ପ୍ରଦାନ କରାଯାଇଛି। ନଭେମ୍ବର ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ପର୍ତ୍ତୁଗାଲର ପର୍ତ୍ତୋଠାରେ ୩୯ତମ ଏଫ୍‌ଆଇଭିବି ବିଶ୍ୱ କଂଗ୍ରେସ…

୧୧ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି ପାରଦ ତଳମୁହାଁ ହୋଇଛି। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ଓ ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଆସନ୍ତା ୩ଦିନ ମଧ୍ୟରେ ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ କମିପାରେ ବୋଲି…

ଅନନ୍ତ, ଶ୍ରୀନିବାସ, ଜୟୀରାମ ପାଇଲେ ‘ମୋହନ ସୁନ୍ଦରଦେବ ଗୋସ୍ବାମୀ ପୁରସ୍କାର’

ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୩୨, ୩୩ ଓ ୩୪ତମ ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବ ରବିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ରଘୁବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?