ମେଟ୍ରୋ

ଯୁବକଙ୍କୁ ଅର୍ଦ୍ଧଲଗ୍ନ କରି ଗଛରେ ବାନ୍ଧି ଛେଚିଦେଇ ଗଲେ…

ଭୁବନେଶ୍ୱର,୨।୧୧: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସୀମା ଟପିଛି ବର୍ବରତା। ଜଣେ ଯୁବକଙ୍କୁ ଅର୍ଦ୍ଧଉଲଗ୍ନ କରି ରାସ୍ତା କଡ଼ ଗଛରେ ବାନ୍ଧି ଅତି ନିର୍ଦ୍ଦୟ ଭାବେ ୩ରୁ ୪ଜଣ କାଠ…

ଏତେ ଫୁଟିଲା ଯେ, ଖାଲି ଧୂଆଁ ଧୂଆଁ

ସରିଲା ଦୀପାବଳି । ଧୂଆଁମୟ ଭୁବନେଶ୍ବର । ଦିପାବଳୀ ପରେ କୁହୁଡିର ଭ୍ରମ ସୃଷ୍ଟି କଲା ଧୂଆଁ । ପାଞ୍ଜିର ଦ୍ବନ୍ଦ୍ବ ଭିତରେ ୨ ଦିନ ଦୀପାବଳି ପାଳନ ପରେ ରାଜଧାନୀର ଅବସ୍ଥା ବେହାଲ ହୋଇପଡିଛି । ରାସ୍ତାରେ ପାଖାପାଖି ୫୦…

କମିଲା ନବୀନଙ୍କ ସୁରକ୍ଷା ବ୍ୟବସ୍ଥା, ଜଗିବେ ମାତ୍ର ଦୁଇ କନଷ୍ଟେବଳ

ଭୁବନେଶ୍ୱର,୨।୧୧: ମୋହନ ସରକାର କ୍ଷମତାକୁ ଫେରିବା ପରେ ଦ୍ୱିତୀୟ ଥର ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ପଦ ହରାଇଥିଲେ ବି ସେ ରାଜ୍ୟର ୫-୫ ଥର କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ରହିଛନ୍ତି। ଏଥିସହ…

ତୃତୀୟ ଥର ମା’ ହେଲା ବାଘୁଣୀ ‘ରୁପା’

ଭୁବନେଶ୍ୱର,୨ା୧୧: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁସିର ଲହରି ଖେଳିଯାଇଛି। ବାଘୁଣୀ ‘ରୁପା’ ତୃତୀୟ ଥର ପାଇଁ ମା’ ହୋଇଛି। କ୍ରିଷ୍ଣା ଏବଂ ରୁପା ମିଳନରେ ଏକ ଶାବକ ଜନ୍ମ ହୋଇଛି। ଏହାକୁ ମିଶାଇ ରୁପା ୪ ଛୁଆ ଜନ୍ମ ଦେଇଛି। କ୍ରିଷ୍ଣା…

ମୁଁ ବିରୋଧୀଦଳ ନେତା ଥିଲାବେଳେ ନେଉନଥିଲି ସୁରକ୍ଷା, ଏବେ ନବୀନଙ୍କୁ ଘାରୁଛି ଭୟ, କାହିଁକି ଏମିତି କହିଲେ ଜୟନାରାୟଣ

ଭୁବନେଶ୍ୱର,୨।୧୧: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ହ୍ରାସ ପାଇବ ସୁରକ୍ଷା ବ୍ୟବସ୍ଥା। ନବୀନଙ୍କ ସହ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ ପାଇବ। ଏନେଇ ସୂଚନା ଦେଇଛନ୍ତି ପୋଲିସ ଡିଜି ୱାଇ.ବି ଖୁରାନିଆ। ସେ କହିଛନ୍ତି, ଏହା ଏକ ରେଗୁଲାର…

ଇସ୍କନର ଅଦିନିଆ ରଥଯାତ୍ରା ନେଇ ଆଇନମନ୍ତ୍ରୀ କହିଲେ ମୁଁ ଭାବୁନି ସେମାନେ…

ଭୁବନେଶ୍ୱର,୨ା୧୧: ଇସ୍କନର ଅଦିନିଆ ରଥଯାତ୍ରା ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇସ୍କନ ରଥଯାତ୍ରା ବନ୍ଦ ପାଇଁ ଆମେ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇଥିଲୁ। ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ଭାବେ ଗଜପତି ମହାରାଜା ଚିଠି କରିଥିଲେ। ଗତକାଲି ସୁଦ୍ଧା…

ବଲିଉଡ୍‌ରେ ଓଡିଆ ପୁଅଙ୍କ କମାଲ: ସୋନପୁରର ରାଜ୍‌…

ଭୁବନେଶ୍ୱର,୨।୧୧: ବଲିଉଡ୍‌ରେ ଓଡିଆ ପୁଅଙ୍କ କମାଲ। ଭୁଲଭୁଲେୟା-ଥ୍ରୀରେ ଯାଦୁ ଦେଖାଇଛନ୍ତି ଓଡିଆ ପୁଆ। ଆସିଷ୍ଟାଣ୍ଟ ଡିରେକ୍ଟର ବା ସହ ନିର୍ଦ୍ଦେଶକ ଭାବେ କାମ କରି ସୋନପୁର ଜିଲାର ରାଜ କିଶୋର ହୋତା ଚର୍ଚ୍ଚାକୁ ଆସିଛନ୍ତି। ରାଜ କିଶୋର ଅନେକ ଦିନ ଧରି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ଆସିବ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨ା୧୧: ଶନିବାର ପୁଣି ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ନଭେମ୍ବର ଶେଷ ‘ସୁଭଦ୍ରା’ ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ…

ଟୁଇନ୍‌ ସିଟିରେ ଘନ କୁହୁଡ଼ି, ମୁହଁକୁ ମୁହଁ ଦିଶୁନି

ଭୁବନେଶ୍ୱର,୨।୧୧: ଆଜି ଭୋରରୁ ଟୁଇନ୍‌ ସିଟିରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି। ଫଳରେ ଗାଡ଼ି ଚଳାଚଳରେ ବାଧା ଉପୁଜିଛି। ଏତେ କୁହୁଡ଼ି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଦୀପାବଳିରେ ପ୍ରବଳ ବାଣ ଫୁଟାଇବାରୁ…

ଓୟୋ ହୋଟେଲରେ ନାବାଳିକାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୨।୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକାଙ୍କୁ ମୃଦୁପାନୀୟରେ ନିଶା ଦେଇ ୪ଜଣ ଯୁବକ ଏକ ଓୟୋ ହୋଟେଲରେ ଗଣବଳାତ୍କାର କରିଛନ୍ତି। ଏଥିସହ ବଳାତ୍କାର ସମୟର ଭିଡିଓ ଭାଇରାଲ କରିବାର ଧମକ ଦେଇ ପୀଡ଼ିତା ଓ…

ନାବାଳିକାଙ୍କ ଆପତ୍ତିଜନକ ଫଟୋ ଉଠାଇ ଧମକ,ଯୁବକ ଗିରଫ ମାରିବାକୁ କଟୁରୀ ଧରି ଖୋଜୁଥିଲେ

ଭୁବନେଶ୍ୱର୧,ା୧୧(ସୂର୍ଯ୍ୟକାନ୍ତ ବେହେରା): ବନ୍ଧୁ ହୋଇ ନାବାଳିକା ଛାତ୍ରୀଙ୍କ ସହ ବିଶ୍ୱାସଘାତକତା କଲେ ଜଣେ ଯୁବକ। ଅଚେତ ଅବସ୍ଥାରେ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଉଠାଇ ତାଙ୍କୁ ବ୍ଲାକମେଲ ସହ ବିବାହ କରିବା ଜିଦ କରି ତାଙ୍କୁ କଟୁରୀ ସାହାଯ୍ୟରେ ମାରିବା ପାଇଁ ପ୍ରୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?