ରାଜ୍ୟ ସରକାରଙ୍କୁ ଜମି ଓ ଅର୍ଥ ମାଗିବା ଛଡ଼ା କେନ୍ଦ୍ର ସରକାର ଆଉ କିଛି କରିନାହାନ୍ତି : ବିଜେଡି
ଭୁବନେଶ୍ୱର, ୧୧।୮(ଅନିଲଦାସ): ଗତ ୮ ବର୍ଷ ମଧ୍ୟରେ ଓଡ଼ିଶା ପାଇଁ କୌଣସି ନୂଆ ରେଳଲାଇନ ମଞ୍ଜୁର ହୋଇନାହିଁ। କିଛି ପ୍ରକଳ୍ପ ବଜେଟରେ ମଞ୍ଜୁରୀ ପାଇ ମଧ୍ୟ କେନ୍ଦ୍ର ସରକାର ଶୀତଳଭଣ୍ଡାରରେ ରଖି ଦେଇଛନ୍ତି। ଅଣଭାଜପା ଶାସିତ ରାଜ୍ୟ ପ୍ରତି କେନ୍ଦ୍ର ସରକାର…
ଅଗଷ୍ଟ ୧୫ରେ ସୁଭଦ୍ରା ଯୋଜନା ପାଇଁ ଆସିବ ଏସ୍ଓପି, ଜାଣନ୍ତୁ ଏଥିରୁ କେଉଁମାନେ ପଡ଼ିବେ ବାଦ୍
ଭୁବନେଶ୍ୱର,୧୦ା୮: ଆସନ୍ତା ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସୁଭଦ୍ରା ଯୋଜନା ପାଇଁ ଏସ୍ଓପି ଆସିବ। ଏହି ଯୋଜନାରେ କିଏ ପାଇବେ, କିଏ ପାଇବେନି, ତାର ସ୍ପଷ୍ଟ ଚିତ୍ର ରହିବ। ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡ ହିଁ ଯଥେଷ୍ଟ। ତେବେ ଉଚ୍ଚ…
ପୂର୍ତ୍ତବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୦ା୮: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ୧୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ରଥଙ୍କୁ ଦୁର୍ନୀତି…
ଶସ୍ତା ହେଲା ଆଳୁ; ୧୦୦ ଟଙ୍କାରେ ମିଳୁଛି ତିନି କେଜି
ଭୁବନେଶ୍ୱର,୧୦ା୮: ଓଡ଼ିଶାରେ ସୃଷ୍ଟି ହୋଇଥିବା ଆଳୁ ସଙ୍କଟ ମଧ୍ୟରେ ଗ୍ରାହକମାନେ ଶନିବାର ରାଜଧାନୀ ଭୁବନେଶ୍ୱରରେ ତାଜା ଆଳୁ ଅଧିକ ସୁଲଭ ମୂଲ୍ୟରେ ବିକ୍ରି ହୋଇଛି। ରାଜ୍ୟରେ ଆସିଥିବା ନୂତନ ଷ୍ଟକ୍ ଯୋଗୁଁ ଆଳୁ ତିନି କିଲୋଗ୍ରାମରେ ୧୦୦ ଟଙ୍କାରେ ଉପଲବ୍ଧ ହେବ…
ଭାଜପା ଉପରେ ବର୍ଷିଲେ ପ୍ରମିଳା: କହିଲେ ଆଳୁ ସମସ୍ୟାକୁ ସମାଧାନ କରିବାକୁ ଏ ସରକାର ନୁହେଁ…
ଭୁବନେଶ୍ୱର,୧୦।୮: ରାଜ୍ୟରେ ଆଳୁ ସମସ୍ୟା ଲାଗି ରହିଥିବା ବେଳେ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ଏବେ ରାଜ୍ୟରେ ଆଳୁ ଆମଦାନୀକୁ ନେଇ ଦୂରାବସ୍ଥା ଜାରି ଥିବାବେଳେ ଯୋଗାଣ ମନ୍ତ୍ରୀଙ୍କ ବିଭିନ୍ନ ସମୟରେ…
ପ୍ରଧାନମନ୍ତ୍ରୀ-ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି, କହିଲେ ଓଡ଼ିଶା ପରିବହନକୁ ନୂଆ…
ଭୁବନେଶ୍ୱର,୧୦ା୮: ରେଳ ବିକାଶ ପାଇଁ ଓଡ଼ିଶାକୁ ୬ଟି ପ୍ରକଳ୍ପ ମିଳିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଓଡ଼ିଶାର ବିକାଶଧାରାକୁ ଆହୁରି ଆଗକୁ ନେବ। ଏହି…
ୟୁନିଟ-୧ ମାର୍କେଟରେ ବଡ଼ ଧରଣର ଚଢ଼ାଉ: ଧାର୍ଯ୍ୟ ଦାମ୍ରେ ଆଳୁ ବିକିବାକୁ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୮: ଆଳୁ ଦରକୁ ଦୃଷ୍ଟିରେ ରଖି ଶନିବାର ଯୋଗାଣ ବିଭାଗର ପକ୍ଷରୁ ଭୁବନେଶ୍ୱର ୟୁନିଟ-୧ ମାର୍କେଟରେ ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ସରକାର ଧାର୍ଯ୍ୟ କରିଥିବା ଦାମ୍ରେ ଆଳୁ ବିକିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ଆଳୁ କିଲୋ ପିଛା…
ବାଂଲାଦେଶୀ ଅନୁପ୍ରବେଶ ଆଶଙ୍କାରେ ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ, କହିଲେ…
ଭୁବନେଶ୍ୱର,୧୦।୮: ବାଂଲାଦେଶୀ ଅନୁପ୍ରବେଶ ଆଶଙ୍କାରେ ରାଜ୍ୟ ଆଇନ ମନ୍ତ୍ରୀ ପୃଥିବୀ ରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ରାଜ୍ୟରେ ରହୁଥିବା ବାଂଲାଦେଶୀଙ୍କୁ ଚିହ୍ନଟ କରାଯିବ।ଯଦି କେହି ବିନା ଡକ୍ୟୁମେଣ୍ଟରେ ରହୁଥାନ୍ତି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସୂଚନାଯୋଗ୍ୟ, ବାଂଲାଦେଶରେ ଏକ…
ପୁଣି ୧୩ରୁ ପ୍ରବଳ ବର୍ଷା
ଭୁବନେଶ୍ୱର,୧୦।୮: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆଜି ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ…
ଏଣିକି ପରିବାର ପିଛା ମିଳିବ ୩ କିଲୋ ଆଳୁ
ଭୁବନଶ୍ୱେର,୧୦।୮: ଏଣିକି ରାଜଧାନୀ ବାସିନ୍ଦା ୩ କେଜି ଆଳୁ ୧୦୦ ଟଙ୍କାରେ ପାଇବେ । ପରିବାର ପିଛା ୩ କିଲୋ ଆଳୁ ଯୋଗାଇ ଦେବାକୁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏନେଇ ଭୁବନେଶ୍ୱର ଅତିରିକ୍ତ ଜିଲାପାଳଙ୍କ ଅଫିସ ନିକଟରେ ରାଜଧାନୀର…
ପୁଣି ରିମାଣ୍ଡରେ ଆସିବେ ରସିକିଆ ଠକ
ଭୁବନେଶ୍ୱର,୧୦ା୮(ସୂର୍ଯ୍ୟକାନ୍ତ ବେହେରା): ମିଥ୍ୟା ପରିଚୟ ଦେଇ ୫ ମହିଳାଙ୍କୁ ବିବାହ କରି ଲକ୍ଷାଧିକ ଟଙ୍କା, ଗାଡ଼ି ଆଦି ଠକିଥିବା ସତ୍ୟଜିତ୍ ସାମଲଙ୍କୁ ପୁଣି ଥରେ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ। ଏନେଇ କ୍ୟାପିଟାଲ ଥାନା ପୋଲିସ ଗୁରୁବାର କୋର୍ଟରେ ୧୦ ଦିନିଆ…
ଜନଜାତିଙ୍କ ବିକାଶ ଲାଗି ବିଜେଡି ସମର୍ପିତ: ନବୀନ
ଭୁବନେଶ୍ୱର୧୦।୮(ଅନିଲ ଦାସ): ବିଜେଡି ପକ୍ଷରୁ ଶଙ୍ଖ ଭବନରେ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଜନଜାତି ସମ୍ପ୍ରଦାୟର ବିକାଶ ବିନା ଓଡ଼ିଶାର…
Archives


