ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସିଖବର: ୧୦ ପ୍ରତିଶତ ସଂରକ୍ଷଣ ସାଙ୍ଗକୁ ୩ ବର୍ଷ
ଭୁବନେଶ୍ୱର,୪।୧୦: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ ପାଇଛି। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସମ୍ପର୍କିତ ଏହି ବିଜ୍ଞପ୍ତରେ ଉଲ୍ଲେଖ ଅଛି। ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ। ପ୍ରକାଶିତ…
ବଦ୍ରିଙ୍କ ଚ୍ୟାଲେଞ୍ଜ ପରେ ଉଦଳା ବିଧାୟକଙ୍କ ବଡ଼ ବୟାନ: କହୁକହୁ କହିଦେଲେ ଦଳର…
ଭୁବନେଶ୍ୱର,୪।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଥାକୁ ବଦ୍ରିଙ୍କ ଖୋଲା ଚ୍ୟାଲେଞ୍ଜ ପରେ ପୁଣି ମୁହଁ ଖୋଲିଛନ୍ତି ଉଦଳା ବିଧାୟକ ଭାସ୍କର ମଢ଼େଇ। ସେ କହିଛନ୍ତି ବିଜେଡି ଘର ଖାଲି ହୋଇଯିବ। ବହୁ ବିଜେଡି ବିଧାୟକ ଓ ନେତା ଭାଜପା…
ଭୁବନେଶ୍ୱର ବିମାନବନ୍ଦରରେ ହେବ ନୂଆ ଟର୍ମିନାଲ
ଭୁବନେଶ୍ୱର,୪ା୧୦: ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ରିଭ୍ୟୁ ପରେ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ପୁରୁଣା ଟର୍ମିନାଲ ପାଖରେ…
ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ: ତଦନ୍ତ ପାଇଁ ଆସିଥିବା ପୋଲିସକୁ ଛୁରାମାଡ଼
ଭୁବନେଶଶ୍ୱର,୪।୧୦: ତଦନ୍ତ ପାଇଁ ଆସିଥିଲେ ପିସିଆର କର୍ମଚାରୀ, ଛରାମାଡ଼ କଲେ ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଘଟିଛି ମଞ୍ଚେଶ୍ବର ଥାନା ଚକେଇସିଆଣି ଶ୍ରୀରାମନଗରରେ । ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହି ସମୟରେ…
ନିଲାମ ହେଲା ଅର୍ପଣ ଚାଉଳ, ଏତେ କୋଟି ଟଙ୍କାରେ ହେଲା ବିକ୍ରି…
ଭୁବନେଶ୍ୱର,୪।୧୦: ନିଲାମ ହେଲା ଅର୍ପଣ ଚାଉଳ। ପରିକ୍ରମା ପ୍ରକଳ୍ପବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା। କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ। ଅର୍ପଣ ଚାଉଳ ନିଲାମ ନେଇ ସୂଚନା ଦେଲେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର…
ଭାଜପା ବିରୋଧରେ ବିଜେଡିର ସାଂଘାତିକ ଅଭିଯୋଗ: ଝାଡ଼ଖଣ୍ଡ ନିର୍ବାଚନର ଓ୍ବାର୍ ରୁମ୍ ସାଜିଛି ରାଜଭବନ
ଭୁବନେଶ୍ୱର, ୪।୧୦(ସୁନିତ୍ ମିଶ୍ର):ନିକଟରେ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଭେଟିବା ଘଟଣାକୁ ନେଇ ଏବେ ରାଜନୀତି ଜୋର୍ ଧରିଛି। ବିଜେଡି ପକ୍ଷରୁ ଝାଡ଼ଖଣ୍ଡ ନିର୍ବାଚନ ସହ ରାଜଭବନରେ ଯୋଜନା ଚାଲିଛି ବୋଲି ଦାବି କରାଯାଇଛି।…
ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ କମିବ ଗୁଳୁଗୁଳି
ଭୁବନେଶ୍ୱର,୪ା୧୦ (ଅନୁରାଧା ମହାରଣା) ମୌସୁମୀ ଅପସାରଣ ପ୍ରକିୟା ଜାରି ରହିଥିବାରୁ ବାୟୁରେ ଆର୍ଦ୍ରତା ବଢ଼ୁଛି। ଏହା ପ୍ରଭାବରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା:ଏହି ଦିନ ମିଳିବ ପିଏମ୍ କିଷାନ କିସ୍ତି
ଭୁବନେଶ୍ୱର, ୪।୧୦(ସୁନିତ୍ ମିଶ୍ର):ଦଶହରା ପୂର୍ବରୁ ଚାଷୀମାନଙ୍କ ପାଇଁ ଖୁସି ଖବର ଆସିଛି। ପିଏମ୍ କିଷାନ ଯୋଜନାର ୧୮ତମ କିସ୍ତି ହିତାଧିକାରୀମାନଙ୍କୁ ପ୍ରଦାନ କରାଯିବ। ଆସନ୍ତା ୫ ତାରିଖରେ ଚାଷୀମାନଙ୍କୁ ପିଏମ୍ କିଷାନ ଯୋଜନାର କିସ୍ତି ଲୋକଙ୍କ ଆକାଉଣ୍ଟକୁ ଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଓଡ଼ିଶାରେ ହେବ ଶିଳ୍ପ ହବ୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା କରିଥିଲେ। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ। ହାଇକମିଶନର, ବାଣିଜ୍ୟ କମିଶନର ଓ…
ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…
ଭୁବନେଶ୍ୱର,୩ା୧୦: ବୁଧବାର ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ ଦେଇଛନ୍ତି। ତାଙ୍କ ବୟାନ ଶୁଣି ରାଜ୍ୟ ରାଜନୀତି ଆହୁରି ସରଗରମ ହୋଇଉଠିଛି। ସୁଜାତା କହିଛନ୍ତି,…
ଆସିଲା ବାଘ ଗଣନାର ପ୍ରଥମ ରିପୋର୍ଟ: ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ
ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ): ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି। ଏନ୍ଟିସିଏ ଦ୍ୱାରା ଫେବୃଆରୀରେ ପ୍ରକାଶିତ ରିପୋର୍ଟ ଅନୁସାରେ, ୨୦୨୨ରେ ରାଜ୍ୟରେ ୫୬୮ ଓ ୨୦୧୮ରେ ୭୬୦…
ଭାଜପା ବିଧାୟକଙ୍କ ବଡ଼ ବୟାନ, କହିଲେ ବିଜେଡିକୁ ଆଉ…
ଭୁବନେଶ୍ୱର,୩ା୧୦: ବିଜେଡିକୁ ନେଇ ଭାଜପା ବିଧାୟକ ସନାତନ ବିଜୁଳ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଶେଷ ହେବାକୁ ଯାଉଛି, ଆଉ ବିକଳ୍ପ ନାହିଁ। ବିଜେଡିକୁ ଆଉ ଭାଙ୍ଗିବାକୁ ପଡ଼ିବନି, ଆପେ ଆପେ ଏହି ଦଳ ଭାଙ୍ଗିଯିବ। ଦେଶରେ…
Archives


