ଭୁବନେଶ୍ୱର ପରେ କଟକରେ ସିମ୍ ବକ୍ସ
ଭୁବନେଶ୍ୱର,୧୯ା୮(ସତ୍ୟଜିତ୍ ରାଉତ): ଓଡ଼ିଶାରେ ବାଂଲାଦେଶୀ ଆତଙ୍କୀଙ୍କ ଗୁମର ଖୋଲିବାରେ ଲାଗିଛି। ଭୁବନେଶ୍ୱର ପରେ କଟକରୁ ମଧ୍ୟ ସିମ୍ ବକ୍ସ ମିଳିଛି। ଏହି ଘଟଣାରେ ବିଦେଶୀ ଲିଙ୍କ୍ ମିଳିଥିବାରୁ କମିଶନରେଟ୍ ପୋଲିସ ଗୁରୁତ୍ୱର ସହ ନେଇ ଅଧିକ ତନାଘନା ଚଳାଇଛି। ଗିରଫ ହୋଇ…
ମଦ ପିଇ ଗାଡ଼ି ଚଳାଇ ଧରାପଡ଼ିଲେ ପୂର୍ବତନ ହକି କ୍ୟାପ୍ଟେନ ପ୍ରବୋଧ ତିର୍କୀ
ଭୁବନେଶ୍ୱର,୧୯।୮(ସତ୍ୟଜିତ ରାଉତ): ପୂର୍ବତନ ହକି କ୍ୟାପ୍ଟେନ ପ୍ରବୋଧ ତିର୍କୀ ଭୁବନେଶ୍ୱରରେ ମଦ୍ୟପାନ କରି ଗାଡ଼ି ଚାଳନା କରିବାବେଳେ କମିଶନରେଟ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେ ଚଳାଉଥିବା କାର୍ (ଓଡି୦୨-ଜେ-୭୫୮୫)କୁ ପୋଲିସ ଜବତ କରିଛି। ଶନିବାର ରାତିରେ ସେଫ୍ ସିଟି ଡ୍ରାଇଭ ଅଭିଯାନରେ…
ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ମୃତ; ୪ ଲକ୍ଷ ଟଙ୍କା ଅନୁକମ୍ପାମୁଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୮: ଆଜି ରାଜ୍ୟର ୫ଟି ଜିଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି…
ଗଣେଶ ପୂଜାରେ ବାଜିବନି ଡିଜେ: ମୂର୍ତ୍ତି ବିକୃତ କଲେ କାର୍ଯ୍ୟନୁଷ୍ଠାନ
ଭୁବନେଶ୍ୱର,୧୮।୮: ସେପ୍ଟେମ୍ବର ୭ରେ ଗଣେଶ ପୂଜା। ଏନେଇ କାରିଗରମାନେ ମୂର୍ତ୍ତି ନିର୍ମାଣ କାମ ଆରମ୍ଭ କରିଦେଇଛନ୍ତି। ହେଲେ ଚଳିତ ପୂଜାରେ ଗଣେଶ ମୂର୍ତ୍ତି ଯେପରି ବିକୃତ ନ ହୁଏ, ସେଥିପ୍ରତି ଗୁରୁତ୍ୱ ଦିଆଯିବ ବୋଲି ପୋଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି।…
ସରକାରଙ୍କ ବଡ଼ ପଦକ୍ଷେପ: ଖୁବ୍ ଶୀଘ୍ର ଦୂର ହେବ ଆଳୁ ସଙ୍କଟ
ଭୁବନେଶ୍ୱର,୧୮।୮: ଓଡ଼ିଶାରେ ଆଳୁ ସଂକଟ ଦୂର ପାଇଁ ସରକାରଙ୍କ ବଡ଼ ପଦକ୍ଷେପ ନେଇଥିବା ସାୂଚନା ଦେଇଛନ୍ତି। ଉତ୍ତରପ୍ରଦେଶରୁ ଟ୍ରେନ୍ରେ ଆଳୁ ଆସିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ୨ଟି ଟ୍ରେନ୍ରେ ଆଳୁ ଆଣିବାକୁ ସରକାର ଯୋଜନା କରୁଛନ୍ତି।…
ସିମ ବକ୍ସ ଜବତ ଘଟଣା: ଧିରେଧିରେ ଖୋଲୁଛି ଗୁମର, ବାଂଲାଦେଶରୁ ଭୁବନେଶ୍ବରକୁ ଆସୁଥିଲା ଟଙ୍କା
ଭୁବନେଶ୍ୱର, ୧୮।୮: ରାଜଧାନୀରୁ ସିମ ବକ୍ସ ଜବତ ହେବା ଘଟଣାରେ ଡିସିପି ପ୍ରତୀକ ସିଂହ ରବିବାରର ପ୍ରେସମିଟ କରିଛନ୍ତି। ସେ କହିଛନ୍ତି, କଟକରେ ସିମ୍ ବକ୍ସ ସେଟ୍ ଅପ ଥିଲା। ଅଭିଯୁକ୍ତ ରାଜୁ ମଣ୍ଡଳ ତଥ୍ୟ ଆଧାରରେ ସବୁଠି ଚଢ଼ାଉ ଚାଲିଛି।…
ଖୁବ୍ ଶୀଘ୍ର ରତ୍ନଭଣ୍ଡାର ଖାଲି ହୋଇ ହେବ ଗଣତି, ଭକ୍ତଙ୍କ ଗହଳି ଓ ଭିଡ଼ ନିୟନ୍ତ୍ରଣ ପାଇଁ…
ଭୁବନେଶ୍ୱର,୧୮।୮: ଖୁବ୍ ଶୀଘ୍ର ରତ୍ନ ଭଣ୍ଡାର ଖାଲି ହେବ। ରତ୍ନଭଣ୍ଡାରରେ ଥିବା ବାକ୍ସ, ଆଲମିରା ସ୍ଥାନାନ୍ତର ପାଇଁ ସରକାରୀ ଅନୁମତି ମିଳିସାରିଛି। ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି ସାଙ୍ଗକୁ ଅଳଙ୍କାର ଗଣତି, ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…
ପୁଣି ଏକ ଲଘୁଚାପ: ଏସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୮।୮: ଉତ୍ତର ବଙ୍ଗୋପସାଗର ଓ ଆଖପାଖରେ ଲଘୁଚାପ ସକ୍ରିୟ ରହିଛି । ଆଗାମୀ ୨ ଦିନ ଭିତରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଲୋ ପ୍ରେସରର ରୂପ ନେବାପରେ ବାଂଲାଦେଶ ଉପକୂଳ ମୁହାଁ ହେବ। ଏହାର ପ୍ରଭାବରେ ରାଜ୍ୟର କିଛି…
ପାଣ୍ଡିଆନଙ୍କ ହେଲିକପ୍ଟର ବୁଲାର ତଦନ୍ତକୁ ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ, କହିଲେ ମୁଁ କହିଛି ମାନେ…
ଭୁବନେଶ୍ୱର,୧୮ା୮: ବିଜେଡି ନେତା ତଥା ପୂର୍ବତନ ୫-ଟି ସଚିବ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତର ତୁରନ୍ତ ରିପୋର୍ଟ ଆସିବ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ପାଣ୍ଡିଆନ ତାଙ୍କ ବ୍ୟକ୍ତିଗତ କାର୍ଯ୍ୟରେ ହେଲିକପ୍ଟରରେ ବୁଲିବା ଅଭିଯୋଗ ହୋଇଥିଲା। ଏନେଇ…
ଜୁଏଲ ଓରାମଙ୍କ ସ୍ତ୍ରୀଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏହା ଆମ ପାଇଁ …
ଭୁବନେଶ୍ୱର,୧୮ା୮: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀଙ୍କ ଦେହାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶେଷ ଦର୍ଶନ କରିଛନ୍ତି। ତାଙ୍କ ସହିତ ମନ୍ତ୍ରିମଣ୍ଡଳ ସଦସ୍ୟ ଓ ଅନ୍ୟ ବ୍ୟକ୍ତି ବିଶେଷ ମଧ୍ୟ ଶେଷ ଦର୍ଶନ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ…
କାନ୍ଦି କାନ୍ଦି ସ୍ତ୍ରୀଙ୍କୁ ଶେଷ ବିଦାୟ ଜଣାଇଲେ ଜୁଏଲ, କହିଲେ ମୋ’ ରାଜନୈତିକ ଜୀବନରେ ବହୁତ…
ଭୁବନେଶ୍ୱର,୧୮ା୮: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ ଶନିବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡେଙ୍ଗୁ ରୋଗରେ ଆକ୍ରାନ୍ତ…
କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀଙ୍କ ପରଲୋକ
ଭୁବନେଶ୍ୱର,୧୮ା୮: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ ଶନିବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡେଙ୍ଗୁ ରୋଗରେ ଆକ୍ରାନ୍ତ…
Archives


