ମେଟ୍ରୋ

ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପି ପ୍ରଦାନ କଲେ ରାଜ୍ୟ ସରକାର, ଏଥିରେ ରହିଛି…

ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଶନିବାର ଏସ୍‌ଓପି ପ୍ରଦାନ କରାଯାଇଛି। ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି, ମଣତି ନେଇ ଆର୍‌ବିଆଇର...

ନର୍ସିଂହୋମ୍‌ରେ ନିଆଁ ଲାଗିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୧୩ା୭: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି। କେମିତି ନିଆଁ ଲାଗିଲା ତାହାର ତଦନ୍ତ ପାଇଁ...

‘ଢୋଲ ଭିତରେ ମୂଷା’,କାଉଣ୍ଟର କଲେ ସୁଧୀର: କହିଲେ ଗଛ ଅଛି…

ଭୁବନେଶ୍ୱର,୧୩।୭: ପରାଜୟ ପରେ ବିଜେଡି ନେତାଙ୍କ ଢୋଲ ଭିତରେ ମୂଷା ମନ୍ତବ୍ୟକୁ କାଉଣ୍ଟର କରିଛନ୍ତି ବରିଷ୍ଠ ବିଜେଡି ନେତା। ଦଳ ବିରୋଧୀ ତତ୍ତ୍ବଙ୍କ ବିରୋଧରେ ବାହାରିଲେ ବରିଷ୍ଠ ନେତା ସୁଧୀର ସାମଲ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ଗଛ...

ଜୁଲାଇ ୧୫ ରେ ଲୋକଙ୍କ ଗୁହାରି ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ୧୫ ତାରିଖ ସୋମବାର ଦିନ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ। ଏହା ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ଅଭିଯୋଗ ଶୁଣାଣି ହେବ। ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ୪ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୩।୭: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀବାୟୀ ସକ୍ରିୟ ରହିଥିବାରୁ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ରବିବାର ୫ଟା ପରେ ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୧୩।୭: ସୋମବାର ବାହୁଡା ଯାତ୍ରା ଥିବାରୁ ରବିବାର ୫ଟା ପରେ ସନ୍ଧ୍ୟା ଦର୍ଶନ ବନ୍ଦ ରହିବ। ୫ଟା ପରେ ଜନ୍ମବେଦୀରେ ଆଉ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ। ଏ ନେଇ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି...

ଏଏସ୍‌ଓଙ୍କୁ ମାଡ଼ ନେଇ ତେଜିଲା ରାଜନୀତି: ଏମିତି କହିଲେ ପ୍ରତାପ ଦେବ୍‌ 

ଭୁବନେଶ୍ୱର,୧୩।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅଙ୍କ ଦାଦାଗିରିକୁ ନେଇ ତେଜିଲା ରାଜନୀତି । ଏ ଘଟଣା ନେଇ ବିଜେଡି ପ୍ରତିକ୍ରିୟା ରଖିଛି, ଖବରଦାତା ସମ୍ମିନୀକରି  ପ୍ରତାପଦେବ କହିଛନ୍ତି,  ମାନ୍ୟବର ରାଜ୍ୟପାଳଙ୍କ ପୁଅ ଜଣେ ସରକାରୀ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା ସହ...

କେମିତି ଖୋଲିବ ରତ୍ନଭଣ୍ଡାର, କେଉଁମାନଙ୍କୁ ମିଳିବ…

ଭୁବନେଶ୍ୱର,୧୩।୭: ରବିବାର ଖୋଲିପାରେ ରତ୍ନଭଣ୍ଡାର । ଏ ନେଇ ସରକାର ଆଜି ଏସ୍‌ଓପି ଜାରି କରିପାରନ୍ତି । ଏସ୍‌ଓପି ଜାରି ହେବା ପରେ କେମିତି ରତ୍ନଭଣ୍ଡାର ଖୋଲାଯିବ । ରତ୍ନଭଣ୍ଡାର ଭିତରକୁ ପ୍ରବେଶ ପାଇଁ କେଉଁମାନଙ୍କୁ ଅନୁମତି ମିଳିବ ତାହା...

ରାଜ୍ୟପାଳଙ୍କ ପୁଅ ମାଡ ମାରିବା ଘଟଣା: ରାଜଭବନ ଆଗରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର,୧୩।୭: ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିଥିବା ଅଭିଯୋଗରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ। ଘଟଣାକୁ ନେଇ ଶନିବାର ରାଜଭବନକୁ ଘେରାଉ କରିଛି କଂଗ୍ରେସ। ବିକ୍ଷୋଭ ପ୍ରଦର୍ଶନ କରିବା ସହ ନାରାବାଜି ଆରମ୍ଭ କରଛି କଂଗ୍ରେସ । ଏହା ସହିତ ଏଭଳି...

ବଳଭଦ୍ରଙ୍କ ମୁଖ୍ୟ ବାଡଗ୍ରାହୀଙ୍କ ବିସ୍ଫୋରକ ବୟାନ, ଗୁଣ୍ଡିଚା ଦିନ ଉପାସ ଥିଲେ ବଡ଼ ଠାକୁର…

ଭୁବନେଶ୍ୱର,୧୩।୭: ଗୁଣ୍ଡିଚା ବିଜେ ପହଣ୍ଡିବେଳେ ଚାରମାଳ ଉପରେ ବଡ଼ଠାକୁର ମୁହଁମାଡି ପଡିଯିବା ଘଟଣା ଏବେ ସମସ୍ତଙ୍କୁ ମର୍ମାହତ କରିଛି । ଏହାର ମୁଖ୍ୟ କାରଣ ସେବାୟତଙ୍କ ବେପୁରୁଆ ମନଭାବ ଓ ଅଣସେବାୟତଙ୍କ ପ୍ରବେଶକୁ ଅନେକ ସ୍ଥଳରେ ଦାୟୀ କରାଯାଇଥିବା ବେଳେ...

ରାଜ୍ୟପାଳଙ୍କ ପୁଅଙ୍କ ଦାଦାଗିରି: ଥାନାରେ ଅଭିଯୋଗ କଲେ ଏଏସଓ

ଭୁବନେଶ୍ୱର,୧୩।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅଙ୍କ ଦାଦାଗିରି। ରଥଯାତ୍ରା ସମୟରେ ରାଜ୍ୟାପାଳ ପୁରୀ ରାଜଭବନରେ ଥିବା ସମୟରେ ତାଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣା ବିଷୟରେ...

ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର! ଆଜି ଆସିବ ଏସଓପି

ପୁରୀ,୧୩।୭: ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ । ତେବେ କେମିତି ଖୋଲିବ ରତ୍ନଭଣ୍ଡାର, କିଏ ଯିବେ ଭିତରକୁ ସେନେଇ ଆଜି ଏସଓପି ଆସିବା ପରେ ସ୍ପଷ୍ଟ ହେବ। ସୂଚନାଯୋଗ୍ୟ, ଗତ ୯ ତାରିଖରେ ରତ୍ନ ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri