ମେଟ୍ରୋ

ଓଏସ୍‌ସିପିସିଆର୍‌ ଅଫିସ୍‌ ଆଗରେ ବସିଲେ ମା’

ଭୁବନେଶ୍ୱର,୧୬।୯ (ବ୍ୟୁରେ):ବହୁ ଚର୍ଚ୍ଚିତ ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ମଧୁସୂଦନପୁର ଗ୍ରାମର ଲକ୍ଷ୍ମଣ ନାୟକ ଓ ମୋନାଲିସା ନାୟକଙ୍କ ୨ ବର୍ଷର ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ ଓରଫ୍‌ ପିହୁ ନିଖୋଜ ହେବା ଘଟଣାକୁ ୨ ବର୍ଷ ପୂରିଛି। ଗାଁ...

‘ଭିନ୍ନକ୍ଷମଙ୍କ ନିଯୁକ୍ତି ବୃଦ୍ଧି ପାଇଁ ଘରୋଇ ଉଦ୍ୟୋଗ ସହଯୋଗ ଲୋଡ଼ା’

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ଭିନ୍ନକ୍ଷମମାନଙ୍କ ପାଇଁ ନିଯୁକ୍ତି ଓ ଆୟକାରୀ ସୁଯୋଗଗୁଡ଼ିକର ବୃଦ୍ଧି ନିମନ୍ତେ ଘରୋଇ ଉଦ୍ୟୋଗର ସହଯୋଗ ଅତ୍ୟନ୍ତ ଲୋଡ଼ା ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା କହିଛନ୍ତି। ଏଥିସହିତ ଭିନ୍ନକ୍ଷମମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ...

ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ ନ ଲଗାଇଲେ ୫ରୁ ୧୦ ହଜାର ଜରିମାନା

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚ୍‌ଏସ୍‌ଆର୍‌ପି) ନ ଲଗାଇଥିଲେ ଜରିମାନା ଗଣିବାକୁ ହେବ । ଯେଉଁ ଯାନବାହନର ଶେଷ ନମ୍ବର ୧,୨,୩, ୪ ହୋଇଥିବ ଏବଂ ସେମାନେ ଯଦି ସେପ୍ଟେମ୍ବର ୩୦ ସୁଦ୍ଧା ଏଚ୍‌ଏସ୍‌ଆର୍‌ପି ଲଗାଇ ନ ଥିବେ...

ବଢୁଛି ଇ-ଯାନ ଚାହିଦା

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢୁଛି। ତୈଳ ଦର ବୃଦ୍ଧି ଯୋଗୁ ଲୋକମାନେ ଇ-ଯାନ କ୍ରୟ ପ୍ରତି ଆଗ୍ରହ ଦେଖାଉଛନ୍ତି। ସହରାଞ୍ଚଳ ପ୍ରଦୂଷଣ ହ୍ରାସ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଇ- ଯାନକୁ...

ପଥଚାରୀଙ୍କ ପାଇଁ ରାଜ୍ୟ, ଜାତୀୟ ରାଜପଥରେ ହେବ ସ୍ବତନ୍ତ୍ର ଟ୍ରାକ୍‌

ଭୁବନେଶ୍ବର,୧୬ା୯(ବ୍ୟୁରୋ):ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ରହିବ ସ୍ବତନ୍ତ୍ର ଟ୍ରାକ୍‌, ଯେଉଁଥିରେ କେବଳ ପଥଚାରୀ ଚାଲିବେ। ଠିକ୍‌ ସେମିତି ସାଇକେଲ ଚାଳକଙ୍କ ପାଇଁ ମଧ୍ୟ ସ୍ବତନ୍ତ୍ର ଟ୍ରାକ୍‌ ରହିବ। ହେଲେ ସେହି ରାସ୍ତାରେ ଯାନବାହନ ଯାଇପାରିବ ନାହିଁ। ରାଜ୍ୟର ସବୁ...

ଲୋକଙ୍କ ପାଇଁ କାମ କଲେ ଥକ୍କା ଲାଗେନି: ନବୀନ

ଭୁବନେଶ୍ୱର୧୬,ା୯(ବ୍ୟୁରୋ):ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ଯାଏ ଭୁବନେଶ୍ୱରରେ ମେକ ଇନ ଓଡିଶା କନକ୍ଲେଭ-୨୦୨୨ ଅନୁଷ୍ଠିତ ହେବ। ଏହାର ଅବ୍ୟବହିତ ପୂର୍ବରୁ ବୁଧବାର ମୁମ୍ବାଇରେ ଦେଶର ବଡ ବଡ ଶିଳ୍ପପତିଙ୍କ ସହ ନବୀନ ଆଲୋଚନା କରି ସେମାନଙ୍କୁ କନକ୍ଲେଭକୁ...

ଆଜି ସୂର୍ଯ୍ୟକିରଣ ଏୟାର ଶୋ

ଭୁବନେଶ୍ୱର(ବ୍ୟୁରୋ)/ବାରଙ୍ଗ,୧୫।୯ (ଡି.ଏନ୍‌.ଏ.): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭୁବନେଶ୍ୱର ଜରିପାଟଣାସ୍ଥିତ ବାଲିଯାତ୍ରା ପଡ଼ିଆର କୁଆଖାଇ ନଦୀପଠାରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଶୁକ୍ରବାର ଅନୁଷ୍ଠିତ ହେବ। ଏ ନେଇ ଗୁରୁବାର କୁଆଖାଇ ନଦୀପଠାରେ ବାୟୁସେନାର ୯ଟି...

ଖାଦ୍ୟ ଦୋକାନରେ ବିଏମ୍‌ସିର ଚଢାଉ ଜାରି

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜଧାନୀରେ ବିଏମ୍‌ସି ପକ୍ଷରୁ ଗୁରୁବାର କିଟ୍‌ ନିକଟବର୍ତ୍ତୀ ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଦୋକାନରେ ଚଢାଉ କରାଯାଇଛି। ଏହି ଚଢାଉରେ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ସାମିଲ ଥିଲେ। ଦୋକାନଗୁଡିକରେ ଖାଦ୍ୟର ମାନ ପରୀକ୍ଷା କରିବା ସହ...

ଓଡ଼ିଶାରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ୫ଜି ସେବା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଓଡ଼ିଶାରେ ଖୁବ୍‌ଶୀଘ୍ର ୫ଜି ସେବା ଆରମ୍ଭ ହେବ। ଏ ନେଇ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ସୂଚନା ଦେଇଛନ୍ତି। ଏହାସହ ୫ଜି ସେବାରେ କୌଣସି ରେଡିଏଶନର ପ୍ରଭାବ ନାହିଁ, ତେଣୁ ଆଶ୍ୱସ୍ତି ରୁହନ୍ତୁ ବୋଲି ଅଶ୍ୱିନୀ...

ରାଜ୍ୟରେ ୨ରୁ ୩ ଦିନ ଯାଏ ଗୁଳୁଗୁଳି!

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଆଗାମୀ ୨ ରୁ ୩ ଦିନ ଯାଏ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନ ଥିବାରୁ ଦିନ ତାପମାତ୍ରା ପାଇବ। ଏହାସହ ଉପକୂଳ ଓଡିଶା ସମେତ ପାର୍ଶବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର...

ଶ୍ୱେତା ଆତ୍ମହତ୍ୟା ମାମଲା: ବୟଫ୍ରେଣ୍ଡଙ୍କୁ ଡାକି ପୋଲିସର ପଚରାଉଚରା

ଭୁବନେଶ୍ୱର,୧୫ା୯(ବ୍ୟୁରୋ): ରାଜଧାନୀରେ ବହୁ ଚର୍ଚ୍ଚିତ ସଫ୍ଟଓ୍ବେୟାର ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାକୁ ମାସେ ପୂରଣ ହେବାକୁ ବସିଥିବା ବେଳେ ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଶ୍ୱେତାଙ୍କ ମୃତ୍ୟୁ ପାଇଁ ପୂର୍ବରୁ ପରିବାର ଲୋକେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଦାୟୀ...

ଯୁକ୍ତ୨: ଆଜି ସ୍ପଟ୍‌ ମେଧା ତାଲିକା

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ରେ ନାମଲେଖା ଲାଗି ଗୁରୁବାର ଅପରାହ୍ନ ୨ଟାରେ ସ୍ପଟ୍‌ ମେଧା ତାଲିକା ପ୍ରକାଶ ପାଇବ। ଏହି ତାଲିକାରେ ବଳକା ସିଟ୍‌ର ୧୦ଗୁଣ ରହିବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ୧୫ ତାରିଖ ମଧ୍ୟାହ୍ନ ୩ଟାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri