ମେଟ୍ରୋ

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅବ୍ୟବସ୍ଥା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ ପାଇଁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩ା୧(ବ୍ୟୁରୋ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଅବ୍ୟବସ୍ଥା ସମ୍ପର୍କରେ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ବୁଧବାର କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଅବ୍ୟବସ୍ଥା ସମ୍ପର୍କରେ ଅସନ୍ତୋଷ ପ୍ରକାଶ...

ବୌଦ୍ଧକୁ ମୁଖ୍ୟମନ୍ତ୍ରୀଙ୍କ ନବବର୍ଷ ଭେଟି: ଘୋଷଣା କଲେ ୧୧୪ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୌଦ୍ଧ ମହୋତ୍ସବର ଉଦ୍‌ଘାଟନ କରିଛନ୍ତି। ଏଥିସହ ଜିଲାର ସାମଗ୍ରିକ ଉନ୍ନତି ପାଇଁ ପ୍ରାୟ ୧୧୪ କୋଟି ଟଙ୍କା ବ୍ୟୟରେ ୨୭ ପ୍ରକଳ୍ପ ମଧ୍ୟ ଶୁଭାରମ୍ଭ କରିଛନ୍ତି।...

ରୋଡ୍‌ରୋମିଓଙ୍କୁ ଧରିବେ ମହିଳା ଏସ୍‌ପିଓ

ଭୁବନେଶ୍ୱର,୩ା୧(ବ୍ୟୁରୋ): ମହିଳାଙ୍କ ସୁରକ୍ଷା ଓ ସଶକ୍ତୀକରଣ ଦିଗରେ ବଡ଼ ପଦକ୍ଷେପ ନେଇଛି କମିଶନରେଟ ପୋଲିସ। ଗୁରୁବାର ଦ୍ୱାଦଶ ପ୍ରତିଷ୍ଠା ଦିବସରେ ଗଠନ ହୋଇଛି ସ୍ବତନ୍ତ୍ର ପୋଲିସ ଅଫିସର (ଏସ୍‌ପିଓ) ଟିମ୍‌। କମିଶନରେଟ ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଉତ୍ସବରେ ୨୪୬ଜଣ ଯୁବତୀ...

ରଦ୍ଦ ହେବ ନିଶାସକ୍ତ ଡ୍ରାଇଭରଙ୍କ ଲାଇସେନ୍ସ: ଉଲ୍ଲଂଘନକାରୀଙ୍କୁ ରାଜପଥରେ ଜଗିବ ସିସିଟିଭି କ୍ୟାମେରା

ଭୁବନେଶ୍ୱର,୩ା୧(ବ୍ୟୁରୋ): ମଦ୍ୟପାନ କରି ଗାଡି ଚଳାଇଲେ ହେବ କଡା କାର୍ଯ୍ୟାନୁଷ୍ଠାନ। ଲାଇସେନ୍ସ ରଦ୍ଦ ହେବା ସହ ଚାଳକଙ୍କୁ ଜେଲ ଯିବାକୁ ପଡିବ। ନିଶାସକ୍ତ ଡ୍ରାଇଭରଙ୍କ ଲାଇସେନ୍ସକୁ ତୁରନ୍ତ ରଦ୍ଦ କରିବାକୁ ରାଜ୍ୟ ସରକାର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କୁ ନିର୍ଦ୍ଦେଶ...

କୃଷି ଉତ୍ପାଦନ ପାଇଁ ଓଡ଼ିଶାକୁ ପ୍ରଶଂସା ପୁରସ୍କାର

ଭୁବନେଶ୍ୱର,୩ା୧(ବ୍ୟୁରୋ):କୃଷି କ୍ଷେତ୍ରରେ ଓଡିଶା ପୁଣି ଥରେ ଉତ୍କର୍ଷ ଲାଭ କରିଛି। ରାଜ୍ୟର କୃଷି ଉତ୍ପାଦନ ବୃଦ୍ଧିକୁ ମିଳିଛି ଜାତୀୟ ସ୍ବୀକୃତି। ୨୦୧୬-୧୭ ଆର୍ଥିକବର୍ଷରେ ସମୁଦାୟ ଅଧିକ ଶସ୍ୟ ଉତ୍ପାଦନ ପାଇଁ ରାଜ୍ୟକୁ ମିଳିଛି କେନ୍ଦ୍ର ପକ୍ଷରୁ ପ୍ରଶଂସା ପୁରସ୍କାର (କମେନ୍‌ଡେଶନ...

ଦୈତନଗରୀରେ ପ୍ରତିଷ୍ଠା ହେବ ୟୁନିଫାଏଡ୍‌ କଣ୍ଟ୍ରୋଲ ରୁମ୍‌ : ଡିଜିପି

ଭୁବନେଶ୍ୱର, ୨ା୧(ବ୍ୟୁରୋ): ତ୍ୱରିତ ଓ ସମନ୍ବିତ ସେବା ଯୋଗାଇବା ସହରାଞ୍ଚଳ ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏଥିପାଇଁ କଟକ ଓ ଭୁବନେଶ୍ୱର ଦୈତନଗରୀରେ ପ୍ରତିଷ୍ଠା ହେବ ୟୁନିଫାଏଡ୍‌ କଣ୍ଟ୍ରାଲ ରୁମ୍‌। ଏହା ଲୋକଙ୍କୁ ଉତ୍ତମ ପୋଲିସ ସେବା ଯୋଗାଇବାରେ...

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଶିଶୁକନ୍ୟା ଉଦ୍ଧାର

ପୁରୀ ଅଫିସ, ୨ା୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଗୁରୁବାର ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଡିଜିଟାଲ ଓ କମ୍ପ୍ୟୁଟର ଯୁଗରେ ବି କନ୍ୟାସନ୍ତାନଙ୍କୁ ନେଇ ଲୋକଙ୍କ ମଧ୍ୟରେ ରହିଥିବା ଭ୍ରାନ୍ତ ଧାରଣା ଦୂର ହୋଇ ପାରି...

ଫେରିଯିବ ସୁନ୍ଦରୀ, ଏନ୍‌ଟିସିଏକୁ ରାଜ୍ୟ ସରକାର ଲେଖିଲେ ଚିଠି

ଭୁବନେଶ୍ୱର,୨।୧(ବ୍ୟୁରୋ): ଏନ୍‌ଟିସିଏର ନିର୍ଦ୍ଦେଶ ପରେ ବାଘୁଣୀ ସୁନ୍ଦରୀ ଏବେ ଫେରିଯିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟପ୍ରଦେଶ ସରକାରଙ୍କୁ ଚିଠି ଲେଖାଯାଇଛି। ସୁବିଧା ଦେଖି ଯେକୌଣସି ସମୟରେ ମଧ୍ୟପ୍ରଦେଶ ସରକାର ସୁନ୍ଦରୀକୁ ଫେରାଇ ନେବେ ବୋଲି ଚିଫ୍‌ ଓ୍ବାଇଲ୍ଡ ଲାଇଫ୍‌...

ମୋବାଇଲରେ ଗପି ଗାଡ଼ି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର,୨।୧(ବ୍ୟୁରୋ): ଏଣିକି ମୋବାଇଲରେ ଗପି ଗାଡ଼ି ଚଲାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ। ସଡ଼କ ନିରାପତ୍ତାକୁ ନେଇ ଗଠିତ ସୁପ୍ରିମକୋର୍ଟ କମିଟି ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ କଡ଼ାକଡ଼ି ପାଳନ କରିବା ପାଇଁ ପରିବହନ କମିଶନର ବୁଧବାର ସମସ୍ତ ଆର୍‌ଟିଓଙ୍କୁ...

ଜାତୀୟ ରାଜପଥରେ ଲାଗିବ ସିସିଟିଭି

ଭୁବନେଶ୍ୱର,୨।୧(ବ୍ୟୁରୋ): ଜାତୀୟ ରାଜପଥରେ ଲଗାଯିବ ସିସିଟିଭି। ରାଜ୍ୟରେ ବଢ଼ିବାରେ ଲାଗିଥିବା ସଡ଼କ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଗିରିସୋଲାରୁ ପୁଇଁତଲା ଯାଏ ସିସିଟିଭିି ଲାଗିବ। ଜାତୀୟ ରାଜପଥର ୫୨ କିମି ପର୍ଯ୍ୟନ୍ତ ସିସିଟିଭି...

ବରିଷ୍ଠ ଅଫିସରସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଫିସରସ୍ତରରେ ଗୁରୁବାର ଅଦଳବଦଳ କରାଯାଇଛି। ୧୯୮୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ରାଜସ୍ବ ସଚିବ ଥିବା ୧୯୯୩ ବ୍ୟାଚ୍‌...

ଗଠନ ହେଲା କମିଶନରେଟ୍‌ ପୋଲିସର ଏସ୍‌ପିଓ ଟିମ୍‌: ପୋଲିସଙ୍କ ଭଳି ମିଳିବ କ୍ଷମତା, ଅଭିଯୁକ୍ତଙ୍କୁ ଗିରଫ କରିପାରିବେ

ଭୁବନେଶ୍ୱର,୨।୧(ବ୍ୟୁରୋ): ଦିନକୁ ଦିନ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା, ଅତ୍ୟାଚାର, ବଳାତ୍କାରକୁ ରୋକିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ କରାଯାଇଥିବା ମହିଳା ସ୍ପେଶାଲ ପୋଲିସ ଅଫିସର(ଏସ୍‌ପିଓ) ୟୁନିଟର ଶୁଭାରମ୍ଭ କରାଯାଇଛି। ଗୁରୁବାର କମିଶନରେଟ ପୋଲିସର ଦ୍ୱାଦଶ ପ୍ରତିଷ୍ଠା ଦିବସ...

Advertisement

BGU

Archives

Model This Week

Why Dharitri