ମେଟ୍ରୋ

ମୃତ ଓଏଏସ୍‌ ଅଫିସରଙ୍କୁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱ ବଣ୍ଟନ, ସମାଲୋଚନା କଲା ବିଜେଡି, କହିଲା…

ଭୁବନେଶ୍ୱର,୧୪ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ଏନେଇ ମୋଦିଙ୍କ ସୁରକ୍ଷା ପାଇଁ ଅଧିକାରୀମାନଙ୍କୁ ଦାୟିତ୍ୱ ସବୁ ବଣ୍ଟନ କରାଯାଇଛି। ଏଥିରେ ଜଣେ ମୃତ ଓଏଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଯାହାକୁ ନେଇ ବିବାଦ ଦେଖାଦେଇଛି। ସାଧାରଣ ପ୍ରଶାସନ ପକ୍ଷରୁ ପ୍ରକାଶିତ…

ଆଦାନୀଙ୍କୁ ଗୋପାଳପୁର ବନ୍ଦର ଟେକିଦେବାକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ୍‌ ଗୋପାଳପୁର ବନ୍ଦରକୁ ଘରୋଇକରଣ ସହ ବନ୍ଦରର ୯୫% ଅଂଶଧନ ଆଦାନୀ ଗ୍ରୁପ୍‌କୁ ଦିଆଯିବା ନେଇ ଅନୁମୋଦନ କରିଛି। ରାଜ୍ୟରେ ଦକ୍ଷିଣ ଓଡ଼ିଶାର ଅର୍ଥନୈତିକ ପେଣ୍ଠସ୍ଥଳୀ ଗଞ୍ଜାମ ଜିଲାରେ…

ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଆଜି ଏହି ୨ ଜିଲାରେ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୪।୯:ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି। ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି…

ପୋଷାକ ଉତ୍ପାଦନରେ ନୂଆ ଅଧ୍ୟାୟ ସୃଷ୍ଟି ହେବ: ହସ୍ତତନ୍ତ ମନ୍ତ୍ରୀ

ଭୁବନେଶ୍ୱର,୧୪ା୯(ବନ୍ଦନା ସେଠୀ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ଓଡ଼ିଶା ସରକାର ଏବଂ ଭାରତ ସରକାରଙ୍କ ବସ୍ତ୍ର ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ୱର ଚନ୍ଦକା ଶିଳ୍ପାଞ୍ଚଳରେ ପରିଧାନ ଉଷ୍ମାୟନ କେନ୍ଦ୍ର ସ୍ଥାପନ କରାଯାଇଛି। ଏହି ନବନିର୍ମିତ କେନ୍ଦ୍ରକୁ ଶୁକ୍ରବାର ସମବାୟ, ହସ୍ତତନ୍ତ, ବୟନ…

କ୍ୱାର୍ଟର୍ସ ଛାଡୁନାହାନ୍ତି ପୂର୍ବତନ ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର):ବହୁ ପୂର୍ବତନ ମନ୍ତ୍ରୀ ଏବଂ ବିଧାୟକ ନିର୍ବାଚନରେ ପରାଜିତ ହେବା ପରେ ମଧ୍ୟ ଏ ପର୍ଯ୍ୟନ୍ତ ସରକାରୀ କ୍ୱାର୍ଟର୍ସ ଛାଡ଼ିନାହାନ୍ତି। ଷୋଡ଼ଶ ବିଧାନସଭା ଭାଙ୍ଗିବାର ୩ ମାସ ପୂରଣ ହେବା ସତ୍ତ୍ୱେ ମଧ୍ୟ କ୍ୱାର୍ଟର୍ସ ଖାଲି କରିବାକୁ ଆଗ…

ମନ୍ତ୍ରୀଙ୍କ ବଡ଼ ସୂଚନା: ୫ ସୁଦ୍ଧା ଶେଷ ହେବ ସହରର ରାସ୍ତା ମରାମତି

ଭୁବନେଶ୍ୱର,୧୪।୯(ସୁନିତ୍‌ ମିଶ୍ର): ଭୁବନେଶ୍ୱର ଏବଂ କଟକର ଅନେକ ସ୍ଥାନରେ ରାସ୍ତା ମରାମତିର ଆବଶ୍ୟକତା ରହିଛି। ଜଳବନ୍ଦୀ ସମସ୍ୟାର ମଧ୍ୟ ସମାଧାନ ନିତାନ୍ତ ଜରୁରୀ। ଏହାକୁ ଦୃଷ୍ଟିରେ ରଖି ଦ୍ୱୈତନଗରୀ ସମେତ ରାଜ୍ୟର ସବୁ ସହରରେ ରାସ୍ତା ମରାମତି କାମ ଆସନ୍ତା ଅକ୍ଟୋବର…

୨୩ରେ ଆୟୁଷ୍ମାନ ଯୋଜନା

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର): ଭାଜପା ପକ୍ଷରୁ ଚଳିତ ବର୍ଷ ମଧ୍ୟ ସେବାପକ୍ଷ ପାଳନ କରାଯିବ। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ଚଳିତ ମାସ ୧୭ରୁ ଆରମ୍ଭହୋଇ ଅକ୍ଟୋବର ୨ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପର୍ଯ୍ୟନ୍ତ ଦେଶବ୍ୟାପୀ ପାଳନ କରାଯିବ।…

ଦ୍ୱିତୀୟ ବିବାହ ବାହାନାରେ ଠକେଇ

ଭୁବନେଶ୍ୱର,୧୪ା୯(ସତ୍ୟଜିତ୍‌ ରାଉତ): ଟାର୍ଗେଟ୍‌ରେ ଥିଲେ ମଧ୍ୟବୟସ୍କା ମହିଳା। ଏଥିପାଇଁ ମାଟ୍ରିମୋନିଆଲ ସାଇଟ୍‌ରେ ‘ଦ୍ୱିତୀୟ ବିବାହ’ ନାଁରେ ବିଛାଇଥିଲେ ଠକେଇ ଜାଲ। ପରିଚୟ ବଦଳାଇ ରେଲ୍‌ୱେ ଅଫିସର, ଇନ୍‌କମ୍‌ ଟ୍ୟାକ୍ସ ଇନ୍ସପେକ୍ଟର, ଅବକାରୀ ଓ କଷ୍ଟମ୍ସ ଅଫିସର ଭଳି ଉଚ୍ଚପଦସ୍ଥ ଅଧିକାରୀ କହି…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହି ସମୟରେ ସମସ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ…

ରାଜ୍ୟର ସମସ୍ତ ସହରରେ ଅକ୍ଟୋବର ୫ ପୂର୍ବରୁ ସମସ୍ତ ରାସ୍ତା କାମ ସାରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୯: ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ପ୍ରତ୍ୟେକ ସହରର ସମସ୍ତ ରାସ୍ତାର ମରାମତି ଓ ଉନ୍ନତୀକରଣ ନିମନ୍ତେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ନିର୍ଦ୍ଧାରିତ ସମୟ…

ଭୁବନେଶ୍ୱରରେ ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାମାନଙ୍କ ପାଇଁ ବିଏମସିର ନୂଆ ନିର୍ଦ୍ଦେଶାବଳୀ ଜାରି; ଖାଇବା ଥାଳିରେ ଦେବାକୁ ହେବ ଅଏଲ୍ ପେପର

ଭୁବନେଶ୍ୱର,୧୩।୯: ଲୋକମାନଙ୍କୁ ଉତ୍ତମ ସ୍ଵଛ ଏବଂ ପରିଷ୍କାର ଖାଦ୍ୟ ଉପଲବ୍ଧ କରାଇବାକୁ ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାମାନଙ୍କ ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛି। ସହରର ସମସ୍ତ ରାସ୍ତା କଡ଼ରେ ଥିବା ଖାଦ୍ୟ ଆଉଟଲେଟ୍ ପାଇଁ ଏକ…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୩।୯: ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri