ମେଟ୍ରୋ

ଏହି ୩ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୬ା୧୦: ରାଜ୍ୟର କିଛି ଜିଲାରେ ପ୍ରବଳ ଗରମ ଅନୁଭୂତ ହେଉଥିବା ବେଳେ ଆଉ କିଛି ଜିଲାରେ ପାଗ ମେଘୁଆ ରହୁଛି। ଆଉ କିଛି ଜିଲାରେ କୁହୁଡ଼ି ପଡୁଥିବାର ମଧ୍ୟ ଦେଖିବାକୁ ମିଳୁଛି। ତେବେ ଆଗାମୀ ୩ ଘଣ୍ଟା ପାଇଁ ୩ ଜିଲାକୁ…

ନିୟମିତ ହେବେ ୯୨୦୦ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ରାଜ୍ୟରେ କାର୍ଯ୍ୟରତ ୯ ହଜାର ୨୦୦ କନିଷ୍ଠ ଶିକ୍ଷକ ନିୟମିତ ହେବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି। ଯେଉଁମାନେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ନିରବିଚ୍ଛନ୍ନ ଭାବେ ୬ବର୍ଷ କାର୍ଯ୍ୟ…

ଆର୍‌ଆଇ, ଅମିନ ପରୀକ୍ଷା ଅନିୟମିତତା ଘଟଣା: ରିପୋର୍ଟ ମାଗିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର ଓ ଅମିନ ପରୀକ୍ଷାରେ ବ୍ୟାପକ ଅନିୟମିତତା ନେଇ ହେଉଥିବା ଅଭିଯୋଗକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି। ଚାକିରି…

ସ୍ବେଚ୍ଛାକୃତ ଅବସର ପାଇଁ ଅରୁଣ ଷଡ଼ଙ୍ଗୀଙ୍କୁ ଅନୁମତି ଦେଲେ ସରକାର

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ରାଜ୍ୟ ସରକାର ୧୯୯୦ ବ୍ୟାଚ ଆଇପିଏସ୍‌ ତଥା ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଖାତାକୁ ଆସିଲା ଟଙ୍କା

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମହାରାଷ୍ଟ୍ରର ୱାସିମ୍‌ଠାରେ ପିଏମ୍‌ କିଷାନ ସମ୍ମାନନିଧିର ୧୮ତମ କିସ୍ତି ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର ୯ କୋଟି ୪୦ ଲକ୍ଷ କୃଷକଙ୍କୁ ୨୦ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ହସ୍ତାନ୍ତର କରାଯାଇଛି।…

ପୁଣି ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏଥର ଫାଇଭ ଟି…

ଭୁବନେଶ୍ୱର,୫।୧୦: ଫାଇଭ ଟି ରୂପାନ୍ତରିତ ସ୍କୁଲ ଯୋଜନାକୁ ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶିକ୍ଷକ ନିଯୁକ୍ତିପତ୍ର ବଣ୍ଟନ ସମାରୋହରେ ମୁଖ୍ୟମନ୍ତ୍ରୀ ଫାଇଭ ଟିକୁ ଉଲ୍ଲେଖ କରି କଡ଼ା ସମାଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କାନ୍ଥରେ ରଙ୍ଗ ମାରିଲେ…

ପାର୍ବଣରେ ଗଡ଼ିବନି ବସ୍‌

ଭୁବନେଶ୍ୱର,୫।୧୦: ପୂଜାରେ ଗଡ଼ିବନି ବସ୍‌। ଆଗାମୀ ୭ ତାରିଖ ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ ଚଳାଚଳ ବନ୍ଦ ରହିବ । ଏ ନେଇ ବନ୍ଦ ଡାକରା ଦେଇଛି…

ବସ୍ତିରେ ଝାଡ଼ୁ ମାରିଲେ ଧର୍ମେନ୍ଦ୍ର: ବାଣ୍ଟିଲେ ସୁଖଦୁଃଖ

ଭୁବନେଶ୍ୱର,୫।୧୦: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବଛ ଭାରତ ଅଭିଯାନରେ ସଭିଏଁ ସାମିଲ ହେବାକୁ ଶନିବାର ଆହ୍ବାନ ଦେଇଛନ୍ତି। ଏହି ଅବସରରେ ସେ ବସ୍ତିରେ ଝାଡ଼ୁ ମାରିଛନ୍ତି। ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ମଙ୍ଗଳା ବସ୍ତିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚିଥିଲେ । ତାଙ୍କ ସାଥିରେ…

‘ସୁଭଦ୍ରା’ ଟଙ୍କାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ୭ ସୁଦ୍ଧା ଆବେଦନ କରିଥିଲେ…

ଭୁବନେଶ୍ୱର,୫।୧୦: ଆଉ ମାତ୍ର ୩ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି ମୋହନ ସରକାର। ପୁଣି ଲକ୍ଷ ଲକ୍ଷ ମହିଳା ହେବେ ଖୁସି । ଗତ ସେପ୍ଟେମ୍ବର…

ଏହି ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୫।୧୦: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ…

ମୁଖ୍ୟମନ୍ତ୍ରୀ ଗୋଟିଏ ନିଷ୍ପତ୍ତି ପାଇଁ କେଉଁ ଚାରିଜଣଙ୍କୁ ପଚାରୁଛନ୍ତି? ତେର୍ଚ୍ଛାବାଣ ମାରିଲେ ପ୍ରସନ୍ନ, କହିଲେ…

ସମ୍ବଲପୁର,୫।୧୦: ପଶ୍ଚିମ ଓଡ଼ିଶାରେ ଜନସମ୍ପର୍କ ପଦଯାତ୍ରା ଚାଲିଥିବା ବେଳେ ଭାଜପାକୁ ଟାର୍ଗେଟ କରିଛନ୍ତି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ। ଦଳକୁ ମଜଭୁତ କରିବାକୁ ଜନସମ୍ପର୍କ ପଦଯାତ୍ରା କରୁଥିବା ବେଳେ ନାଁ ନ ନେଇ ପ୍ରସନ୍ନ ମାରିଛନ୍ତି ତେର୍ଚ୍ଛାବାଣ। ସେ କହିଛନ୍ତି, ଏଠି ଚାରିଟା…

ପିଏମ୍‌ ଓ ସିଏମ କିଷାନକୁ କୃଷି ସଚିବଙ୍କ ବଡ଼ ବୟାନ : ଶୀଘ୍ରଶୀଘ୍ର କରନ୍ତୁ…

ଭୁବନେଶ୍ୱର, ୫।୧୦: ପିଏମ୍‌ ଓ ସିଏମ କିଷାନକୁ ନେଇ ଖୁସି ଖବର। ବଡ ବୟାନ ଦେଲେ କୃଷି ସଚିବ ଅରବିନ୍ଦ ପାଢୀ। ସଚିବ ପାଢ଼ୀ କହିଛନ୍ତି,ଯୋଜନାରୁ ବାଦ ପଡିଥିଲେ ପୁଣି ସାମିଲ ହୋଇପାରିବେ ଚାଷୀ । ଯୋଜନାରୁ ବାଦ ପଡିଥିବା ହିତାଧିକାରୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri