ମେଟ୍ରୋ

ଏହା କେବଳ ମାତ୍ର ଟ୍ରେଲର, ଆଗକୁ ଫିଲ୍ମ ଅଛି ବାକି: କାହିଁକି ଏମିତି କହିଲେ ମନମୋହନ

ଭୁବନେଶ୍ୱର,୩୦।୬:ଗତ ନିର୍ବାଚନରେ ଓଡ଼ିଶାରେ ଜବରଦସ୍ତ ବିଜୟ ପରେ ରବିବାର ଭୁବନେଶ୍ୱରରେ ଭାଜପାର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଦଳ ପକ୍ଷରୁ ନବନିର୍ବାଚିତ ବିଧାୟକ ଓ ଏମ୍‌ପିଙ୍କୁ ଦଳ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଭାଜପା ରାଜ୍ୟ ସଭାପତି...

ମୋହନ ସରକାରଙ୍କୁ ପ୍ରଶଂସାରେ ପୋତିପକାଇଲେ ଧର୍ମେନ୍ଦ୍ର: କହିଲେ, ଓଡ଼ିଶାରେ ଚାଲିଛି…

ଭୁବନେଶ୍ୱର,୩୦।୬: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ଦ୍ୱାରା ଆୟୋଜିତ ଏକ ସମାରୋହରେ ମୋହନ ମାଝି ସରକାରଙ୍କୁ ପ୍ରଶଂସା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଏହି ସରକାର...

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ୱର,୩୦ା୬: ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରମନୋଜ ଆହୁଜା ରବିବାର ଅପରାହ୍ନରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବତନ ମୁଖ୍ୟ ଶାସନ...

ଜନାଦେଶକୁ କେବେ ଚୋରି କରାଯାଇପାରିବ ନାହିଁ

୨୦୨୪ ସାଧାରଣ ନିର୍ବାଚନରେ ଖୁବ୍‌ କମ୍‌ ସମୟ ଲାଗି ଓଡ଼ିଶା ଭାଜପାର ଦାୟିତ୍ୱ ନେଇ ରାଜ୍ୟରେ ଦଳକୁ ସରକାର ଗଠନ କରିବା ଦିଗରେ କାର୍ଯ୍ୟ କରିଥିଲେ ରାଜସ୍ଥାନ ଅଲ୍‌ଓ୍ବାର ଲୋକ ସଭା ଏମ୍‌ପି ଭୂପେନ୍ଦ୍ର ଯାଦବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ନଡ୍ଡାଙ୍କୁ ଭେଟିବା ପରେ ଓଡ଼ିଶା ପାଇଁ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ହେବ…

ଭୁବନେଶ୍ୱର,୨୯ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା ଶନିବାର ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମାଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସମାଧିରେ...

ସେନା ଟ୍ୟାଙ୍କର ଭାସି ୫ ଯବାନ ଶହୀଦ ହେବା ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୬: ଲଦାଖରେ ସମରାଭ୍ୟାସ ଚାଲିଥିବା ବେଳେ ଏକ ନଦୀରେ ସେନା ଟ୍ୟାଙ୍କ ଭାସିଯିବାରୁ ସେନାର ୫ ଯବାନଙ୍କ ଶହୀଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶର...

ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି କ୍ୟାମେରା: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୯।୬: ଓଡ଼ିଶାର ସମସ୍ତ ମଣ୍ଡିରେ ସିସିଟିଭି କ୍ୟାମେରା ଲଗାଯିବ ବୋଲି ଖାଦ୍ୟ ଯୋଗାଣ ତଥା ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପତ୍ର ସୂଚନା ଦେଇଛନ୍ତି। ସେହିପରି ଧାନ ପରିବହନରେ ନିୟୋଜିତ ସମସ୍ତ ଗାଡ଼ିରେ ଜିପିଏସ୍ ଲଗାଯିବ ବୋଲି ମନ୍ତ୍ରୀ...

ଏହି ଦିନଠୁ ଅଭିଯୋଗ ଶୁଣିବ ବିଡିଏ

ଭୁବନେଶ୍ୱର,୨୯ା୬: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଜୁଲାଇ ୧ (ସୋମବାର)ଠାରୁ ଅଭିଯୋଗ ଶୁଣାଣି ଆରମ୍ଭ କରିବ। ଏହି ଶୁଣାଣି ପ୍ରତି ସୋମବାର (ସରକାରୀ ଛୁଟି ଦିନବ୍ୟତୀତ) ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ୩୦ ମଧ୍ୟରେ ହେବ। ସୂଚନାଯୋଗ୍ୟ, ପୂର୍ବରୁ ପ୍ରତି...

ଅଣ ଓଡ଼ିଆ ଅଫିସର ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ କରିବା ପଛରେ କ’ଣ ରହିଛି ବଡ଼ କାରଣ? ଜାଣନ୍ତୁ…

ଭୁବନେଶ୍ୱର,୨୯।୬: ଓଡ଼ିଶାରେ ନୂଆ ଭାଜପା ସରକାରଙ୍କ ପକ୍ଷରୁ ଶୁକ୍ରବାର ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି। ଏହାଛଡ଼ା ତାଙ୍କୁ ସାଧାରଣ ପ୍ରଶାସନିକ ବିଭାଗର ସଚିବ ଦାୟିତ୍ୱ ମଧ୍ୟ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଲକ୍ଷ୍ମୀ ବସ୍‌ ନାଁ ବଦଳାଯାଇ ରଖାଯିବ ଏହି ନାଁ

ଭୁବନେଶ୍ୱର,୨୯।୬: ଲକ୍ଷ୍ମୀ ବସ୍‌ ନାଁକୁ ନେଇ ବଡ଼ ଅପ୍‌ଡେଟ ସାମ୍ନାକୁ ଆସିଛି। ଲକ୍ଷ୍ମୀ ବସ୍‌ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍‌ ସେବା...

ଅବ୍ୟବସ୍ଥାରେ ବିଜେବି ସଙ୍ଗୀତ ବିଭାଗ

ଭୁବନେଶ୍ୱର,୨୯।୬(ଅନୁରାଧା ମହାରଣା): ବକ୍ସି ଜଗବନ୍ଧୁ ବିଦ୍ୟାଧର (ବିଜେବି) ସ୍ବୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ବିଭାଗରେ ନାନା ସମସ୍ୟାକୁ ନେଇ ଛାତ୍ର ଅସନ୍ତୋଷ ଲାଗିରହୁଛି। ତେବେ ଯୁକ୍ତ୩ ସଙ୍ଗୀତ ବିଭାଗରେ ଅବ୍ୟବସ୍ଥା ସବୁଠୁ ବଳିଯାଇଛି। ପ୍ରଥମବର୍ଷରେ ନାମଲେଖା ଠାରୁ ଏ ପର୍ଯ୍ୟନ୍ତ ପାଠପଢ଼ା...

ତଦନ୍ତ ହେଉ, ସତ ଆପେ ଜଣାପଡ଼ିବ: ମନ୍ତ୍ରୀ ସମ୍ପଦ ସ୍ବାଇଁ

ଭୁବନେଶ୍ୱର, ୨୮।୬(ସୁନିତ୍‌ ମିଶ୍ର): ଭୁବନେଶ୍ୱର ସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇସେନ୍ସ (କିସ୍‌)ର ଜଙ୍ଗଲ ଜମି କିସମ ପରିବର୍ତ୍ତନ ନେଇ କିଛି କାର୍ଯ୍ୟାନୁଷ୍ଠାନ ହେବ କି ବୋଲି ରାଜ୍ୟ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କୁ ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri