ମେଟ୍ରୋ

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ ଅନୁଷ୍ଠିତ ହେବାକୁଥିବା ଦୂର ତଥା ଗଭୀର ସମୁଦ୍ର ଅଞ୍ଚଳରେ ମତ୍ସ୍ୟସମ୍ପଦର ସ୍ଥାୟୀ ଉପଯୋଗ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର କେଉଁ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ସେ ଓଡ଼ିଶା ଆସୁଛନ୍ତି ସେ ବାବଦରେ କିଛି…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ହେବାକୁ ଥିବା ୪୩ତମ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ୍‌) ବୈଠକରେ ୭ଟିରୁ…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଆସନ୍ତା ୨୬…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା ସନ୍ଦେହରେ ୫ ଜଣ କଏଦୀ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ବେଳେ, ସେମାନଙ୍କ ମଧ୍ୟରୁ…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି ମାମଲାରେ ଟ୍ୟୁସନ୍ ଶିକ୍ଷକ ନିରଞ୍ଜନ ମିଶ୍ରଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ମଞ୍ଚେଶ୍ୱର…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି। ଏହି ଘଟଣାରେ ସି-ଫୁଡ୍‌ କମ୍ପାନୀରେ ଏମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ମୋଟ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ଏହି ସମ୍ମାନ ପ୍ରଦାନ କରିଛନ୍ତି। ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଟ୍ରଫ ଲାଇନ…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ପୁରୀ ସହରବାସୀଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩ ଦିନିଆ ରିମାଣ୍ଡରେ ନେବା ଲାଗି କୋର୍ଟରେ ଆବେଦନ କରିଥିଲା। ହେଲେ କଟକ JMFC…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ରହିଥିବା ବେଳେ ଚାଷୀମାନଙ୍କ ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?