ମେଟ୍ରୋ

ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ

ଭୁବନେଶ୍ୱର,୩୧ା୧୦(ସୁନିତ୍‌ ମିଶ୍ର): ଯାତ୍ରାରେ ଆଉ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ହେଇପାରିବନାହିଁ। ଖୋଲା ମଞ୍ଚ ଯାତ୍ରାରେ ନାଟକକୁ ନେଇ ଦର୍ଶକଙ୍କ ଭିତରେ କ୍ରେଜ୍‌ ବଢୁଛି। ହେଲେ ନାଟକରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖାଦେଉଥିବାରୁ ଏହାକୁ ନେଇ ବିଭିନ୍ନ ପ୍ରକାର…

ସରକାର ଲଗାଇଲେ କଟକଣା: ଏତିକି ବର୍ଷରୁ କମ୍ ପିଲା ଫୁଟାଇ ପାରିବେନି ବାଣ

ଭୁବନେଶ୍ୱର,୩୦।୧୦: ଦୀପାବଳି ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। କେତେ ସମୟରୁ କେତେ ସମୟ ପର୍ଯ୍ୟନ୍ତ ଏବଂ କେଉଁ ବୟସର ଛୋଟ ପିଲାମାନେ ବାଣ ଫୁଟାଇ ପାରିବେ ସେନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି…

ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୩୦।୧୦: ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ ଥର…

୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ବଡ଼ ଘୋଷଣା, ଏମାନଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୩୦।୧୦: ୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଆସିଲା ବଡ଼ ଖବର। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ…

ନଭେମ୍ବର ପହିଲାରୁ ନୂଆ ରାସନ କାର୍ଡ, ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଏମାନଙ୍କ କଟିଲା ନାଁ…

ଭୁବନେଶ୍ୱର,୩୦।୧୦: ନଭେମ୍ବରରୁ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯଦି ଆପଣ ମଧ୍ୟ ରାସନ କାର୍ଡ ଧାରକ ତେବେ ଆପଣଙ୍କ ପାଇଁ ସାମ୍ନାକୁ ଆସିଛି ବଡ଼ ଖବର। ରାସନ…

ଏହିଦିନ ପାଳୁଛନ୍ତି କି ଦୀପାବଳି, ଲାଗିବ ଦୋଷ!

ଭୁବନେଶ୍ୱର,୩୦।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇ ଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି। ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ ଧାର୍ଯ୍ୟ ହୋଇଛି। କେବଳ ସାଧାରଣ ଲୋକେ ନୁହନ୍ତି, ଚଳିତ ବର୍ଷ ପାଞ୍ଜିକୁ ନେଇ ଦେଖା…

ଅନୁଭୂତ ହେବ ଶୀତ, ପଡ଼ିବ କୁହୁଡ଼ି

ଭୁବନେଶ୍ୱର,୩୦ା୧୦(ଅନୁରାଧା ମହାରଣା): କେନ୍ଦ୍ରୀୟ ଭାରତରେ ବୁଧବାର ସୁଦ୍ଧା ଏକ ଗୁରୁଚାପ ବଳୟ ସକ୍ରିୟ ହୋଇପାରେ। ଏହା ପରଠାରୁ ରାଜ୍ୟ ବାୟୁମଣ୍ଡଳରେ ଗତ କିଛିଦିନ ହେଲା ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହେବ। ଏଥିସହ ନଭେମ୍ବର ଆରମ୍ଭରୁ ରାଜ୍ୟରେ ଶୀତ ବଢ଼ିପାରେ। ସେହିପରି…

ବିଜେଡିରୁ ଇସ୍ତଫା ଦେବା ପରେ ବିସ୍ଫୋରକ ବୟାନ ଦେଲେ ସୁନନ୍ଦା, କହିଲେ ପାଣ୍ଡିଆନ ଡାକିଥିଲେ କିନ୍ତୁ…

ଭୁବନେଶ୍ୱର,୩୦।୧୦: ବିଜେଡିରୁ ଇସ୍ତଫା ଦେବା ପରେ ସୁନନ୍ଦା ଦାସ ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଅଫିସର ମାନେ ବିଜେଡି ଟିକେଟ ବାଣ୍ଟୁଥିଲେ। ଡିଏସ କୁଟ୍ଟେ ଓ ଆଶିଷ ସିଂହଙ୍କୁ ଦେଖା କରିବାକୁ କୁହାଯାଇଥିଲା। ମୁଁ ମଧ୍ୟ ସେମାନଙ୍କୁ ଟିକେଟ ପ୍ରସଙ୍ଗରେ…

ଗୁରୁଚାପ ବଳୟ ସକ୍ରିୟ:ଅନୁଭୂତ ହେବ ଶୀତ, ପଡ଼ିବ କୁହୁଡ଼ି

ଭୁବନେଶ୍ୱର,୩୦ା୧୦(ଅନୁରାଧା ମହାରଣା):କେନ୍ଦ୍ରୀୟ ଭାରତରେ ବୁଧବାର ସୁଦ୍ଧା ଏକ ଗୁରୁଚାପ ବଳୟ ସକ୍ରିୟ ହୋଇପାରେ। ଏହା ପରଠାରୁ ରାଜ୍ୟ ବାୟୁମଣ୍ଡଳରେ ଗତ କିଛିଦିନ ହେଲା ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହେବ। ଏଥିସହ ନଭେମ୍ବର ଆରମ୍ଭରୁ ରାଜ୍ୟରେ ଶୀତ ବଢ଼ିପାରେ। ସେହିପରି ବୁଧବାର…

ଦୀପାବଳି ପାଇଁ ଗାଇଡ୍‌ଲାଇନ୍‌: ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି

ଭୁବନେଶ୍ୱର,୨୯।୧୦: ଦିନକ ପରେ ଆଲୋକର ପର୍ବ ‘ଦୀପାବଳି’। ଏହାକୁ ନେଇ ମଙ୍ଗଳବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ସନ୍ଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ତେବେ ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?