ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୨ା୮: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ମଧ୍ୟ…
ଗଞ୍ଜାମ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨।୮: ଗଞ୍ଜାମ ସମ୍ବରଝୋଳ ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା…
ମଦ ମୃତ୍ୟୁ ଘଟଣାରେ ୨ ଅଧିକାରୀଙ୍କୁ ବଦଳି କଲେ ସରକାର
ଭୁବନେଶ୍ୱର,୨୨।୮: ଚିକିଟି ମଦ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ଆକ୍ସନ ମୋଡରେ ଅଛନ୍ତି। ଗତକାଲି ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀ ନିଲମ୍ବନ ହୋଇଥିବା ବେଳେ ବେଳେ ଗୁରୁବାର ୨ ଅଧିକାରୀଙ୍କୁ ବଦଳି କରାଯାଇଛି। ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସଆଇଙ୍କ…
ଏ ବର୍ଷ ଛାତ୍ର ସଂସଦ ନିର୍ବାଚନ ହେଉ
ଭୁବନେଶ୍ୱର, ୨୨ା୮(ଅସମାପିକା ସାହୁ): ରାଜ୍ୟ ସରକାର ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ କରିବେ ନାହିଁ ବୋଲି ସ୍ପଷ୍ଟ କରିବା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଶିକ୍ଷା କ୍ୟାଲେଣ୍ଡରରେ ସରକାର ଛାତ୍ର ସଂସଦ ନିର୍ବାଚନକୁ ସାମିଲ କରି ଏବର୍ଷ ନିର୍ବାଚନ…
ଖର୍ଚ୍ଚଦାବି ଆଲୋଚନା: ଶାସକ-ବିରୋଧୀ ମୁହାଁମୁହିଁ
ଭୁବନେଶ୍ୱର, ୨୨।୮(ସୁନିତ୍ ମିଶ୍ର): ଭାଜପା ଦଳିତ, ଆଦିବାସୀ, ସଂଖ୍ୟାଲଘୁ ସମ୍ପ୍ରଦାୟର ବିରୋଧୀ। ଓଡ଼ିଶାରେ ଭାଜପା ସରକାର ପେସା ଆଇନ କେବେ ଲାଗୁକରିବେ ତା’ର ଉତ୍ତର ବିଭାଗୀୟ ମନ୍ତ୍ରୀ କୁହନ୍ତୁ। ସାରା ଦେଶରେ ଭାଜପାର ମୁଖା ବର୍ତ୍ତମାନ ଖୋଲିଗଲାଣି। ଓଡ଼ିଶାରେ ଓଡ଼ିଆ ସଂସ୍କୃତିର…
୫୦୦ ଆଦିବାସୀ ଗାଁକୁ ଆଦର୍ଶ ଗ୍ରାମ କରାଯିବ: ମନ୍ତ୍ରୀ ନିତ୍ୟାନନ୍ଦ
ଭୁବନେଶ୍ୱର, ୨୨।୮(ସୁନିତ୍ ମିଶ୍ର): ଆସନ୍ତା ୫ ବର୍ଷରେ ୫ ଶହ ଆଦିବାସୀ ଗ୍ରାମକୁ ଆଦର୍ଶ ଆଦିବାସୀ ଗ୍ରାମରେ ପରିଣତ କରାଯିବ। ସେହିପରି ଆଦିବାସୀ ବହୁଳ ଜିଲା ଯଥା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ମାଲକାନଗିରିରେ…
ମଦ ମୃତ୍ୟୁର ଅନୁଧ୍ୟାନ କରିବ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍
ଭୁବନେଶ୍ୱର,୨୨।୮(ଅନିଲ ଦାସ): ଭାଜପା ସରକାର ଦାୟିତ୍ୱ ନେବାର ୧୦୦ ଦିନ ନ ପୂରୁଣୁ ଅପମିଶ୍ରିତ ମଦ ପିଇ ଗଞ୍ଜାମ ଜିଲା ଅନ୍ତର୍ଗତ ଚିକିଟିଠାରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଅନେକ ଲୋକ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଏହି ଘଟଣାକୁ…
କେନ୍ଦ୍ରର ନୀରବତା ଏସ୍ସି,ଏସ୍ଟିଙ୍କୁ ବ୍ୟଥିତ କରିଛି: ବିଜେଡି
ଭୁବନେଶ୍ୱର,୨୨।୮(ଅନିଲଦାସ): ସମଗ୍ର ଦେଶରେ ଏସ୍ସି ଓ ଏସ୍ଟି ବର୍ଗର ଲୋକମାନେ ଜୋରଦାର ଆନ୍ଦୋଳନ କରୁଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ନିକଟରେ ଦିଆଯାଇଥିବା ଏକ ଅର୍ଡରରେ ରିଜରଭେଶନ ଭିତରେ ସବ୍ କାଟାଗୋରି ଗଠନ କରିବା ଓ କ୍ରିମିଲେୟାରବର୍ଗଙ୍କୁ ରିଜରଭେଶନରୁ ବାଦ ଦେବା ପାଇଁ…
ଏଭଳି ‘ଭାରତ ବନ୍ଦ’ ନିନ୍ଦନୀୟ: ଭାଜପା
ଭୁବନେଶ୍ୱର, ୨୨।୮(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀଙ୍କ ଉପରେ ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ଆସ୍ଥା ଓ ଭରସା ରହିଛି। ୨୦୧୪ରେ ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାପରେ କିପରି ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ସ୍ବାର୍ଥରକ୍ଷା କରିବା ଦିଗରେ କାର୍ଯ୍ୟ କରିଥିଲେ।…
୨୪ରୁ ବଢ଼ିବ ବର୍ଷା
ଭୁବନେଶ୍ୱର, ୨୨ା୮(ଅସମାପିକା ସାହୁ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ହେଉଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ। ଏଥିସହ…
ଆମାଜନ ଡଟ୍ ଇନ୍ରେ ଓଡ଼ିଶା ଏକ ଗୁରୁତ୍ୱପୂର୍ଣ୍ଣ ବଜାର
ଭୁବନେଶ୍ୱର,୨୨।୮: ଦେଶର ଅଗ୍ରଣୀ ଇ-କର୍ମସ ପ୍ଲାଟ୍ଫର୍ମ ଆମାଜନ ଡଟ୍ ଇନ୍ରେ କ୍ରମାଗତ ଭାବେ ଅନ୍ଲାଇନ କାରବାର ବୃଦ୍ଧି ପାଇଛି। ଏପରିକି କ୍ରମାଗତ ଭାବେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ବଜାରରେ ମଧ୍ୟ ଅନ୍ଲାଇନ କାରବାର ପ୍ରତି ଆଗ୍ରହ ବଢ଼ିଛି। ସର୍ବଭାରତୀୟସ୍ତରରେ ଓଡ଼ିଶା…
ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର
ଭୁବନେଶ୍ୱର,ତା,୨୧,୮: ରାଜ୍ୟରେ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ସରକାର ୧୮ ଜଣ ବରିଷ୍ଠ ଅଧିକାରୀଙ୍କୁ ଅଦଳ ବଦଳ କରିଛନ୍ତି। ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ) ଦାୟିତ୍ୱ ମିଳିଛି। ସେହିପରି ଦେଓ ରଂଜନ କୁମାର ସିଂହ…
Archives


