ଆଇଓବିର ନୂତନ ଶାଖା ଉଦ୍ଘାଟିତ
ଭୁବନେଶ୍ୱର ,୧୪।୭ (ଅଭୟ ଦାଶ): ଇଣ୍ଡିଆନ୍ ଓଭରସିଜ୍ ବ୍ୟାଙ୍କ (ଆଇଓବି)ର ନୂତନ ଶାଖା (ନବରଙ୍ଗପୁର ଶାଖା) ନିକଟରେ ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ଅନ୍ତର୍ଗତ ନବରଙ୍ଗପୁର ଜିଲ୍ଲାର ରାମମନ୍ଦିର ନିକଟସ୍ଥ ଚାମୁରିଆଗୁଣ୍ଡା ରୋଡ୍ଠାରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ନବରଙ୍ଗପୁର ବିଡିଓ...
ପ୍ରତ୍ୟକ୍ଷ ଟିକସ ସଂଗ୍ରହରେ ଅଭିବୃଦ୍ଧି
ଭୁବନେଶ୍ୱର,୧୪।୭(ଅନୁରାଧା ମହାରଣା): ବ୍ୟକ୍ତିଗତ ଆୟକର ସଂଗ୍ରହ କର୍ପୋରେଟ ଟିକସ ସଂଗ୍ରହକୁ ଅତିକ୍ରମ କରିଛି। ଚଳିତ ଆର୍ଥିକ ବର୍ଷର ଏପ୍ରିଲ ୧ରୁ ଜୁଲାଇ ୧୧ ମଧ୍ୟରେ (୨୦୨୪-୨୫) ମଧ୍ୟରେ ସମୁଦାୟ ନିଟ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ପ୍ରାୟ ୨୦ ପ୍ରତିଶତ ବୃଦ୍ଧି...
ଆଜି ଖୋଲିବ ରତ୍ନଭଣ୍ଡାର
ଭୁବନେଶ୍ୱର,୧୪।୭(ଅନିଲ ଦାସ)/ପୁରୀ, (ଅଜିତ୍ ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ରବିବାର ଖୋଲିବ। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ ହେବ। କେତେବେଳେ ଖୋଲାଯିବ ସେନେଇ ମନ୍ଦିରର ସେବାୟତମାନଙ୍କ ସହ ବିଚାରବିମର୍ଶ କରି ସମୟ ନିର୍ଘଣ୍ଟ କରିବାକୁ ଶ୍ରୀମନ୍ଦିର ମୁଖ୍ୟ...
ନର୍ସିଂହୋମ୍ରେ ନଆଁ, ରାସ୍ତାରେ ରୋଗୀ
କଟକ/ଭୁବନେଶ୍ୱର,୧୪।୭(ଶିଳ୍ପା ପ୍ରିୟଦର୍ଶିନୀ/ ଅନିଲ ଦାସ): ନର୍ସିଂହୋମ୍ ‘ତ୍ରିଶା ହସ୍ପିଟାଲ’ରେ ନିଅଁା ଲାଗିଥିବାବେଳେ କର୍ମଚାରୀ ଓ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀର ଏକ ଟିମ୍ ପହଞ୍ଚି ନିଅଁାଲିଭା ଏବଂ ରୋଗୀଙ୍କୁ ଉଦ୍ଧାର କାର୍ଯ୍ୟ...
ସୁଦର୍ଶନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା; ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା
ଭୁବନେଶ୍ୱର, ୧୩।୭: ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିବା ପରେ ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଆଜି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ମୋହନ...
କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି।...
ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଯିବେ ଭିତରକୁ ଜାଣନ୍ତୁ…
ପୁରୀ,୧୩ା୭: ସବୁ ପ୍ରତୀକ୍ଷାର ହେବ ଅନ୍ତ। ଆସନ୍ତକାଲି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇ ସ୍ବର୍ଣ୍ଣ ଅଳଙ୍କାର ଗଣତି ହେବ। ଏନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ଏନେଇ ପ୍ରସ୍ତୁତ କରିଥିବା ଏସ୍ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି।...
ବସ୍ ଦୁର୍ଘଟଣା: ୩ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୭: ଶନିବାର ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦାଠାରେ ଦୁର୍ଘଟଣାଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିବା...
ରତ୍ନଭଣ୍ଡାର ଖୋଲିବା ନେଇ ଏସ୍ଓପି ପ୍ରଦାନ କଲେ ରାଜ୍ୟ ସରକାର, ଏଥିରେ ରହିଛି…
ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଶନିବାର ଏସ୍ଓପି ପ୍ରଦାନ କରାଯାଇଛି। ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି, ମଣତି ନେଇ ଆର୍ବିଆଇର...
ନର୍ସିଂହୋମ୍ରେ ନିଆଁ ଲାଗିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ…
ଭୁବନେଶ୍ୱର,୧୩ା୭: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି। କେମିତି ନିଆଁ ଲାଗିଲା ତାହାର ତଦନ୍ତ ପାଇଁ...
‘ଢୋଲ ଭିତରେ ମୂଷା’,କାଉଣ୍ଟର କଲେ ସୁଧୀର: କହିଲେ ଗଛ ଅଛି…
ଭୁବନେଶ୍ୱର,୧୩।୭: ପରାଜୟ ପରେ ବିଜେଡି ନେତାଙ୍କ ଢୋଲ ଭିତରେ ମୂଷା ମନ୍ତବ୍ୟକୁ କାଉଣ୍ଟର କରିଛନ୍ତି ବରିଷ୍ଠ ବିଜେଡି ନେତା। ଦଳ ବିରୋଧୀ ତତ୍ତ୍ବଙ୍କ ବିରୋଧରେ ବାହାରିଲେ ବରିଷ୍ଠ ନେତା ସୁଧୀର ସାମଲ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ଗଛ...
Archives


