ମେଟ୍ରୋ

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା। ତାରିଖ ବଦଳିବା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି। RI…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି ସୁପ୍ରିମକୋର୍ଟ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର ଓ ବରଗଡ଼ର ଅଳ୍ପ ଅଂଶ, ନବରଙ୍ଗପୁର ଓ ଝାରସୁଗୁଡ଼ାର କିଛି ଅଂଶ, କଳାହାଣ୍ଡି,…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ ହୋଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଏହି ବିଦ୍ୟାଳୟଗୁଡ଼ିକ ପରିମଳ,…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏକ ଉଚ୍ଚସ୍ତରୀୟ ବୈଠକ କରିଥିବା ସୂଚନା ମିଳିଛି। ବୈଠକରେ…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ଏହି ସଂଶୋଧିତ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ମଧ୍ୟ…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର ୩ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି ହୋଇଥିବା ଆବେଦନକୁ ମଧ୍ୟ ବାଚସ୍ପତି…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି ନେଇଥିବା ଅଭିଯୋଗରେ ଜଣେ ସରକାରୀ ଡାକ୍ତରଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଡାକ୍ତର…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି, ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ମୋ ପୁତୁରାଙ୍କ ନାଁ ଆସୁଥିଲା, ପୋଲିସ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ) କଟ୍‌-ଅଫ ମାର୍କ ୯୪.୫୦% ରହିଥିବା ବେଳେ ଫିଜିକ୍ସରେ ୯୬.୫୦%, ଜୁଲୋଜିରେ ୯୪.୮୩% ରହିଛି।…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମୃତକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?