ମେଟ୍ରୋ

ପୁଣି ରିମାଣ୍ଡରେ ଆସିବେ ରସିକିଆ ଠକ

ଭୁବନେଶ୍ୱର,୧୦ା୮(ସୂର୍ଯ୍ୟକାନ୍ତ ବେହେରା): ମିଥ୍ୟା ପରିଚୟ ଦେଇ ୫ ମହିଳାଙ୍କୁ ବିବାହ କରି ଲକ୍ଷାଧିକ ଟଙ୍କା, ଗାଡ଼ି ଆଦି ଠକିଥିବା ସତ୍ୟଜିତ୍‌ ସାମଲଙ୍କୁ ପୁଣି ଥରେ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ। ଏନେଇ କ୍ୟାପିଟାଲ ଥାନା ପୋଲିସ ଗୁରୁବାର କୋର୍ଟରେ ୧୦ ଦିନିଆ…

ଜନଜାତିଙ୍କ ବିକାଶ ଲାଗି ବିଜେଡି ସମର୍ପିତ: ନବୀନ

ଭୁବନେଶ୍ୱର୧୦।୮(ଅନିଲ ଦାସ): ବିଜେଡି ପକ୍ଷରୁ ଶଙ୍ଖ ଭବନରେ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଜନଜାତି ସମ୍ପ୍ରଦାୟର ବିକାଶ ବିନା ଓଡ଼ିଶାର…

କୁଡୁମୀ ବର୍ଗର ନେତ୍ରୀଙ୍କ ନାଁରେ କହି ବିଜେଡି ନିଜ କର୍ମୀଙ୍କୁ ଅସମ୍ମାନ କରିଛି: ଭାଜପା

ଭୁବନେଶ୍ୱର, ୧୦।୮(ସୁନିତ୍‌ ମିଶ୍ର): ଜଣେ କୁଡୁମୀ ସମାଜ ଓ ପଛୁଆ ବର୍ଗର ନେତ୍ରୀଙ୍କୁ ସାମାନ୍ୟ ଗଛର ଡାଳ ସହ ତୁଳନାକରି ସମଗ୍ର କୁଡୁମୀ ସମାଜ, ମୟୂରଭଞ୍ଜବାସୀ ତଥା ସମସ୍ତ ବିଜେଡି କର୍ମୀଙ୍କୁ ଅସମ୍ମାନ କରାଯାଇଛି ା ବିଜେଡି ରାଜ୍ୟ ସଭାପତି ନବୀନ…

ଫୁଲୁଛି ମହାନଦୀ: ତଳିଆ ଅଞ୍ଚଳରେ ଚିନ୍ତା ବଢ଼ିଲା

ଭୁବନେଶ୍ୱର,୧୦ା୮(ଅନିଲ ଦାସ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇଛି। ଜଳଭଣ୍ଡାରର ୧୪ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଏଥିଯୋଗୁ ମହାନଦୀ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କଟକର ମୁଣ୍ଡଳୀ ଦେଇ ୫ ଲକ୍ଷ ୭୮…

ଭୁବନେଶ୍ବର-ପୁରୀ ଏନଏଚ ୩୧୬ ହେବ ୬ ଲେନ

ଭୁବନେଶ୍ୱର,୯।୮: ଭୁବନେଶ୍ବର-ପୁରୀ ଏନଏଚ ୩୧୬ ହେବ ୬ ଲେନ। ଏଥିସହ ବଡ଼ବିଲ-ଚଣ୍ଡିଖୋଲ ରାସ୍ତା ମଧ୍ୟ ୬ ଲେନ ବିଶିଷ୍ଟ ହେବ। ୬ ଲେନ ରାସ୍ତା ସହ ୨ ପାଶର୍‌ବରେ ୨ ଲେନ ସର୍ଭିସ ରୋଡ ରହିବ। ଏ ସଂପର୍କୀତ ପ୍ରସ୍ତାବ ମଞ୍ଜୁର…

ସରକାରଙ୍କ ବଡ଼ ଘୋଷଣା, କେଜି ୩୦ ଟଙ୍କାରେ ଆଳୁ ଦେବୁ

ଭୁବନେଶ୍ୱର,୯।୮:ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। କେଜି ୩୦ଟଙ୍କାରେ ଦିଆଯିବ ଆଳୁ। ଏନେଇ ଦିଲ୍ଲୀରୁ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ଆଲୋଚନା ସତ୍ତ୍ବେ ପଶ୍ଚିମବଙ୍ଗରୁ ଆଳୁ ଆସିପାରୁନାହିଁ। ତେଣୁ ରାଜ୍ୟ ସରକାର ନାଫେଡ ଜରିଆରେ ଆଳୁ ଆଣିବେ।…

ବନ୍ଧୁଙ୍କ ଘରେ କଳାକନା ବୁଲାଇଲା ବନ୍ଧୁ

ଭୁବନେଶ୍ୱର,୯।୮: ଖଣ୍ଡଗିରି ଥାନା ଡୁମୁଡୁମା ଫେଜ-୧ରେ ହୋଇଥିବା ଏକ ଚୋରି ଘଟଣାର ଶୁକ୍ରବାର କମିଶନରେଟ ପୋଲିସ ପର୍ଦ୍ଦାଫାଶ କରିଛି । ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ କରିଛି। ତାଙ୍କଠାରୁ ପୋଲିସ ଚୋରି ହୋଇଥିବା ୧୦୬ ଗ୍ରାମ ସୁନା ଅଳଙ୍କାର…

ଓଡିଶାରେ ବେଲଗାମ୍‌ ଆଳୁ: ଦିଦିଙ୍କୁ ମନାଇବେ ଜଗନ୍ନାଥ…

ଭୁବନେଶ୍ୱର,୯।୮: ଓଡିଶାରେ ବେଲଗାମ୍‌ ଆଳୁ। ରାଜ୍ୟରେ ଦେଖା ଦେଇଛି ଉତ୍କଟ ଆଳୁ ସଙ୍କଟ । ଯେତେ ଯାହା କଲେ ବି ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଳୁ ଅଟକାଇ ଦେବାରୁ ଓଡ଼ିଶାରେ ଆଳୁ…

ଉପାନ୍ତ ଅଞ୍ଚଳରେ ନବନର୍ମିତ ସରକାରୀ ସ୍ନାତକ ମହାବିଦ୍ୟାଳୟ ଶିକ୍ଷାକ୍ଷେତ୍ରରେ ଆଣିବ ବିପ୍ଳବ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୯ା୮: ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ୮ ଜିଲାରେ ୧୪ଟି ନୂତନ ସରକାରୀ ସ୍ନାତକ ମହାବିଦ୍ୟାଳୟର ଉଦ୍‌ଘାଟନ କରାଯାଇଛି। ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ।…

ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ ଖର୍ଚ୍ଚକୁ ନେଇ ପରିବହନ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ…

ଭୁବନେଶ୍ୱର,୯।୮: କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତକୁ ନେଇ ପରିବହନ ମନ୍ତ୍ରୀଙ୍କ ବଡ଼ ବୟାନ ଦେଇଛନ୍ତି । ପରିବହନ ମନ୍ତ୍ରୀ ବିଭୂତି ଜେନା କହିଛନ୍ତି, ହେଲିକପ୍ଟରେ ଖର୍ଚ୍ଚର ତଦନ୍ତ ଚାଲିଛି। ଜଣେ ର୍ବସମ୍ମୁଖରେ ରାଜକୋଷ ଲୁଣ୍ଠନ କେବେ ବି ଗ୍ରହଣୀୟ ନୁହେଁ। ଏ…

ନବୀନଙ୍କ ରାଜନୈତିକ ସଚିବ ସଂତୃପ୍ତ ମିଶ୍ର ଦେଲେ ସାଂଘାତିକ ବୟାନ: କହିଲେ ବାଂଲାଦେଶ ଭଳି ସମସ୍ୟା ଆଣିବ…

ଭୁବନେଶ୍ୱର,୯।୮: ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନଙ୍କ ରାଜନୈତିକ ସଚିବ ସଂତୃପ୍ତ ମିଶ୍ରଙ୍କ ଶୁକ୍ରବାର ସାଂଘାତିକ୍‌ ବୟାନ ଦେଇଛନ୍ତି। ସେକହିଛନ୍ତି, ବରପୁତ୍ରଙ୍କୁ ଅସମ୍ମାନ ବାଂଲାଦେଶ ଭଳି ସମସ୍ୟା ଆଣିବ। ବିଜୁ ପଟ୍ଟନାୟକଙ୍କ ନାଁ ସହ ଯୋଡ଼ି ହୋଇଥିବା ଅନେକ…

ପୁଣି ଆଦିବାସୀଙ୍କ ପାଇଁ ସ୍ବର ଉଠାଇଲେ ନବୀନ, କହିଲେ…

ଭୁବନେଶ୍ୱର,୯।୮: ପୁଣି ଆଦିବାସୀଙ୍କ ସ୍ବାର୍ଥରେ ବାହାରିଲେ ନବୀନ । ଶଙ୍ଖ ଭବନରେ ବିଶ୍ବ ଆଦିବାସୀ ଦିବସ ପାଳନ ଅବସରରେ ହୋ, ମୁଣ୍ଡାରୀ, ଭୂମିଜ, ସଉରା ପରି ଆଦିବାସୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ମାନ୍ୟତା ମିଳୁ ବୋଲି ବିଜେଡି ସୁପ୍ରିମୋ ଦାବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri