ସାରସ୍ବତ ସୃଷ୍ଟିରେ ନନ୍ଦିନୀ ଶତପଥୀଙ୍କ ଭୂମିକା ଅତୁଳନୀୟ
ଭୁବନେଶ୍ୱର, ୫।୮ (ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାରେ ମହିଳା ସଶକ୍ତୀକରଣ ପାଇଁ ପ୍ରଥମ ଓ ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଦୃଢ଼ ପଦକ୍ଷେପ ନେଇଥିଲେ। ମା’ମାନେ ଯେତେବେଳେ ହାଣ୍ଡିଶାଳରୁ ବାହାରୁ ନ ଥିଲେ, ସେତେବେଳେ ନନ୍ଦିନୀ ରେଭେନ୍ଶା ବିଶ୍ୱବିଦ୍ୟାଳୟରୁ ଆନ୍ଦୋଳନ ଆରମ୍ଭ କରିଥିଲେ।…
୧୦୪୬ ରାଜସ୍ବ ଗ୍ରାମ ବଢ଼ିଲା
ଭୁବନେଶ୍ୱର, ୫।୮(ସୁନିତ୍ ମିଶ୍ର):ରାଜ୍ୟର ବିଭିନ୍ନ ଜିଲାରେ ମୋଟ୍ ୧୦୪୬ଟି ପଡ଼ା ଗ୍ରାମକୁ ରାଜସ୍ବ ଗ୍ରାମରେ ପରିଣତ କରିବା ଲାଗି ସରକାର ପ୍ରସ୍ତାବ ମଞ୍ଜୁର କରିଛନ୍ତି। ୩୦ ଜିଲା ଲାଗି ଜିଲାପାଳମାନଙ୍କ ତରଫରୁ ମୋଟ୍ ୫୪୯୬ଟି ପଡ଼ା ଗ୍ରାମ ତାଲିକା ପ୍ରଦାନ କରାଯାଇଛି।…
ଆସନ୍ତା ୨ ଦିନରେ ବଦଳିବ ପାଗ
ଭୁବନେଶ୍ୱର,୪।୮:ରାଜ୍ୟରେ ୨ଦିନ ଧରି ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ ୨ଦିନରେ ପାଗ ବଦଳିବ। ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ…
ମେଟଲ୍ ମିଟ୍ ୨୦୨୪: ସିନିୟର ବିଭାଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ୍
ଭୁବନେଶ୍ୱର,୪ା୮(ଅସମାପିକା ସାହୁ) ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ କ୍ରିଷ୍ଟାଲ କ୍ରାଉନ୍ ହୋଟେଲରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତାର ଷଷ୍ଠ ସଂସ୍କରଣ ‘ମେଟଲ୍ ମିଟ୍ ୨୦୨୪’ର ରବିବାର ଶେଷ ହୋଇଛି । ଗ୍ରାଣ୍ଡ ଫିନାଲେରେ ସିନିୟର ବିଭାଗର…
ଜୁନିୟର ଗ୍ରୁପ୍ରେ ବାଜି ମାରିଲା ଭୁବନେଶ୍ୱରର ଡିଏଭି
ଭୁବନେଶ୍ୱର,୪ା୮(ଅସମାପିକା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ ମିଟ-୨୦୨୪’ର ଗ୍ରାଣ୍ଡ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍ରେ ରବିବାର ଅନୁଷ୍ଠିତ ହୋଇଥିଲା। ଗ୍ରାଣ୍ଡ ଫିନାଲେରେ ଜୁନିୟର ଓ…
ଏହି ଦେଶର କୋଚ ହେବେ ରାହୁଲ ଦ୍ରାବିଡ! ବଢୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୪।୮: ରାହୁଲ ଦ୍ରାବିଡଙ୍କ କୋଚିଂର ଚାହିଦା ଦିନକୁ ଦିନ ବୃଦ୍ଧି ପାଉଛି। ନିକଟରେ ଦ୍ରାବିଡ଼ ରାଜସ୍ଥାନ ରୟାଲ୍ସର ମୁଖ୍ୟ କୋଚ ହେବା ନେଇ କଳ୍ପନାଜଳ୍ପନା ମଧ୍ୟରେ ଏବେ ଦ୍ରାବିଡ ଇଂଲଣ୍ଡ କ୍ରିକେଟ ଦଳର ମୁଖ୍ୟ କୋଚ ହେବା ନେଇ ଗୁଜବ ଆରମ୍ଭ…
ରିମାଣ୍ଡରେ ଯିବେ ୫ ସ୍ତ୍ରୀଙ୍କ ସ୍ବାମୀ,୪୯ ଜଣଙ୍କ ପ୍ରେମିକ: ଖୋଲିବ ଗୁମର
ଭୁବନେଶ୍ୱର,୪।୮: ୫ ସ୍ତ୍ରୀଙ୍କ ସ୍ବାମୀ ସତ୍ୟଜିତ ସାମଲଙ୍କୁ କମିସନରେଟ ପୋଲିସ ରିମାଣ୍ଡରେ ନେବ। କମିସନରେଟ ପୋଲିସ ତାଙ୍କୁ ଅଧିକ ପଚରାଉଚରା କରିବା ପାଇଁ ରିମାଣ୍ଡରେ ନେଉଥିବା ଜଣାପଡ଼ିଛି। ପରେ ଠକ ପ୍ରେମିକର କେଳେଙ୍କାରୀର ଗୁମର ଖୋଲିବ । ସୂଚନାଯୋଗ୍ୟ, ରାଜଧାନୀରେ ୫…
ମେଟଲ୍ ମିଟ୍-୨୦୨୪: ଆରମ୍ଭ ହେଲା ଗ୍ରାଣ୍ଡ୍ ଫିନାଲେ
ଭୁବନେଶ୍ୱର,୪ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ୍ ମିଟ୍-୨୦୨୪’ର ଗ୍ରାଣ୍ଡ୍ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍ରେ ରବିବାର ଆରମ୍ଭ ହୋଇଛି। ଗ୍ରାଣ୍ଡ୍ ଫିନାଲେରେ ଜୁନିୟର ଓ ସିନିୟର…
ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ କହିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ
ବାରିପଦା,୪।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବିଭାଗୀୟ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି। ଚାଷୀଙ୍କୁ କୁଇଣ୍ଟାଲ ପିଛା ଧାନର ଏମ୍ଏସ୍ପି ୩୧ଶହ…
ଅଗଷ୍ଟ ୯ରୁ ‘ଧନ୍ୟବାଦ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ’
ଭୁବନେଶ୍ୱର୪।୮(ଅନିଲ ଦାସ): ଭାଜପା ରାଜ୍ୟର ସମସ୍ତ ଗ୍ରାମାଞ୍ଚଳରେ ଚାଷୀ ସମାବେଶ କରି ‘ଧନ୍ୟବାଦ ପ୍ରଧାନମନ୍ତ୍ରୀ ଓ ଧନ୍ୟବାଦ ମୁଖ୍ୟମନ୍ତ୍ରୀ’ କାର୍ଯ୍ୟକ୍ରମ କରିବ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନା ଉପରେ ଚାଷୀମାନଙ୍କୁ ଅବଗତ କରାଯିବ। ଆସନ୍ତା…
ମମତା ମହାନ୍ତଙ୍କୁ ନେଇ ବିଜେଡି-ଭାଜପାରେ କଥା କଟାକଟି
ଭୁବନେଶ୍ୱର,୪।୮(ଅନିଲ ଦାସ): ମମତା ମହାନ୍ତଙ୍କ ଇସ୍ତଫାକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି। ମୋରଡ଼ାର ପୂର୍ବତନ ବିଧାୟକ ରାଜକିଶୋର ଦାସ କହିଛନ୍ତି, ମମତା ମହାନ୍ତ ସେମିତି ବଡ଼ ବ୍ୟକ୍ତିତ୍ୱର ଅଧିକାରୀ ନୁହଁନ୍ତି। ନା ସେ ତାଙ୍କ ସମ୍ପ୍ରଦାୟ ପାଇଁ ନା ଦଳ…
ଆଜି ଶ୍ରୀମନ୍ଦିରରେ ଚିତାଲାଗି
ପୁରୀ,୪ା୮(ଅଜିତ୍ ମହାନ୍ତି): ଶ୍ରାବଣ ଅମାବାସ୍ୟା ତଥା ଚିତାଲାଗି ଅମାବାସ୍ୟା ଅବସରରେ ରବିବାର ଅପରାହ୍ନ ୨ଟାରୁ ସା ୬ଟା ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି…
Archives


