ମେଟ୍ରୋ

ଭୁବନେଶ୍ୱର ଏୟାରପୋର୍ଟରେ ବୁଲୁଛି ବାଘ, ଲୋକେ ଆତଙ୍କିତ

ଭୁବନେଶ୍ୱର,୨୬।୧୦: ରାଜଧାନୀରେ ବାଘ ଆତଙ୍କ। ମଝି ରାସ୍ତାରେ ରାଜଧାନୀ ଛାତି ଉପରେ ବାଘକୁ ଦେଖି ଲୋକେ ଛାନିଆ। ଭୁବନେଶ୍ୱର ବିମାନବନ୍ଦରରେ ବୁଲୁଛି ବାଘ। ଏୟାରପୋର୍ଟ ନିକଟ ଡମ୍ପିଂ ୟାର୍ଡରେ ବାଘ ଦେଖାଯିବା ନେଇ ସୂଚନା ମିଳିଛି। ବାଘକୁ ବିମାନବନ୍ଦରରେ ଦେଖି ସାଧାରଣ…

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୦: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି ଅଞ୍ଚଳରେ ପାଣି ଜମିଥିବା ଖବର ଆସିଛି। ବର୍ଷା ଯୋଗୁ ବୁଢ଼ାବଳଙ୍ଗରେ ପାଣି ବଢ଼ିଛି, ବିପଦ…

ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ…

‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ଯୋଗଦେଲେ ବିଶିଷ୍ଟ ସାମ୍ବାଦିକ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ପ୍ରେସ୍‌ କ୍ଲବ୍‌ରେ ଶନିବାର ‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ ଶୀର୍ଷକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏଡିଟର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆ (ଇଜିଆଇ) ଏବଂ ପ୍ରେସ୍‌ କ୍ଲବ୍‌ ଅଫ୍‌ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି…

ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୬।୧୦: ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ ପରିଦର୍ଶନ କରି ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ। ଏହାପରେ ଅପରାହ୍ନରେ ଲୋକସେବା…

ଧର୍ମେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଏବେ…

ଭୁବନେଶ୍ୱର, ୨୬।୧୦(ସୁନିତ୍‌ ମିଶ୍ର):ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ତା’ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁ…

ଗଣମାଧ୍ୟମକୁ ନିୟନ୍ତ୍ରଣ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ: ପରଞ୍ଜୟ

ବରିଷ୍ଠ ସାମ୍ବାଦିକ ପରଞ୍ଜୟ ଗୁହା ଠାକୁର୍ତ୍ତା ନିଜ ସାଢ଼େ ୪ ଦଶନ୍ଧିର କ୍ୟାରିୟର ଭିତରେ ଅନେକ ଛାପା ଓ ଇଲେକ୍ଟ୍ରୋନିକ୍‌ ଗଣମାଧ୍ୟମରେ କାର୍ଯ୍ୟ କରିଛନ୍ତି। ଓ୍ବେବ୍‌ସାଇଟ୍‌ଠୁ ନେଇ ରେଡିଓ, ପୋଡ୍‌କାଷ୍ଟ ଏବଂ ମ୍ୟୁଜିକ୍‌ ଭିଡିଓଠାରୁ ବୃତ୍ତଚିତ୍ର ସିନେମା ପର୍ଯ୍ୟନ୍ତ ସେ ନିଜ…

ଆଜି ୫ ଜିଲାରେ ସ୍କୁଲ ଛୁଟି:ଜାଣନ୍ତୁ କେଉଁ କେଉଁ ଜିଲା…

ଭୁବନେଶ୍ୱର,୨୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ବାତ୍ୟା ପାଇଁ ୩ଦିନ ସ୍କୁଲ ବନ୍ଦ ରହିଥିଲା। ଶନିବାର ସ୍କୁଲ ଖୋଲୁଛି। ମାତ୍ର ବର୍ଷା ଲାଗି ରହିଥିବାରୁ ରାଜ୍ୟର ୫ ଜିଲାରେ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱରର ଆକଳନ ଅନୁଯାୟୀ, ଶନିବାର…

ଅଭିବ୍ୟକ୍ତି ସ୍ବାଧୀନତାକୁ ସଂକୁଚିତ କରୁଛି ଆଇନ: ଅନନ୍ତ ନାଥ

ସାମ୍ବାଦିକତା ଜଗତରେ ଜଣାଶୁଣା ବ୍ୟକ୍ତିତ୍ୱ ଅନନ୍ତ ନାଥ ୨୦୧୦ରେ ‘ଦି କାରାଭାନ’ ପତ୍ରିକା ପୁନଃ ଆରମ୍ଭ କରିଥିଲେ। ତାଙ୍କ ସମ୍ପାଦନାରେ ବାସ୍ତବ କାହାଣୀଗୁଡ଼ିକର ବ୍ୟାଖ୍ୟାନ ଏହି ପତ୍ରିକାକୁ ରୁଦ୍ଧିମନ୍ତ କରିଛି। ଆଇଆଇଏମ୍‌ ଲକ୍ଷ୍ନୌରୁ ଏମ୍‌ବିଏ ଶିକ୍ଷାଲାଭ ପରେ ଅନନ୍ତ ନ୍ୟୁୟର୍କସ୍ଥିତ କଲମ୍ବିଆ…

୨୯ରୁ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୬ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ…

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦: ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି ବାତ୍ୟା ‘ଦାନା’। ଉତ୍ତର ଓଡ଼ିଶାରେ ସକ୍ରିୟ ଥିବାରୁ ପ୍ରଭାବରେ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି। ଆଗାମୀ ୧୨ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ସମ୍ଭାବନା ରହିଛି। ଏହା ପ୍ରଭାବରେ ଉତ୍ତର ଉପକୂଳ…

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ ବାତ୍ୟାର ଭୟ ଟଳି ନାହିଁ। ଚାଇନା ସାଗର ଉପକୂଳରେ ଆଉ ଏକ ବାତ୍ୟାର ସମ୍ଭାବନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?