ଆଜି ରିମାଣ୍ଡରେ ଯିବେ ୫ ସ୍ତ୍ରୀଙ୍କ ସ୍ବାମୀ,୪୯ ଜଣଙ୍କ ପ୍ରେମିକ: ଖୋଲିବ କେଳେଙ୍କାରୀ ଗୁମର
ଭୁବନେଶ୍ୱର,୪।୮: ୫ ସ୍ତ୍ରୀଙ୍କ ସ୍ବାମୀ ସତ୍ୟଜିତ ସାମଲଙ୍କୁ ମଙ୍ଗଳବାର କମିସନରେଟ ପୋଲିସ ରିମାଣ୍ଡରେ ନେବେ। କମିସନରେଟ ପୋଲିସ ତାଙ୍କୁ ଅଧିକ ପଚରାଉଚରା କରିବା ପାଇଁ ରିମାଣ୍ଡରେ ନେଉଥିବା ଜଣାପଡ଼ିଛି। ପରେ ଠକ ପ୍ରେମିକର କେଳେଙ୍କାରୀର ଗୁମର ଖୋଲିବ । ସୂଚନାଯୋଗ୍ୟ, ରାଜଧାନୀରେ…
କନିଷ୍ଠ ଶିକ୍ଷକ ନିଯୁକ୍ତି: ଜିଲାୱାରି ଚୂଡ଼ାନ୍ତ ତାଲିକା ପ୍ରକାଶ
ଭୁବନେଶ୍ୱର,୬।୮(ଅସମାପିକା ସାହୁ):କନିଷ୍ଠ ଶିକ୍ଷକ(ସ୍କିମାଟିକ) ନିଯୁକ୍ତି ପାଇଁ ଜିଲାୱାରି ଚୂଡ଼ାନ୍ତ ତାଲିକା ସୋମବାର ପ୍ରକାଶ ପାଇଛି। କେବଳ ୩ଟି ଜିଲାକୁ ଛାଡ଼ି ବାକି ସମସ୍ତ ଜିଲାର ୱେବ୍ସାଇଟ୍ରେ ତାଲିକା ଉପଲବ୍ଧ ହୋଇଛି। ଜିଲାପାଳଙ୍କ ମୋହର ପରେ ଉକ୍ତ ୩ଟି ଜିଲାର ତାଲିକା ମଙ୍ଗଳବାର…
ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି କଲେ ୩ ମନ୍ତ୍ରୀ
ଭୁବନେଶ୍ୱର,୬।୮(ସୁନିତ୍ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ୩ ମନ୍ତ୍ରୀ ଉପସ୍ଥିତ ରହି ଲୋକମାନଙ୍କ ଅଭିଯୋଗ ଶୁଣିଛନ୍ତି। ଏଥିରେ ଆଇନ, ପୂର୍ତ୍ତ, ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ଶିଳ୍ପମନ୍ତ୍ରୀ ସମ୍ପଦ କୁମାର ସ୍ବାଇଁ ଉପସ୍ଥିତ ରହି…
କଥା ଗୋଟିଏ, କାମ ଆଉ ଗୋଟିଏ: ଭାଇରାଲ ହେଉଛି ଅସ୍ମିତା ପ୍ରସଙ୍ଗ
ଭୁବନେଶ୍ୱର,୬ା୮(ଅନିଲ ଦାସ):ଓଡ଼ିଶାର ପ୍ରଶାସନିକ ବ୍ୟବସ୍ଥାରେ ଆଶାନୁରୂପ ପରିବର୍ତ୍ତନ ଘଟୁନାହିଁ ବୋଲି ସାମାଜିକ ଗଣମାଧ୍ୟମରେ ଅନେକ ପୋଷ୍ଟ ଭାଇରାଲ ହେଉଥିବା ଲକ୍ଷ୍ୟ କରାଯାଉଛି। ଅସ୍ମିତା ଶବ୍ଦ ବ୍ୟବହାର କରି ନିର୍ବାଚନରେ ଲୋକଙ୍କ ବିଶ୍ୱାସଭାଜନ ହୋଇପାରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ସେହି ଅସ୍ମିତାକୁ ଜଳାଞ୍ଜଳି…
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ଭାଜପା ଏମ୍ପି, କଲେ ଏହି ଆଲୋଚନା
ଭୁବନେଶ୍ୱର, ୫।୮: ସଂସଦ ଭବନ ସମ୍ମିଳନୀ କକ୍ଷରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓଡ଼ିଶାର ସମସ୍ତ ୨୦ ଭାଜପା ଲୋକ ସଭା ଏମ୍ପି ଓ ଜଣେ ରାଜ୍ୟ ସଭା ଏମ୍ପି ଭେଟିଛନ୍ତି। ଏହି ଅବସରରେ ବିଭିନ୍ନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଏମ୍ପିମାନଙ୍କ ସହ…
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବେଳେ ରୋଚକ ଦୃଶ୍ୟ, ଲୁଚାଇକି ବୃଦ୍ଧାଙ୍କ ହାତକୁ ଟଙ୍କା ବଢାଇଦେଲେ ମନ୍ତ୍ରୀ, ଜାଣନ୍ତୁ କାହିଁକି
ଭୁବନେଶ୍ୱର,୫।୮: ଆଜି ଖୋଲିଥିଲା ମୁଖ୍ୟମନ୍ତ୍ରୀ ପ୍ରକୋଷ୍ଠ। ସକାଳ ୧୦ଟାରେ ଶୁଣାଣି ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ ମନ୍ତ୍ରୀ। ଅଭିଯୋଗ ଶୁଣାଣି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଚାଲିଥିଲା। ସମୁଦାୟ ୨୪୦୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ପ୍ରାୟ…
ନୂଆ ଚାଲ୍ ଖେଳିଲେ ନବୀନ, ୧୫ ଜଣିଆ ନୂଆ କମିଟି କଲେ ଗଠନ, ଦେବୀ ମିଶ୍ରଙ୍କୁ ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୫।୮: ନୂଆ କମିଟି ଗଠନ କଲା ବିଜୁ ଜନତା ଦଳ। ବିଭିନ୍ନ କାର୍ଯ୍ୟକ୍ରମର ପରିଚାଳନା ପାଇଁ ବିଜେଡି ୧୫ଜଣିଆ କମିଟି ଗଠନ କରିଛି। ବରିଷ୍ଠ ନେତାମାନଙ୍କୁ ନେଇ ଗଢାଯାଇଥିବା ଏହି କମିଟି ରାଜ୍ୟବ୍ୟାପୀ ବିଜୁ ଜନତା ଦଳର ବିଭିନ୍ନ କାର୍ଯ୍ୟକ୍ରମର ସମନ୍ବୟ…
ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ, ଜିଲାସ୍ତରୀୟ ପାଇଁ ଅଧିକ ଅର୍ଥ ବରାଦ
ଭୁବନେଶ୍ୱର,୫।୮: ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ…
୪ ଦିନ ବର୍ଷା: ପ୍ରବଳରୁ ଅତି ପ୍ରବଳ ବର୍ଷିବ
ଭୁବନେଶ୍ୱର,୫।୮: ଆହୁରି ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଅନ୍ୟପକ୍ଷେ ଆସନ୍ତା ୪ଦିନ ଉତ୍ତର, ଉପକୂଳର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…
୨୬ ବରିଷ୍ଠ ଓଏଏସ ଅଫିସରଙ୍କ ବଦଳି କଲେ ମୁଖ୍ୟମନ୍ତ୍ରୀ , ନବୀନଙ୍କ ଖାସ୍ ଅଫିସରଙ୍କୁ ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୫।୮: ରାଜ୍ୟର ମୋହନ ମାଝିଙ୍କ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପୂର୍ବ ସରକାର ନବୀନ ପଟ୍ଟନାୟକଙ୍କ ଖାସ ଥିବା କିଛି ଓଏଏସ ଅଫିସରଙ୍କୁ ମଧ୍ୟ ଆଜିର ବଦଳିରେ ନୂଆ ଦାୟିତ୍ୱ ମିଳିଛି । ନବୀନ…
ସୁଭଦ୍ରା ଯୋଜନାକୁ ନେଇ ସାଂଘାତିକ କଥା କହିଦେଲେ ପ୍ରମିଳା, କହିଲେ ମହିଳାଙ୍କୁ…
ଭୁବନେଶ୍ୱର,୫।୮: ପୁଣି ତେଜିଲା ବିଜେଡି-ଭାଜପା କଳି। ଭାଜପା ବିଧାୟକ ଅଶୋକ ମହାନ୍ତିଙ୍କ ବୟାନକୁ ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କଡ଼ା ଜବାବ ଦେଇଛନ୍ତି। ପ୍ରମିଳା କହିଛନ୍ତି, ସୁଭଦ୍ରା ଯୋଜନା କିଛି ସ୍କିମ ହୋଇନି । ଭାଜପା ଭୋଟ…
ଦୁର୍ନୀତି ପ୍ରତି ସରକାର ଆହୁରି କଠୋର ହେବେ
ଭୁବନେଶ୍ୱର,୫ା୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ାଉ ଜାରି ରହିଛି। କଟକ, ଭୁବନେଶ୍ବର, ଖୋର୍ଦ୍ଧା, ଭଦ୍ରକ ଓ ଯାଜପୁରରେ ଚଢାଉ ଜାରି ରହିଛି।…
Archives


