ମେଟ୍ରୋ

ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା

ଭୁବନଶ୍ୱର,୧୬ା୧୧: ଓଡ଼ିଶାର ଦୁଗ୍ଧଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ଦୁଗ୍ଧଚାଷୀଙ୍କ ପାଇଁ ଲାଗୁ ହେବ ଡିବିଟି। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଶନିବାର ଆୟୋଜିତ ଓମ୍‌ଫେଡ୍‌ ସମୀକ୍ଷା ବୈଠକ ପରେ ମନ୍ତ୍ରୀ କହିଛନ୍ତି,…

କେଏଲ୍‌ ରାହୁଲଙ୍କ ଉପରେ ଟଙ୍କା ବର୍ଷା: ନିଲାମ୍‌ ପୂର୍ବରୁ ଅଶ୍ୱିନ୍‌ କଲେ ବଡ଼ ଖୁଲାସା

ନୂଆଦିଳ୍ଲୀ,୧୬।୧୧: କେଏଲ୍‌ ରାହୁଲଙ୍କ ଆଇପିଏଲ ୨୦୨୫ ମେଗା ନିଲାମ ପୂର୍ବରୁ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ଏବେ ଚର୍ଚ୍ଚାରେ ଅଛନ୍ତି। ସେ ଏକ ମକ୍‌ ନିଲାମ କରି ଭାରତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ସେମାନଙ୍କ ଦ୍ୱାରା ଆୟୋଜିତ ମକ୍‌…

୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖମନ୍ତ୍ରୀ

ଭୁବନେଶ୍ୱର,୧୬।୧୧: ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏ ନେଇ ସେ ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ପ୍ରତିନିଧି…

ଖସୁଛି ପାରଦ, ଥରାଇବ ଶୀତ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା):ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକ ରହିଥିବାବେଳେ ଅନ୍ୟ ଗୋଟିଏ…

ପେସା ଆଇନ କ’ଣ? ଯାହାକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୬ା୧୧ (ଅନିଲ ଦାସ):ପଞ୍ଚାୟତ ଏକ୍ସଟେନଶନ ଟୁ ସିଡ୍ୟୁଲ ଏରିଆଜ୍‌ (ପେସା) ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନିଆଯିବ। ଏଥିସହିତ ରାଜ୍ୟ ସରକାର ସଚେତନତା ସୃଷ୍ଟି ପାଇଁ ଜନସଭାର ଆୟୋଜନ କରିବେ। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରତି ଗାଁରେ…

ଭୁବନେଶ୍ୱର ବିମାନ ବନ୍ଦରରୁ ୫, ଝାରସୁଗୁଡାରୁ ୪ ସହରକୁ ସିଧା ସଳଖ ଉଡିବ ବିମାନ

ଭୁବନେଶ୍ୱର,୧୫ା୧୧(ଅନିଲଦାସ)-ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍‌, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ। ସେହିପରି ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ୍‌, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ସିଧାସଳଖ ବିମାନ…

ଭୁବନେଶ୍ୱରରୁ ଏହି ସହରକୁ ଆରମ୍ଭ ହେବ ବିମାନ ସେବା

ଭୁବନେଶ୍ୱର,୧୪ା୧୧: ରାଜ୍ୟକୁ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ କରିବାକୁ ସରକାର ନୂଆ ପଦକ୍ଷେପ ନେଉଛନ୍ତି। ରାଜଧାନୀ ଭୁବନେଶ୍ୱରରୁ ଦେଶର ଅନେକ ସହରକୁ ବିମାନ ସେବା ମିଳୁଥିଲା ବେଳେ ଏବେ ଆଉ କିଛି ସହର ଏହି ତାଲିକାରେ ଯୋଡିହେବେ। ଏହିକ୍ରମରେ ଭୁବନେଶ୍ବର ବିଜୁ ପଟ୍ଟନାୟକ…

ଥରାଇବ ଶୀତ

ଭୁବନେଶ୍ୱର,୧୪ା୧୧(ଅନୁରାଧା ମହାରଣା)- ରାଜ୍ୟରେ ବର୍ତ୍ତମାନ କୌରସି ନିର୍ଦ୍ଧିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନାହିଁ। ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ…

ନଭେମ୍ବର ୧୮, ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୧୫ା୧୧: ଆସନ୍ତା ନଭେମ୍ବର ୧୮ ତାରିଖ ଏବଂ ନଭେମ୍ବର ୨୫ ତାରିଖ ଉଭୟ ସୋମବାରରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ…

ଆଦିବାସୀ ପିଲାମାନଙ୍କ ଶିକ୍ଷା, ସଂସ୍କୃତିକୁ ସମୃଦ୍ଧ କରିବା ପାଇଁ ୧୫୩୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର

ଭୁବନେଶ୍ୱର,୧୫ା୧୧: ଜନତା ମଇଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ସମାରୋହ ପାଳନରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଦିବାସୀମାନଙ୍କର ସାମଗ୍ରୀକ ବିକାଶ ପାଇଁ ରାଜ୍ୟ ସରକାର ସମସ୍ତ ଚେଷ୍ଟା ଜାରି ରଖିଛନ୍ତି।…

କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ ଦାଣ୍ଡ: ଡଙ୍ଗା ପାଇଁ ଗଲା ଏକାବେଳେ ୫ ଜଣଙ୍କ ଜୀବନ

ଭୁବନେଶ୍ୱର, ୧୫।୧୧: କାର୍ତ୍ତିକ ପୂର୍ଣ୍ଣିମାରେ ଭସା ଯାଇଥିବା ଡଙ୍ଗା ଆଣିବାକୁ ଯାଇ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜ୍ୟର ବିଭିନ୍ନ ସ୍ଥାନରେ। ୫ ଜଣ ଛୋଟ ପିଲାଙ୍କ ଦୁଃଖଦ ମୃତ୍ୟୁ ଘଟିଛି, ବାଲେଶ୍ୱର , ମାଲକାନଗିରି…

ମନ୍ଦିର ଭିତରେ ବୃଦ୍ଧାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

ଭୁବନେଶ୍ବର,୧୫।୧୧: ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଧୀନ ବେହେରା ସାହିସ୍ଥିତ ଶିବ ମନ୍ଦିରକୁ ପୂଜା କରିବାକୁ ଆସିଥିବା ଜଣେ ବୃଦ୍ଧାଙ୍କ ବେକରୁ ଜଣେ ଦୁର୍ବୃତ୍ତ ସୁନା ଚେନ ଝାମ୍ପିନେଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ବୃଦ୍ଧା ଜଣଙ୍କ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?