ସାବତ ପୁଅକୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ
ଭୁବନେଶ୍ୱର,୨।୯: ସାବତ ପୁଅକୁ ହତ୍ୟା କରିଥିବା ପିଶାଚ ବାପାକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଅତିରିକ୍ତ ଜିଲ୍ଲା ଜଜ୍। ମାର୍ଚ୍ଚ ୧୧, ୨୦୧୯ ରେ ରାଜଧାନୀ ମଞ୍ଚେଶ୍ୱର ଅଂଚଳର ମୁଣ୍ଡାସାହି ବସ୍ତିରେ ଏହି ହତ୍ୟାକାଣ୍ଡ ଘଟିଥିଲା। ପୋଲିସ ପାଖରୁ ମିଳିଥିବା ସୂଚନା…
ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡ଼ିଛି ୨ ଲକ୍ଷ ୫ ହଜାର ପଦବୀ: ଶିକ୍ଷା, ସ୍ୱାସ୍ଥ୍ୟରେ ସର୍ବାଧିକ
ଭୁବନେଶ୍ୱର,୨।୯: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨ ଲକ୍ଷ ୫ ହଜାର ପଦବୀ ଖାଲି ପଡିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ମୋଟ କର୍ମଚାରୀ ସଂଖ୍ୟା ୫ ଲକ୍ଷ ୯୬ ହଜାର ଥିବା…
ଏହି ଦିନ ଓଡ଼ିଶା ଆସି ‘ସୁଭଦ୍ରା’ ଟଙ୍କା ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର,୨।୯: ବହୁଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା ଟଙ୍କା ବାଣ୍ଟିବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ଅର୍ଥାତ୍ ନିଜ ଜନ୍ମଦିନରେ ଓଡ଼ିଶା ଗସ୍ତରେ ଆସିବେ ବୋଲି…
ଉନ୍ମୋଚନ ହେଲା ‘ସୁଭଦ୍ରା ପୋର୍ଟାଲ’: ମିଳିବ ‘ସୁଭଦ୍ରା ଯୋଜନା’ର ସବୁକିଛି ସୂଚନା
ଭୁବନେଶ୍ୱର,୨।୯: ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ http://subhadra.odisha.gov.in…
ମହାପ୍ରଭୁଙ୍କ ଦର୍ଶନ କରି ଭାବବିହ୍ବଳ ହେଲେ ଆର୍ ବି ଆଇ ଗଭର୍ନର, କହିଲେ …
ଭୁବନେଶ୍ୱର,୨।୯: ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ( ଆର୍ ବି ଆଇ) ଗଭର୍ନର ଶକ୍ତିକାନ୍ତ ଦାସ। ଏହି ଅବସରରେ ସେ ପୁରୀ ଯାଇ ହାପ୍ରଭୁଙ୍କ ଦର୍ଶନକରିଛନ୍ତି। ତାଙ୍କ ସହିତ ତାଙ୍କ ସହଧର୍ମିଣୀ ମଧ୍ୟ ରହିଛନ୍ତି। ଉଭୟ ମହାପ୍ରଭୁଙ୍କ…
ଓଡ଼ିଶାରେ ପ୍ରତିଷ୍ଠା ହେବ ନାହିଁ କି ହାଇକୋର୍ଟ ବେଞ୍ଚ, କାହିଁକି ଏମିତି କହିଲେ….
ଭୁବନେଶ୍ୱର,୨।୯: ଓଡ଼ିଶାରେ ପ୍ରତିଷ୍ଠା ହୋଇ ନ ପାରେ ହାଇକୋର୍ଟ ବେଞ୍ଚ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତରରେ ଏହା ସ୍ପଷ୍ଟ କରିଛନ୍ତି । କହିଛନ୍ତି, ସୁପ୍ରିମକୋର୍ଟ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓ କୌଣସି ସ୍ଥାନରେ…
ତାଳ ନେଲା ଛୁଆହାତୀର ଜୀବନ, ଜାଣନ୍ତୁ କିପରି..
ଭୁବନେଶ୍ବର,୨।୯: ବଲାଙ୍ଗୀର ଜିଲା ଦେଓଗାଁରୁ ଏକ ଅସୁସ୍ଥ ଛୁଆ ହାତୀକୁ ଭୁବନେଶ୍ୱରସ୍ଥିତ ଚନ୍ଦକା ହାତୀ ଅଭୟାରଣ୍ୟକୁ ଆଣାଯାଇ ଚିକିତ୍ସା କରାଯାଉଥିଲା। ହେଲେ ଚିକିତ୍ସିତ ଅବସ୍ଥାରେ ହାତୀଛୁଆର ମୃତ୍ୟୁ ଘଟିଥିଲା। ସୋମବାର ହାତୀ ଛୁଆର ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ରିପୋର୍ଟରେ ହାତୀ ଛୁଆ…
୩ ବର୍ଷରେ ୧୭ ୭୫୮ ଆତ୍ମହତ୍ୟା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୯: ସୋମବାର ଅନୁଷ୍ଠିତ ବିଧାନସଭାର ପ୍ରଶ୍ନ କାଳରେ ବିଧାୟକ ଧ୍ରୁବ ସାହୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରାଜ୍ୟରେ ଆତ୍ମହତ୍ୟା ଘଟଣା ସମ୍ପର୍କରେ ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟରେ ୩ ବର୍ଷରେ ମୋଟ ୧୭ ହଜାର ୭୫୮ ଆତ୍ମହତ୍ୟା…
ନବୀନ ପଟ୍ଟନାୟକଙ୍କ ଅଞ୍ଚଳରେ ୨୪ ବର୍ଷରେ ଘଟିଛି ୧୦୦ ହତ୍ୟା, କହିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୯:ବିଧାନସଭା ଆରମ୍ଭରେ ସେମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ପରେ ଶୂନ୍ୟ କାଳରେ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଉତ୍ତର ରଖିଛନ୍ତି। ସେ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଞ୍ଚଳରେ ଘଟିଛି ଶହେ ହତ୍ୟା। ହିଞ୍ଜିଳି…
ପୋଲିସ ଇନ୍ସପେକ୍ଟର ପରିଚୟ ଦେଇ ୩ଜଣଙ୍କୁ ବିବାହ, ଶାରୀରିକ ସମ୍ପର୍କ ରଖିବା ସହ ଲୁଟୁଥିଲେ ଟଙ୍କା
ଭୁବନେଶ୍ୱର,୨ା୯(ସୂର୍ଯ୍ୟକାନ୍ତ ବେହେରା): ପୋଲିସ ଇନ୍ସପେକ୍ଟର ପରିଚୟ ଦେଇ ଯୁବତୀମାନଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରୁଥିଲେ। ଶାରୀରିକ ସମ୍ପର୍କ ରଖିବା ସହ ସେମାନଙ୍କଠାରୁ ଟଙ୍କା ଠକି ନେଉଥିଲେ। ଏଭଳି ଜଣେ ନକଲି ଇନ୍ସପେକ୍ଟରଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତ…
ବିଧାନସଭାରେ ସୁଭଦ୍ରା ଝଡ଼: ବିଜେଡି କହିଲା ସବୁ ମହିଳାଙ୍କୁ…
ଭୁବନେଶ୍ୱର,୨।୯: ବିଧାନସଭା ଆରମ୍ଭରେ ସୋମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ପ୍ରତିଶ୍ରୁତି ପାଳନ ହୋଇ ନ ଥିବା ଅଭିଯୋଗରେ ଏହି ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ…
ବାଘଛାଲ ରାକେଟରେ ଯବାନ
ଭୁବନେଶ୍ୱର,୨ା୯(ସୂର୍ଯ୍ୟକାନ୍ତ ବେହେରା): ବାଘ ଛାଲ ବିକ୍ରି ପାଇଁ ରାଜଧାନୀ ଉପକଣ୍ଠ ତମାଣ୍ଡୋ ଥାନା ଅନ୍ତର୍ଗତ କାଶୀପୁରରେ ଚାଲିଥିଲା ଡିଲ୍। ଗ୍ରାହକ ବେଶରେ ଚଢ଼ାଉ କରି ସମ୍ପୃକ୍ତ ରାକେଟକୁ ଧରିଛି ବନ ବିଭାଗ। ଏହି ଅପରେଶନରେ ଜଣେ ଯବାନଙ୍କ ସମେତ ମୋଟ ୭ଜଣଙ୍କୁ…
Archives


