ମେଟ୍ରୋ

ଭୁବନେଶ୍ୱରରେ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ

ଭୁବନେଶ୍ୱର,୩୧।୧୦: ଭୁବନେଶ୍ୱର ବାପୁଜୀନଗର ଭେଣ୍ଡିଂ ଜୋନ୍‌ରେ ଗୁରୁବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩ଟି ଦୋକାନ ଜଳି ପୋଡିଯାଇଛି। ଖବର ପାଇ ଅଗ୍ନିଶମ ବାହନୀ ଘଟଣସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଶର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ…

୭ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୩୧।୧୦: ଆସନ୍ତା ନଭେମ୍ବର ୨ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଲଣ୍ଡନ ଗସ୍ତରେ ଯିବେ। ଏଠାରେ ସେ ଓଡିଶା ପର୍ଯ୍ୟଟନ: ପ୍ରବାସୀ ଏବଂ ଇଣ୍ଡଷ୍ଟ୍ରି ଲିଡରଙ୍କ ସହ ସମ୍ପର୍କକୁ ମଜବୁତ କରିବା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏହି…

ରାଜଧାନୀରେ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୩୧ା୧୦: ରାଜଧାନୀ ଭୁବନେଶ୍ୱରରେ ଲଜ୍ଜା। ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ପୀଡ଼ିତାଙ୍କ ବାନ୍ଧବୀ ନାବାଳିକା ସହ ସମେତ ୫ ଜଣଙ୍କୁ ଗିରଫ କରିଛି ପୋଲିସ। ଏ ନେଇ-ଭୁବନେଶ୍ବର ଡିସିପି ପିନାକ ମିଶ୍ର ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି। ପୀଡ଼ିତାଙ୍କୁ ତାଙ୍କ ବାନ୍ଧବୀ…

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଗାଁରେ ପରିବାର ଲୋକଙ୍କ ସହ ପାଳିବେ ଦୀପାବଳି

କେନ୍ଦୁଝର,୩୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର…

ଫୁଟ୍‌ପାଥରୁ ଦୀପାବଳି ପାଇଁ ପୂଜା ସାମଗ୍ରୀ କିଣିଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ପ୍ରତିବର୍ଷ…

ଭୁବନେଶ୍ୱର,୩୧ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଧର୍ମପତ୍ନୀ ଡ. ପ୍ରିୟଙ୍କା ମାର୍ଣ୍ଡି ଭୁବନେଶ୍ୱରର ୧ ନଂ ହାଟ ପାଖ ଫୁଟ୍‌ପାଥରୁ ଦୀପାବଳି ପାଇଁ ପୂଜା ସାମଗ୍ରୀ କିଣିଛନ୍ତି। ମୁଖ୍ୟମନ୍ତ୍ରୀ ଦୀପ, ଆଖୁ ଏବଂ ନଡ଼ିଆ ଆଦି ସାମଗ୍ରୀ କିଣିଛନ୍ତି।…

ବିଜେଡି ସଜନା ଗଛ ହେଲେ, ଆମେ ସଁବାଳୁଆ କାହିଁକି ଏମିତି କହିଲେ କର୍ପୋରେଟର ଅମରେଶ ଜେନା

ଭୁବନେଶ୍ୱର,୩୧ା୧୦: ଭୁବନେଶ୍ୱର ବିଜେଡିରେ ଥମୁନି କନ୍ଦଳ। ଜଣେ ପରେ ଜଣେ ବିସ୍ଫୋରକ ବୟାନ ଦେଇ ଚର୍ଚ୍ଚାକୁ ଆସୁଛନ୍ତି। ଏବେ ଆଉ ଜଣେ ନେତା ତେର୍ଚ୍ଛାବାଣ ମାରିଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ଅସଲ କଥା ହେଲା କର୍ପୋରେଟର…

ବିଜେଡିକୁ ବାହୁଡିବେ ୨୨ ଭାଜପା ନେତା, ମୁନା ଖାନ୍‌ଙ୍କ ବୟାନକୁ ନେଇ ରାଜନୀତିରେ ବଡ଼ ହଲଚଲ୍‌

ଭୁବନେଶ୍ୱର,୩୧।୧୦: ରାଜ୍ୟ ସଭା ଏମପି ମୁନା ଖାନ୍‌ଙ୍କ ବୟାନ ଏବେ ଓଡ଼ିଶା ରାଜନୀତିରେ କମ୍ପନ ସୃଷ୍ଟି କରିଛି। ଯାହାକୁ ନେଇ ରାଜନୀତି ପୁଣି ସରଗରମ ହୋଇ ଉଠିଛି। ସେ କହିଛନ୍ତି, ବିଜେଡି ଅଳ୍ପ ଦିନ ମଧ୍ୟରେ କ୍ଷମତାକୁ ଫେରିବ। ନିର୍ବାଚନ ପୂର୍ବରୁ…

ମାଛ ଖାଇଦେବାରୁ ରୋଷେୟାଙ୍କୁ ହତ୍ୟା

ଭୁବନେଶ୍ୱର,୩୧ା୧୦: ସୂର୍ଯ୍ୟକାନ୍ତ ବେହେରା): ମାଛ ଖାଇଦେବାରୁ ଜଣେ ରୋଷେୟାଙ୍କୁ ପନିକିରେ ହାଣି ହତ୍ୟା କରାଯାଇଛି। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମାଣା ଛକ ପାଖରେ ଥିବା ଏକ ହୋଟେଲରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ ସୋରଡ଼ା…

ପରକୀୟା ପ୍ରୀତିରୁ ଆନାସ୍ଥେସିଆ ଦେଇ ସ୍ତ୍ରୀଙ୍କୁ ହତ୍ୟା

ଭୁବନେଶ୍ୱର,୩୧ା୧୦(ସତ୍ୟଜିତ୍‌ ରାଉତ): ଦୁଇ ପ୍ରେମିକାଙ୍କ ସହ ଥିବା ପରକୀୟା ପ୍ରୀତି ସମ୍ପର୍କ ମଝିରେ ବାଡ଼ ସାଜିଥିଲେ ସ୍ତ୍ରୀ। ଏଥିପାଇଁ ସ୍ତ୍ରୀଙ୍କୁ ସବୁଦିନ ପାଇଁ ହଟାଇବାକୁ ହୋଇଥିଲା ସୁଚିନ୍ତିତ ଷଡ଼ଯନ୍ତ୍ର। ହତ୍ୟାକାଣ୍ଡ ପାଇଁ ଆନାସ୍ଥେସିଆକୁ କରିଥିଲେ ଅସ୍ତ୍ର। ଭରତପୁର ଥାନା ଅନ୍ତର୍ଗତ ସାମପୁର…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଆସିଲା ୭୧ ଲକ୍ଷର ବାତ୍ୟା ସହାୟତା

ଭୁବନେଶ୍ୱର,୩୧ା୧୦:(ସୁନିତ୍‌ ମିଶ୍ର): ବାତ୍ୟା ‘ଦାନା’ କ୍ଷତିଗ୍ରସ୍ତଙ୍କ ସହାୟତା ଓ ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ପାଇଁ ବୁଧବାର ଲୋକସେବା ଭବନଠାରେ ବିଭିନ୍ନ ସଂସ୍ଥା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଛନ୍ତି। ବାତ୍ୟା ବିପନ୍ନଙ୍କ ସହାୟତା ପାଇଁ ସେମାନଙ୍କ ଠାରୁ…

ଅନ୍ତ୍ୟୋଦୟ କାର୍ଡରେ ଜାଲିଆତି

ଭୁବନେଶ୍ୱର,୩୧ା୧୦(ଅନିଲ ଦାସ): ଅନ୍ତ୍ୟୋଦୟ ଅନ୍ନ ଯୋଜନା (ଏଏଓ୍ବାଇ)ରେ ଜାଲିଆତି ହେଉଛି। ବହୁ ଅଯୋଗ୍ୟ ବ୍ୟକ୍ତି ମାସକୁ ୩୫ କିଲୋ ଚାଉଳ ନେଉଛନ୍ତି। ରାଜ୍ୟରେ ପ୍ରାୟ ୧ ଲକ୍ଷ ହିତାଧିକାରୀ ଏଭଳି କାର୍ଡ ହାତେଇ ମାଗଣାରେ ଚାଉଳ ନେଉଛନ୍ତି। ଆର୍ଥିକ ଅବସ୍ଥା ଭଲ…

ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ

ଭୁବନେଶ୍ୱର,୩୧ା୧୦(ଅନୁରାଧା ମହାରଣା): ଏବେ ବି ଦିନରେ ପ୍ରବଳ ଖରା ଓ ଗରମ ଅନୁଭୂତ ହେଉଛି। ହେଲେ ରାତିରେ କୁହୁଡ଼ି ପଡ଼ିବା ସହ ଥଣ୍ଡା ଲାଗୁଛି। ଧୀରେ ଧୀରେ ରାଜ୍ୟରେ ତାପମାତ୍ରା କମିବା ସହ ଶୀତ ପଡ଼ିବ। ଗୁରୁବାରଠାରୁ ଉତ୍ତର ଭାରତ ପଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?