ମେଟ୍ରୋ

୧୧ ପରେ ବଢ଼ିବ ବର୍ଷା

ଭୁବନେଶ୍ୱର,୯ା୭(ଅନୁରାଧା ମହାରଣା):ରାଜ୍ୟରେ ଆସନ୍ତା ୨ଦିନ ବର୍ଷା ଲାଗି ରହିବା ସହ ୧୧ ତାରିଖ ପରେ ଏହାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଏଥିସହ ଉପକୂଳ ଓ ଅଧିକାଂଶ ଜିଲାରେ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର...

ୟୁଜିସିର କଡ଼ା ତାଗିଦ୍‌, ଟଙ୍କା ଫେରସ୍ତ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୯ା୭(ଅସମାପିକା ସାହୁ):ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ନିର୍ଦ୍ଦେଶନାମାକୁ ପାଳନ କରୁନାହାନ୍ତି। ବାରମ୍ବାର ତାଗିଦ୍‌ ସତ୍ତ୍ୱେ ଫି’ ଫେରସ୍ତ ନିୟମ (ଫି ରିଫଣ୍ଡ୍‌ ପଲିସି)କୁ ପାଳନ କରୁ ନ ଥିବାରୁ ୟୁଜିସି ଉଦ୍‌ବେଗ ପ୍ରକାଶ କରିଛି। ତେଣୁ ଏଥର ନିୟମ...

ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଲାଗି ମିଳିଲା ମଞ୍ଜୁରୀ, ୧୫୨୪.୧୭ ହେକ୍ଟର ଅଞ୍ଚଳର ଜଙ୍ଗଲ ଜମିରେ ହେବ ଜଳସେଚନ ପ୍ରକଳ୍ପ

ଭୁବନେଶ୍ୱର, ୮।୭: ନୟାଗଡ଼ ଜିଲାର ବହୁ ପ୍ରତୀକ୍ଷିତ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ଜମିରେ ଅଣଜଙ୍ଗଲ କାର୍ଯ୍ୟ ପାଇଁ ଚୂଡାନ୍ତ ମଞ୍ଜୁରୀ ପ୍ରଦାନ କରିଛି। ସୂଚନାଯୋଗ୍ୟ, ଦୀର୍ଘ ୩୦...

ପାଣ୍ଡିଆନ୍‌ଙ୍କ ପାଇଁ ୨ ବିଜେଡି ନେତାଙ୍କ ଭିତରେ କଳି, ଦେବାଶିଷଙ୍କ ବୟାନକୁ ନେଇ ପ୍ରଭାତ କହିଲେ…

ଭୁବନେଶ୍ୱର,୮।୭: ବିଜେଡି ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କ ବୟାନଙ୍କୁ ନେଇ କାଉଣ୍ଟର ଆଟାକ୍‌ କରିଛନ୍ତି ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଏମିତି କହିବାକୁ ଦେବାଶିଷଙ୍କୁ କିଏ ଶିଖେଇ ଦେଇଛି। ମୁଁ କିଏ ଲୋକ ଜାଣିଛନ୍ତି, ଦେବାଶିଷ ବାବୁଙ୍କ ବିଷୟରେ...

୬ ମାସରେ ଦବିଲା ଡୁମଡୁମା ଫ୍ଲାଏଓଭର ରାସ୍ତା: ଫସିରହିଛି ମିନିଟ୍ରକ୍‌

ଭୁବନେଶ୍ୱର,୮।୭: ରାଜଧାନୀ ଭୁବନେଶ୍ୱରରେ ଏନଏଚ୍‌ ଫ୍ଲାଏଓଭର ରାସ୍ତା ଦବିଯାଇଛି। ପ୍ରବଳ ବର୍ଷା ଫଳରେ ଡୁମଡୁମା ଫ୍ଲାଏଓଭର ଏହି ରାସ୍ତାଟିି ପ୍ରାୟ ୩ ଫୁଟ ଦବିଯାଇଥିବା ସୂଚନା ମିଳିଛି। ଯାତୀୟ ରାଜପଥ-୧୬ ଫ୍ଲାଏ ଓଭର ରାସ୍ତାରେ ଏକ ମିନିଟ୍ରକ୍‌ ଫସିରହିଛି। ଟ୍ରକ୍‌ଟିର...

୧୧ରୁ ପୁଣି ଛେଚିବ ବର୍ଷା

ଭୁବନେଶ୍ୱର,୮।୭: ଆଗାମୀ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ମାତ୍ର କାଲିଠୁ ବର୍ଷା ପରିମାଣ କମିବ ଏବଂ ଉପକୂଳରେ ଘଡଘଡି ବିଜୁଳି ସହ ବର୍ଷା ହେବ । ତେବେ...

ଶାସନକୁ ଆସିବା ପରେ ରାଜ୍ୟ ଭାଜପାର ପ୍ରଥମ କାଯ୍ୟକାରିଣୀ ବୈଠକ, ଜାଣନ୍ତୁ କେବେ ବସିବ…

ଭୁବନେଶ୍ୱର,୮।୭: ରାଜ୍ୟ ଭାଜପାର କାର୍ଯ୍ୟକାରିଣୀ ବୈଠକ ଜୁଲାଇ ୧୯ ଓ ୨୦ ତାରିଖରେ ବସିବ। ଏହି ବୈଠକରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାମିଲ ହେବେ। ଶାସନକୁ ଆସିବା ପରେ ଏହା ଭାଜପାର ପ୍ରଥମ କାଯ୍ୟକାରିଣୀ ବୈଠକ। ଏହି...

‘ଦରକାର ବେଳେ ପାଣ୍ଡିଆନ୍‌, ବବିଙ୍କ ପାଖକୁ ଦୌଡୁଥିଲେ, ଆଉ ଏବେ…’ ପ୍ରଭାତଙ୍କୁ ନେଇ ଭିତିରି କଥା କହିଦେଲେ ଦେବାଶିଷ

ଭୁବନେଶ୍ୱର,୮।୭: ବିଜେଡି ଶୋଚନୀୟ ପରାଜୟକୁ ନେଇ ଦଳର ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ପ୍ରଣବ ପ୍ରକାଶ ଦାସ (ବବି )ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଥିଲେ। ଯାହାକୁ ନେଇ ଏବେ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ ମୁହଁ ଖୋଲିଛନ୍ତି।...

ପରାଜୟ ପାଇଁ ପାଣ୍ଡିଆନ୍‌-ବବି ନୁହନ୍ତି, ଏହି ହେଉଛନ୍ତି ବଡ଼ ଦାୟୀ: ବିଜେଡି ସାଂସଦ ଦେବାଶିଷଙ୍କ ବଡ଼ ବୟାନ

ଭୁବନେଶ୍ୱର,୮।୭: ବିଜେଡି ପରାଜୟ ନେଇ କାର୍ତ୍ତିକ ପାଣ୍ଡିଆନ୍‌ ଏବଂ ପ୍ରଣବ ପ୍ରକାଶ ଦାସ (ବବି)ଙ୍କୁ କ୍ଲିନ ଚିଟ୍‌ ଦେଲେ ବିଜେଡି ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ବିଜେଡି ପରାଜୟ ପାଇଁ ଏ ଦୁହେଁ ଆଦୌ ଦାୟୀ...

ହ୍ୟୁମାନ ସାଗର-ରୁକୁ ସୁନାଙ୍କ ବିରୋଧରେ ବଡ଼ ଅଭିଯୋଗ: ମାମଲା ରୁଜୁ

ଭୁବନେଶ୍ୱର,୮।୭: ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ପୁଣି ଅଡୁଆରେ ପଡିଛନ୍ତି। ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଉଥିବା ଅଭିଯୋଗରେ ହ୍ୟୁମାନ ସାଗର ଏବଂ ରୁକୁ ସୁନାଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ମାନବାଧିକାର କର୍ମୀ ଶିବ ସୁନ୍ଦର ସ୍ବାଇଁ...

ରାଜ୍ୟ ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ, ଲୋକଙ୍କ ସ୍ବର ସରକାରଙ୍କ ପାଖରେ ପହଞ୍ଚିବ: ବିଜେଡି 

ଭୁବନେଶ୍ୱର,୮।୭:  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ଦଳର ରୂପରେଖକୁ ପରିବର୍ତ୍ତନ କରିଛନ୍ତି । ରାଜ୍ୟ ପଦାଧିକାରୀ କମିଟିକୁ ଭାଙ୍ଗିବା ସହ ନିଜର ରାଜନୈତିକ ସଚିବ, ଲୋକ ସମ୍ପର୍କ ଅଧିକାରୀ, ଦଳର ମୁଖପାତ୍ର, ଜାତୀୟ ମୁଖପାତ୍ରର ନୂଆ ଟିମ୍‌ ଘୋଷଣା...

ସରକାରୀ ଜମିରୁ ତୁରନ୍ତ ହଟିବ ବେଆଇନ ଜବରଦଖଲ: ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୮ା୭: ସାରା ରାଜ୍ୟରେ ସରକାରୀ ବେଆଇନ ଜବରଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରୀ ଜମିଗୁଡ଼ିକ ମୁଖ୍ୟତଃ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri