ମେଟ୍ରୋ

ବିଧାନସଭାରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟାଗଲାଣି ୧୬ଲକ୍ଷରୁ ଅଧିକ ନାଁ, କରୁଛନ୍ତି କି ଏହି ଭୁଲ…

ଭୁବନେଶ୍ୱର,୧୧।୯: ରାସନ କାର୍ଡକୁ ନେଇ ବଡ଼ ସୂଚନା। ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନରେ ଉତ୍ତର ରଖି କୃଷ୍ଣ ପାତ୍ର କହିଛନ୍ତି, ୨୦୧୬-୧୭ରୁ ଏବେ ଯାଏଁ…

ବିଧାନସଭାରେ ଉଠିଲା ପ୍ରଶ୍ନ, ମାଗଣା ବିଜୁଳିକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ

ଭୁବନେଶ୍ୱର,୧୧।୯: ବିଧାନସଭାରେ ଉଠିଲା ମାଗଣା ବିଜୁଳି ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କଲେ ବିରୋଧୀ। ମାଗଣା ବିଜୁଳିକୁ ନେଇ କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ପ୍ରଶ୍ନର ବିଧାନସଭାରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନବର୍ଦ୍ଧନ ସିଂହଦେଓ।…

ମାଡ଼ି ଆସିଲେ ମହିଳା, ଭୁବନେଶ୍ବରରେ ଚହଳ ! କଲେ ବଡ଼ ଦାବି

ଭୁବନେଶ୍ୱର,୧୧।୯: ଗାନ୍ଧୀମାର୍ଗରେ ନିଖିଳ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ସଦସ୍ୟାମାନଙ୍କର ବଡ଼ ଆନ୍ଦୋଳନ। ବିଧାନସଭା ସମ୍ମୁଖରେ ଏକାଠି ହୋଇ କରିଛନ୍ତି ଗର୍ଜନ। ହଜାର ହଜାର ମହିଳା ଏକାଠି ହୋଇ ୬ମାସର ବକେୟା ଦରମା ପାଇବା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।…

ଭାଜପାରେ ବଡ଼ ହଲଚଲ, ଦିଲ୍ଲୀ ଗଲେ ମନମୋହନ ସାମଲ

ଭୁବନେଶ୍ୱର,୧୧।୯: ସୁଜିତ କୁମାର ରାଜ୍ୟ ସଭାରୁ ଇସ୍ତଫା ଦେବା ପରେ ଭାଜପାରେ ସାମିଲ୍‌ ହୋଇଛନ୍ତି। ଏବେ ସବୁଠି ଗୋଟିଏ ଚର୍ଚ୍ଚା ଭାଜପା ସୁଜିତଙ୍କୁ ପୁଣିଥରେ ରାଜ୍ୟ ସଭା ପଠାଇବ କି? ତେବେ ଏନେଇ ଭାଜପା ସଭାପତି ମନମୋହନ ସାମଲ ବୁଧବାର ଦିଲ୍ଲୀ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରମିକଙ୍କୁ ମିଳିବ ୬ଲକ୍ଷ ଟଙ୍କା

ଭୁବନେଶ୍ୱର,୧୧।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ଶ୍ରମିକଙ୍କ ପାଇଁ ବଡ଼ ସହାୟତା ରାଶି ଘୋଷଣା କଲେ ସରକାର। ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ…

ଠକୁଛନ୍ତି ସୁନା ଦୋକାନୀ! ଏସବୁ ଜିଲାରେ ବେଶୀ ଠକେଇ, କିଣୁଛନ୍ତି କି… 

ଭୁବନେଶ୍ୱର,୧୧।୯: ବିଧାନସଭା ଚାଲିଥିବା ବେଳେ  ଗୃହରେ ଗ୍ରାହକଙ୍କୁ ସୁନା ମାନ, ମାପ ଓଜନରେ ଠକୁଛନ୍ତି ସୁନା ଦୋକାନୀ ବୋଲି ରଣେନ୍ଦ୍ର ସ୍ବାଇଁ ପ୍ରଶ୍ନ କରିଥିଲେ। ତାଙ୍କ ପ୍ରଶ୍ନରେ ଖାଉଟି କଲ୍ୟାଣ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ୫ ମାସରେ ୧୧୬ ସୁନା…

ମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟରେ ହେବ ୨ ଶହ ଗୋଶାଳା, ଗୋଖାଦ୍ୟ ପାଇଁ ଦୈନିକ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୧୧।୯: ରାଜ୍ୟରେ ଦୁଇ ଶହ ଗୋଶାଳା କରିବେ ସରକାର। ଗୃହରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏନେଇ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଗୋମାତାଙ୍କ ସୁରକ୍ଷା ପାଇଁ ୨ ଶହ ଗୋଶାଳା ହେବ। ଗୋଶାଳାକୁ ପ୍ରୋତ୍ସାହନ…

ବିଜୁଳିକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ୨୦୨୫ ସୁଦ୍ଧା…

ଭୁବନେଶ୍ୱର,୧୧।୯: ଗୃହରେ କୃଷି ଓ ବିଦ୍ୟୁତ୍‌ ବିଭାଗର ଆଲୋଚନା ହୋଇଛି । ୨୦୨୫ ସୁଦ୍ଧା ସମସ୍ତ ରାଜସ୍ବ ଗ୍ରାମକୁ ବିଜୁଳି ପହଞ୍ଚାଇବାକୁ ଉପମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି। ଗୃହରେ ବିଜେଡି ବିଧାୟକ ବଦ୍ରି ପାତ୍ର ପ୍ରଶ୍ନ କରିଥିଲେ ଯେ କେବେ ସୁଦ୍ଧା ସବୁ…

ଭସାଣି ବେଳେ ପଶିଆସିଲା ପୋଲିସ: ଗଣେଶଙ୍କୁ ଏକୁଟିଆ ଛାଡି ଯିଏ ଯୁଆଡେ ପାରିଲେ ଦୌଡ଼ିଲେ ପରେ…

ଭୁବନେଶ୍ୱର:୧୧।୯: ଭସାଣି ବେଳେ ପଶିଆସିଲା ପୋଲିସ: ଗଣେଶଙ୍କୁ ଏକୁଟିଆ ଛାଡି ଯିଏ ଯୁଆଡେ ପାରିଲେ ଦୌଡ଼ିଲେ । କିଟିକିଟି ଅନ୍ଧାର ରାତିରେ ରାସ୍ତା କଡ଼ରେ ଟ୍ରକ ଡାଲାରେ ଏକାକୀ ବସିଛନ୍ତି ଗଜାନନ । ହନୁମାନ ବେଶଧାରୀ ଗଣେଶଙ୍କ ପାଖରେ ନାହାନ୍ତି ଭକ୍ତ।…

ଓଡ଼ିଆ ଅସ୍ମିତାକୁ ନେଇ ଏମିତି ଟୁଇଟ୍‌ କରିଥିଲେ ନବୀନ, ଜବାବ ଦେଇ ରୋକଠୋକ ଶୁଣାଇଦେଲେ ଜୟନାରାୟଣ

ଭୁବନେଶ୍ୱର,୧୧।୯: ଓଡ଼ିଆ ଅସ୍ମିତାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି। ନବୀନ ମଙ୍ଗଳବାର ଟୁଇଟ୍‌ କରି ଓଡ଼ିଆ ଅସ୍ମିତା ବିଷୟରେ କହିଥିଲେ। ଯାହାକୁ ଜୟନାରାୟଣ କାଉଣ୍ଟର କରିଛନ୍ତି।…

ବଢ଼ୁଛି ଭୟ : ବରଗଡ଼ରେ ବ୍ୟାପୁଛି ସ୍କ୍ରବ ଟାଇଫସ୍‌

ବରଗଡ଼,୧୧।୯(ପ୍ରେମାନନ୍ଦ ଖମାରୀ): ବରଗଡରେ ସ୍କ୍ରବ ଟାଇଫସ୍‌ ରୋଗ ବ୍ୟାପୁଛି। ସୋମବାର ସୁଦ୍ଧା ଜିଲାରେ ୩ଜଣ ସେଥିରେ ଆକ୍ରାନ୍ତ ହୋଇଛନ୍ତି ଏବଂ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ବୋଲି ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ଡିପିଏସଓ) ଡା. ସୁଶାନ୍ତ କର କହିଛନ୍ତି। ଅନ୍ୟପଟେ ଅମ୍ବାଭୋନା ବ୍ଲକ…

ରାଜ୍ୟ ପାଇଁ ବଡ଼ ଖୁସିଖବର: ଏଣିକି ଚାଲିବ ୩ ନୂଆ

ଭୁବନେଶ୍ୱର,୧୧।୯(ଅନିଲ ଦାସ): ପୂର୍ବତଟ ରେଲଓ୍ବେର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ମଙ୍ଗଳବାର ବିଧାନସଭା କାର୍ଯ୍ୟାଳୟରେ ରେଳ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ୍‌ ଶୁଭାରମ୍ଭ ସମାରୋହରେ ଯୋଗଦେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri