ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର,୧୬ା୮: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ୧୧ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ପ୍ରବଳ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏନେଇ ଖୋର୍ଦ୍ଧା,…
ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ବର୍ଜନ କଲା ବିଜେଡି
ଭୁବନେଶ୍ୱର, ୧୫।୮: ନିର୍ବାଚିତ ବିଧାୟକ ଥିବାରୁ ସେମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ବା ଦିଗଦର୍ଶନ କାର୍ଯ୍ଯକ୍ରମକୁ ବର୍ଜନ କରିବ ବିଜେଡି। କାର୍ଯ୍ଯକ୍ରମରେ ଯୋଗ ନ ଦେବାକୁ ବିଜେଡି ନିଷ୍ପତ୍ତି ନେଇଛି। ଏନେଇ ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ…
୨୪ ଘଣ୍ଟାରେ ଆଉ ଏକ ଲଘୁଚାପ: ଏସବୁ ଜିଲାକୁ ସତର୍କ
ଭୁବନେଶ୍ୱର,୧୫।୮: ପୁଣି ବର୍ଷା ବଢ଼ିବ । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୦…
ମୁଖ୍ୟମନ୍ତ୍ରୀ ଅଭିଭାଷଣକୁ କଟାକ୍ଷକଲେ ଲେନିନ ମହାନ୍ତି, କହିଲେ ଶସ୍ତା ବକ୍ତବ୍ୟରୁ…
ଭୁବନେଶ୍ୱର,୧୫।୮: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଭାଷଣକୁ ନେଇ କଟାକ୍ଷ କରିଛନ୍ତି ବିଜେଡି ମିଡ଼ିଆ ସଂଯୋଜକ ଲେନିନ ମହାନ୍ତି। ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ଦଳୀୟ ଆଭିମୁଖ୍ୟରୁ ଊଦ୍ଧର୍ବରେ ରହିବା ଆବଶ୍ୟକ। ଗୋଟେପଟେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଜପା ସରକାର ଏବେ ବାଲ୍ୟାବସ୍ଥାରେ ଅଛି।…
ଆଡପ ବିଜେବେଳେ ପଡିଗଲେ ବଡ଼ ଠାକୁର, ତଦନ୍ତରୁ ଜଣାପଡିଲା ସାଂଘାତିକ କାରଣ
ଭୁବନେଶ୍ୱର,୧୫।୮: ଆଡପ ବିଜେବେଳେ ଚାରମାଳ ଉପରେ ମୁହଁମାଡି ପଡିଯାଇଥିଲେ ବଡଠାକୁର। ଯାହାକୁ ନେଇ କେବଳ ସାରା ରାଜ୍ୟରେ ନୁହେଁ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଥିଲା। ତେବେ ଏହି ଅଘଟଣ ପଛର କାରଣ ଜଣାପଡିଛି। ଆବଶ୍ୟକଠାରୁ ଅଧିକ ସଂଖ୍ୟକ ସେବକ ରଥରେ…
ହକି ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ…
ଗାନ୍ଧୀମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ପ୍ରଥମ ସମ୍ବୋଧନ, ବଡ଼ ସ୍ବପ୍ନ ଦେଖାଇବିନି…
ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ…
ଗାନ୍ଧୀମାର୍ଗରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ…
‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୮(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଅଭିଯାନ ଆମ ସମସ୍ତଙ୍କୁ ଦେଶପ୍ରେମର ସୂତ୍ରରେ ବାନ୍ଧି ରଖିବାରେ ସଫଳ ହେଉଛି। ସ୍ବାଧୀନତା…
ଡେଙ୍ଗୁ ଟିକା ପାଇଁ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଆରମ୍ଭ
ଭୁବନେଶ୍ୱର, ୧୫ା୮(ଅସମାପିକା ସାହୁ): ଇଣ୍ଡିଆନ କାଉନ୍ସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍ଆର୍) ଏବଂ ପାନାସିଆ ବାୟୋଟେକ୍ ଭାରତରେ ଡେଙ୍ଗୁ ଟିକା ପାଇଁ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଆରମ୍ଭ କରିଛନ୍ତି। ପାନାସିଆ ବାୟୋଟେକ ଦ୍ୱାରା ବିକଶିତ ହୋଇଥିବା ଭାରତର ସ୍ବଦେଶୀ ଟେଟ୍ରାଭାଲେଣ୍ଟ ଡେଙ୍ଗୁ…
ବ୍ଲାକ୍ରୋଜ୍ ତଦନ୍ତ ହେବ
ଭୁବନେଶ୍ୱର,୧୫।୮(ଅନିଲ ଦାସ): ଦୀର୍ଘ ୧୫ବର୍ଷ ପରେ ପୁଣି ବହୁଚର୍ଚ୍ଚିତ ବ୍ଲାକ୍ରୋଜ ଜାହାଜ ବୁଡ଼ି ଘଟଣାର ଗୁମର ଖୋଲିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପୂର୍ବରୁ ଏହି ଘଟଣାର ତଦନ୍ତ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା(ସିବିଆଇ) ଦ୍ୱାରା କରିବାକୁ ଜାହାଜ ଚଳାଚଳ ମନ୍ତ୍ରଣାଳୟ ପ୍ରସ୍ତାବ…
ରାଜ୍ୟରେ ବିଶୃଙ୍ଖଳା ସୃଷ୍ଟି କରିବାକୁ ଚାହୁଁଛନ୍ତି ନବୀନ: ଭାଜପା
ଭୁବନେଶ୍ୱର,୧୫।୮(ସୁନିତ୍ ମିଶ୍ର): ଦୀର୍ଘ ୨୪ ବର୍ଷ ଶାସନ କ୍ଷମତାରେ ରହି ନବୀନବାବୁ ଓଡ଼ିଆ ଓ ରାଜ୍ୟବାସୀଙ୍କ ସହ ଖେଳ ଖେଳିଆସିଲେ। ଓଡ଼ିଆ ଅସ୍ମିତାର ଧଜିଆ ଉଡ଼ାଇଲେ। ବର୍ତ୍ତମାନ ବିଜେଡି ଓଡ଼ିଆ ଅସ୍ମିତା ସମ୍ପର୍କରେ ସମାଲୋଚନା କରିବା ହାସ୍ୟାସ୍ପଦ ଏବଂ ଦୁର୍ଭାଗ୍ୟଜନକ। ସରକାରରେ…
Archives


