ରାଜ୍ୟରେ ୫,୯୯୨.୯୨ କୋଟି ମୂଲ୍ୟର ୨୬ ଟି ପ୍ରକଳ୍ପକୁ ଅନୁମୋଦନ; ସୃଷ୍ଟି ହେବ ୧୯,୩୬୪ ଚାକିରି
ଭୁବନେଶ୍ୱର,୧୦।୭: ବୁଧବାର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କ ନେତୃତ୍ୱରେ ବସିଥିବା ରାଜ୍ୟ ସ୍ତରୀୟ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୫,୯୯୨.୯୨ କୋଟି ମୂଲ୍ୟର ୨୬ ଟି ପ୍ରକଳ୍ପକୁ ଅନୁମୋଦନ ମିଳିଛି। ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ...
ବଡ଼ଠାକୁର ପଡ଼ିଯିବା ନେଇ ଏମିତି କହିଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର,୧୦।୭: ଶ୍ରୀବିଗ୍ରହମାନଙ୍କ ଆଡ଼ପ ମଣ୍ଡପ ପହଣ୍ଡି ଏକ ବଡ଼ଧରଣର ଅଘଟଣ ଘଟିଛି। ବଡ଼ଠାକୁର ବଳଭଦ୍ରଙ୍କୁ ରଥରୁ ପହଣ୍ଡି କରି ଅଣାଯାଉଥିବାବେଳେ ଚାରମାଳ ଉପରେ ସେବାୟତମାନେ ପକାଇ ଦେଇଥିଲେ। କିଛି ସମୟ ପରେ ଠାକୁରଙ୍କୁ ଉଠାଯାଇ ପୁଣି ପହଣ୍ଡି କରି ଜନ୍ମବେଦୀ...
ଆସନ୍ତା ୨୪ ଘଣ୍ଟାରେ ୧୪ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୦।୭: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ସକ୍ରିୟ ରହିଛି। ମୌସୁମୀର ପ୍ରଭାବରେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର...
ପିଏମଶ୍ରୀ ସ୍କୁଲ୍ ଅଧୀନରେ ସାମିଲ ହେବ ରାଜ୍ୟର ୮ଶହ ବିଦ୍ୟାଳୟ
ଭୁବନେଶ୍ୱର,୧୦।୭: ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଶୈକ୍ଷିକ ଗୁଣବତ୍ତା ବୃଦ୍ଧି କରିବା ଲକ୍ଷ୍ୟରେ ରାଜ୍ୟରେ ପିଏମ୍ଶ୍ରୀ ସ୍କୁଲ୍ ଯୋଜନା ଲାଗୁ କରାଯାଇଛି । ଏହି ଯୋଜନା ଦ୍ୱାରା ପ୍ରାୟ ୮ଶହ ବିଦ୍ୟାଳୟ ଉପକୃତ ହେବେ । କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ...
ରତ୍ନ ଭଣ୍ଡାର ଖୋଲିବାକୁ ନେଇ ଏମିତି କହିଲେ ଜଗନ୍ନାଥଙ୍କ ବାଡଗ୍ରାହୀ
ପୁରୀ,୧୦।୭: ରତ୍ନ ଭଣ୍ଡାର ଖୋଲିବାକୁ ନେଇ ଜଗନ୍ନାଥଙ୍କ ବାଡଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବହୁଦିନ ହେବ କହି ଆସୁଥିଲି ଜଗନ୍ନାଥ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଉ । ଯାହାର ଅଭିଜ୍ଞତା ଥିବ ସେମାନଙ୍କୁ ନେଇ...
ବଡ଼ଠାକୁର ପଡ଼ିଯିବା ଘଟଣା: ମୁକ୍ତିମଣ୍ଡପ ପଣ୍ଡିତ କହିଲେ ସର୍ବସମ୍ମୁଖରେ ଦୋଷୀଙ୍କ ନାଁ ପ୍ରକାଶ କର…
ଭୁବନେଶ୍ୱର,୧୦।୭: ଆଡ଼ପ ମଣ୍ଡପକୁ ବଡ଼ଠାକୁର ବଳଭଦ୍ର ପହଣ୍ଡି ବିଜେ କଲାବେଳେ ମଙ୍ଗଳବାର ଅଘଟଣ ଘଟିଥିଲା। ବଡ଼ଠାକୁର ମୁହଁମାଡ଼ି ତଳେ ପଡ଼ିଯାଇଥଲେ। ଏହା ଜଗନ୍ନାଥପ୍ରେମୀଙ୍କ ମନରେ ଗଭୀର ଆଘାତ ଦେଇଛି। ବଳଭଦ୍ର ଚାରମାଳ ଉପରେ ଖସିପଡ଼ିବାରୁ ୭ ସେବାୟତ ଆହତ ହୋଇଛନ୍ତି।...
୫ ପ୍ରସ୍ତାବକୁ କ୍ୟାବିନେଟ ମୋହର, ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ
ଭୁବନେଶ୍ୱର,୧୦।୭: ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି...
ବଡ଼ଠାକୁର ପଡ଼ିଯିବା ଘଟଣା, ଦିଅଁଙ୍କ ଶ୍ରୀଅଙ୍ଗ ପ୍ରତି ବିପଦ କହିଲେ …
ଆଡ଼ପ ମଣ୍ଡପକୁ ବଡ଼ଠାକୁର ବଳଭଦ୍ର ପହଣ୍ଡି ବିଜେ କଲାବେଳେ ମଙ୍ଗଳବାର ଘଟିଥିଲା ଅଘଟଣ। ବଡ଼ଠାକୁର ମୁହଁମାଡ଼ି ତଳେ ପଡ଼ିଯାଇଥଲେ। ଏହା ଜଗନ୍ନାଥପ୍ରେମୀଙ୍କ ମନରେ ଗଭୀର ଆଘାତ ଦେଇଛି। ବଳଭଦ୍ର ଚାରମାଳ ଉପରେ ପଡ଼ିଯିବାରୁ ୭ ସେବାୟତ ଆହତ ହୋଇଛନ୍ତି। ତେବେ...
ବଡ଼ଠାକୁର ପଡ଼ିଯିବା ଘଟଣା, ମାଡିଆସୁଛି ବଡ଼ ବିପଦ: କହୁ କହୁ କହିଦେଲେ…
ପୁରୀ,୧୦ା୭: ଆଡ଼ପ ମଣ୍ଡପକୁ ବଡ଼ଠାକୁର ବଳଭଦ୍ର ପହଣ୍ଡି ବିଜେ କଲାବେଳେ ମଙ୍ଗଳବାର ଅଘଟଣ ଘଟିଥିଲା । ବଡ଼ଠାକୁର ମୁହଁମାଡ଼ି ତଳେ ପଡ଼ିଯାଇଥଲେ। ଏହା ଜଗନ୍ନାଥପ୍ରେମୀଙ୍କ ମନରେ ଗଭୀର ଆଘାତ ଦେଇଛି। ବଳଭଦ୍ର ଚାରମାଳ ଉପରେ ପଡ଼ିଯିବାରୁ ୭ଜଣ ସେବାୟତ ଆହତ...
ପହଣ୍ଡିବେଳେ ବଡ଼ ଅଘଟଣ: ଆଇନ ମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ…
ଭୁବନେଶ୍ୱର,୧୦।୭: ଗତକାଲି ଆଡପ ପହଣ୍ଡି ସମୟରେ ବଡଠାକୁର ଖସି ପଡ଼ିବା ଘଟଣାକୁ ନେଇ ରାଜ୍ୟ ଉଠୁଛି ପଡୁଛି। ଘଟଣାକୁ ନେଇ ଭକ୍ତଙ୍କ ମହଳରେ ଅସନ୍ତୋଷ ଦେଖା ଦେଇଥିବାବେଳେ କାର୍ଯ୍ୟାନୁଷ୍ଠାନ ନେଇ ଦାବି କରାଯାଇଛି। ତେବେ ଏହାକୁ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ...
ପହଣ୍ଡି ବିଜେ ଅଘଟଣକୁ ନେଇ ବିଜେଡି ରଖିଲା ପ୍ରତିକ୍ରିୟା, କହିଲା ଏଭଳି ଘଟଣା…
ଭୁବନେଶ୍ୱର,୧୦।୭: ବଳଭଦ୍ରଙ୍କ ପହଣ୍ଡି ବିଜେ ବେଳେ ଅଘଟଣକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ଦେଇଛି। ବିଜେଡି ନେତ୍ରୀ ସୁଲୋଚନା ଦାସ କହିଛନ୍ତି, ଏଭଳି ଘଟଣା ଘଟିବା ଲଜ୍ଜାଜନକ। ‘ପହଣ୍ଡି ବିଜେ ବେଳେ ଅଘଟଣ ଘଟିବା ଅକ୍ଷମଣୀୟ। ଯାହାକୁ ନେଇ ସମସ୍ତେ...
ଆଜି ବସିବ ରତ୍ନଭଣ୍ଡାର ପରିଚାଳନା କମିଟି ବୈଠକ: ରତ୍ନଭଣ୍ଡାର ଖୋଲିବା ନେଇ…
ପୁରୀ,୧୦।୭: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବୁଧବାର ବସିବ । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ନିଆଯାଇପାରେ । ରାଜ୍ୟ ସରକାରଙ୍କ ପକ୍ଷରୁ ଜଷ୍ଟିସ ବିଶ୍ୱନାଥ ରଥଙ୍କ...
Archives


