ପଶିଲା ମହାନଦୀ ବନ୍ୟାପାଣି: ଖୋର୍ଦ୍ଧା ବ୍ଲକର ୩ ପଞ୍ଚାୟତରେ ବନ୍ୟାସ୍ଥିତି
ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହେବାରୁ ହୀରାକୁଦ ଡ୍ୟାମର ଜଳସ୍ଥର ବଢିବାରେ ଲାଗିଛି। ଏନେଇ ହୀରାକୁଦ ଡ୍ୟାମ୍ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ତଳମୁଣ୍ଡରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ…
ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍ ଅତିକ୍ରମ କରିବ ବନ୍ୟାଜଳ: ସର୍ବୋଚ୍ଚ ଯନ୍ତ୍ରୀ
ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର…
ନିର୍ବାଚନ ସ୍ବଚ୍ଛତାକୁ ନେଇ ବିଜେଡି ଆଣିଲା ବଡ଼ ଅଭିଯୋଗ, ଲେଖାଶ୍ରୀ କହିଲେ ଭୋଟରେ ହୋଇଛି…
ଭୁବନେଶ୍ୱର୯।୮: ୨୦୨୪ ଲୋକ ସଭା ନିର୍ବାଚନର ଅନିୟମିତତା ଅଭିଯୋଗ ଆଣିଲା ବିଜେଡି। ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଇଭିଏମ ଏବଂ ଇସିଆଇଙ୍କ ସ୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଲେଖାଶ୍ରୀ କହିଛନ୍ତି, ପଡ଼ିଥିବା ଭୋଟ ଓ ଗଣତି ହେବା ଭୋଟରେ ୫ କୋଟିର…
ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଅର୍ଥାତ୍ ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ମିଳିବ ବୋଲି ଘୋଷଣା କରିଛନ୍ତି। କୁଟୁମ୍ବ ଯୋଜନାରେ ସରକାର ଏହି ଭତ୍ତା…
ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ୁନି ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗକୁ ଯାଉଥିବା ଖାଦ୍ୟ ସାମଗ୍ରୀ ଗାଡ଼ି ଗୁଡିକୁ ମଙ୍ଗୁଳିରେ…
ଭୁବନେଶ୍ୱର,୯।୮: ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ନ ଛାଡିବା ପ୍ରସଙ୍ଗରେ କଟକରେ ପ୍ରତିବାଦ କରାଯାଇଛି। କଟକ ମଙ୍ଗୁଳିଛକଠାରେ ଓଡ଼ିଶା ମଧ୍ୟ ଦେଇ ପଶ୍ଚିମବଙ୍ଗକୁ ଯାଉଥିବା ଖାଦ୍ୟ ସାମଗ୍ରୀ ଗାଡ଼ି ଗୁଡିକୁ ଅଟକା ଯାଉଛି। ସ୍ଥାନୀୟ କିଛି ସାମାଜିକ ସଂଗଠନର କର୍ମକର୍ତ୍ତା…
ବିଜେଡିର ପରାଜୟ ପାଇଁ ୩ ନେତା ଦାୟୀ: ମୁହଁ ଖୋଲିଲେ ବରିଷ୍ଠ ନେତା
ଭୁବନେଶ୍ୱର,୯।୮(ଅନିଲ ଦାସ):ଗତ ନିର୍ବାଚନରେ ବିଜେଡିର ପରାଜୟର ପ୍ରାୟ ୨ମାସ ପରେ ଦଳୀୟ କାର୍ଯ୍ୟକ୍ରମର ତଦାରଖ ପାଇଁ ଦେବୀ ମିଶ୍ରଙ୍କ ନେତୃତ୍ୱରେ ବରିଷ୍ଠ ନେତାମାନଙ୍କୁ ନେଇ ୧୫ ଜଣିଆ ସମନ୍ବୟ କମିଟି ଗଠନ କରାଯାଇଛି। ଗୁରୁବାର ଶଙ୍ଖଭବନଠାରେ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି…
ଫୁଲୁଛି ମହାନଦୀ, ୧୦ ଜିଲାକୁ ସତର୍କ କରାଇଲେ ଏସ୍ଆର୍ସି
ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍ର ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର…
ଘୁର୍ଣ୍ଣିବଳୟ ସକ୍ରିୟ: ଆହୁରି ୨ଦିନ ବର୍ଷା
ଭୁବନେଶ୍ୱର,୯ା୮ (ଅନୁରାଧା ମହାରଣା):ପଶ୍ଚିମ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ମୌସୁମୀ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଗୁରୁବାର ନୟାଗଡ଼ରେ ସର୍ବାଧିକ ୪୯.୦ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ ଢେଙ୍କାନାଳରେ ୪୫.୨ ମି.ମି.,…
ହକି ଖେଳାଳିଙ୍କ ସହ ଫୋନ୍ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଆସିବା ପାଇଁ କଲେ ନିମନ୍ତ୍ରଣ
ଭୁବନେଶ୍ୱର,୯ା୮: ପ୍ୟାରିସ୍ ଅଲିମ୍ପିକ୍ସରେ ସ୍ପେନ୍ ବିପକ୍ଷରେ ଚମକପ୍ରଦ ବିଜୟ ହାସଲ କରି ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ପାଇଥିବାରୁ ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ୍ ଫଲଟନ, ସମସ୍ତ ଖେଳାଳି ଓ ସହାୟକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି…
ନଭେମ୍ବରରୁ ରାଜ୍ୟ ବୁଲିବେ ନବୀନ
ଭୁବନେଶ୍ୱର,୯।୮(ଅନିଲ ଦାସ):୨୦୨୪ ନିର୍ବାଚନରେ ଦଳର ପରାଜୟ ପରେ ସଙ୍ଗଠନକୁ ମଜଭୁତ କରିବା ସହ ଦଳୀୟ କର୍ମୀଙ୍କ ମନୋବଳ ବଢ଼ାଇବା ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆସନ୍ତା ନଭେମ୍ବରରୁ ସାରା ରାଜ୍ୟ ଗସ୍ତ କରିବେ। ଏହି ସମୟରେ ସେ ଦଳୀୟ କର୍ମୀ…
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସୁଦର୍ଶନ
ଭୁବନେଶ୍ୱର,୮।୮: ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଗତ ମାସ ୧୨ ତାରିଖରେ ରୁଷିଆର ପିଟର୍ସବର୍ଗଠାରେ ଅନୁଷ୍ଠିତ ହୋଇଥିବା ଇଣ୍ଟରନ୍ୟାଶନାଲ ସ୍ୟାଣ୍ଡ୍ ସ୍କ୍ଲପ୍ଚର ଚାମ୍ପିଅନଶିପରେ ବିଜେତା ହୋଇ ଗୋଲ୍ଡ ମେଡାଲ ଗ୍ରହଣ…
ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କ ପାଇଁ ସ୍ବତନ୍ତ୍ର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୮: ବ୍ରୋଞ୍ଜ ବିଜେତା ଭାରତୀୟ ହକି ଦଳ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ମିଳିବ। ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ବତନ୍ତ୍ର ଭାବେ…
Archives


