ମେଟ୍ରୋ

ଜୟନାରାୟଣଙ୍କ ବିସ୍ଫୋରକ ବୟାନ: ସାଲାଇନ ସହ ଆଇସିୟୁରେ ଅଛି…

ଭୁବନେଶ୍ୱର, ୧୨।୧୧: ବିଜେଡି ସରକାର ଗଢିବା ପ୍ରତିକ୍ରିୟା ପରେ ,ଭାଜପା ବିଧାୟକ ଜୟନାରାୟଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅତନୁ ବାବୁ କହୁଛନ୍ତି କଂଗ୍ରେସ ସହିତ ମିଶି ସରକାର କରିବେ ଏହା ନିଶ୍ଚିତ ସ୍ବାଗତ ଯୋଗ୍ୟ କିନ୍ତୁ ଏଠି ପ୍ରଶ୍ନ…

ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୨ା୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଖଣ୍ଡଗିରି ଥାନା ଅନ୍ତର୍ଗତ ବାହାଦଲପୁରସ୍ଥିତ ଏକ ନିଶା ନିବାରଣ କେନ୍ଦ୍ରରେ ଜଣେ ଅନ୍ତେବାସୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ୟୁନିଟ-୬ ଗଙ୍ଗନଗର ଅଞ୍ଚଳର ସୁମନ୍ତ ପଣ୍ଡା (୩୬)। ସୋମବାର ପୋଲିସ ମୃତଦେହ ଜବତ କରି କ୍ୟାପିଟାଲ…

ଗର୍ଭବତୀ, ସ୍କୁଲ ପିଲାଙ୍କ ଖାଦ୍ୟରେ ସାମିଲ ହେବ ମାଣ୍ଡିଆ

ଭୁବନେଶ୍ୱର,୧୨ା୧୧(ଅନିଲ ଦାସ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଲୋକସେବା ଭବନରେ ଆୟୋଜିତ ୨ ଦିନିଆ ଅନ୍ତର୍ଜାତୀୟ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ ଉଦ୍‌ଯାପିତ ହୋଇଯାଇଛି। ଏହି ସମ୍ମିଳନୀରେ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟକୁ ପ୍ରୋତ୍ସାହନ ଦେବା ଦିଗରେ…

ଆସନ୍ତା ଦୁଇଦିନରେ ୨ରୁ ୪ ଡିଗ୍ରୀ ଯାଏ କମିଯିବ ରାତି ତାପମାତ୍ରା, ବୁଧବାର ବର୍ଷା

ଭୁବନେଶ୍ୱର,୧୨।୧୧: ଚଳିତ ବର୍ଷ ଶୀତ ପଡ଼ିବା ବିଳମ୍ବ ହେଉଇଁଥିଲେ ମଧ୍ୟ ଆଉ ଦିନେ କିମ୍ବା ଦୁଇଦିନ ଶୀତ ବଢିବାକୁ ଯାଉଛି। ଆଞ୍ଚଳିକ ପାଣିପ[ଆଜି କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ବଢ଼ିବ। ରାତି…

ଆଜିଠାରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ଭୁବନେଶ୍ୱର,୧୨ା୧୧(ଅନୁରାଧା ମହାରଣା): ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମଙ୍ଗଳବାରଠାରୁ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲ୍‌ ପରିସରରେ ଆରମ୍ଭ ହେବ। ୧୪ ତାରିଖ ଯାଏ ଚାଲିବାକୁ ଥିବା ଏହି ମହୋତ୍ସବରେ ବ୍ଲକ ଓ…

ବଦଳି, ପୋଷ୍ଟିଂ ପାଇଁ ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧।୧୧: ବଦଳି, ପୋଷ୍ଟିଂ ପାଇଁ ଚାପ ପକାଉଥିବା କର୍ମଚାରୀଙ୍କୁ ବଡ଼ ଝଟକା। ବଦଳି, ପୋଷ୍ଟିଂ ପାଇଁ କୌଣସି ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ। ଏନେଇ ସବୁ ବିଭାଗର ସଚିବମାନଙ୍କୁ ଚିଠି କରିଛନ୍ତି ମୁଖ୍ୟ ଶାସନ ସଚିବ। ରାଜ୍ୟ ସରକାର ଏକ ନୂଆ…

ଓଡ଼ିଶାରେ ଅଗ୍ନିଶମ ଆଧୁନିକୀକରଣ ପାଇଁ ୨୦୧ କୋଟି ଟଙ୍କା ମଞ୍ଜୁର କଲେ ସରକାର

ଭୁବନେଶ୍ୱର,୧୧।୧୧: ରାଜ୍ୟରେ ଅଗ୍ନିଶମ ବାହିନୀକୁ ଆହୁରି ସଶକ୍ତ କରିବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ସହ ୩ଟି ରାଜ୍ୟ ପାଇଁ ମୋଟ ୭୨୫.୬୨…

ଆଗକୁ ବଢ଼ିବ ଶୀତ, ଖୋଜାହେବ କମ୍ବଳ,କନ୍ଥା

ଭୁବନେଶ୍ୱର,୧୧।୧୧: ଉପକୂଳ ଓଡ଼ିଶା ସହ କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଉପକୂଳ ଓ ମୟୂରଭଞ୍ଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା ପାଣିପାଗ ବିଭାଗ ସତର୍କ କରାଇଛି। ଅନ୍ୟପକ୍ଷେ ପାଗ ବଦଳୁଛି । ୧୫ ତାରିଖ ଅର୍ଥାତ କାର୍ତ୍ତିକ ପୂର୍ଣ୍ଣିମାଠାରୁ…

ଋତୁସ୍ରାବ ପାଇଁ ମହିଳା କର୍ମଚାରୀଙ୍କୁ ମିଳିବ ଛୁଟି, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୧।୧୧: ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ସୂଚନା ଦେଇଛି।ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ଯାଏ ଛୁଟି…

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନବୀନ ପଟ୍ଟନାୟକ: ଅତନୁ ସବ୍ୟସାଚୀଙ୍କ ବିସ୍ଫୋରଣ ବୟାନ, ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୧୧।୧୧: ବିସ୍ଫୋରଣ ବୟାନ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। କେନ୍ଦ୍ରାପଡା ମହାକାଳପଡା ଆୟୋଜିତ ଏକ ସଭାରେ ଅତନୁ କହିଛନ୍ତି, ପୁଣିଥରେ ଲୋକ ନବୀନଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ପ୍ରସ୍ତୁତ ହେଲେଣି। ଆମର ୫୧ ଓ କଂଗ୍ରେସ ୧୪ ଏବଂ ସ୍ବାଧୀନର…

ଭାଜପା ସହ ବିଜେଡିର ୨୭ ବିଧାୟକ ଏବେ ବି ଅଛନ୍ତି ଯୋଗାଯୋଗରେ, ବିଧାୟକ ସରୋଜ ପାଢ଼ୀ କହିଲେ ଆମ…

ଭୁବନେଶ୍ୱର,୧୧।୧୧: ଗଞ୍ଜାମ ଜିଲା ଆସିକା ଭାଜପା ବିଧାୟକ ସରୋଜ ପାଢ଼ୀ ସୋମବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ବିଜେଡିର ୨୭ ବିଧାୟକ ଭାଜପାର ଶୀର୍ଷ ନେତୃତ୍ୱ ସହ ଯୋଗାଯୋଗରେ ଥିବା ସୋମବାର ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ବିଧାୟକ ସରୋଜଙ୍କ ବୟାନକୁ…

ବିଜେଡି ସରକାରରେ ଓଡ଼ିଶା ଅପରାଧର ସାମ୍ରାଜ୍ୟ ଥିଲା: ଭାଜପା

କଟକ,୧୧ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ କମିଟି ମୁଖ୍ୟ ସ୍ନେହାଙ୍ଗିନୀ ଛୁରିଆ ଗଣବଳାତ୍କାର ଘଟଣାରେ ଭାଜପାକୁ ଟାର୍ଗେଟ କରିଥିବାରୁ ତାଙ୍କୁ ସିଏମ୍‌ସି ୨୬ ନମ୍ବର ଓ୍ବାର୍ଡ କର୍ପୋରେଟର ତଥା ରାଜ୍ୟ ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଗଗନ ଓଝା ଜବାବ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?