ମେଟ୍ରୋ

ଆରମ୍ଭ ହେଲା କୁଇଜ୍‌ର ମହାକୁମ୍ଭ ‘ମେଟଲ ମିଟ୍‌ ୨୦୨୪’

ଭୁବନେଶ୍ୱର,୩।୮: ଆରମ୍ଭ ହୋଇଛି କୁଇଜର ମହାକୁମ୍ଭ ‘ମେଟଲ ମିଟ୍‌ ୨୦୨୪’। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର ୧୧.୩୦ରେ ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ…

ମେଟଲ୍‌ ମିଟ୍‌ ପୂର୍ବରୁ କ୍ୱିଜ ମାଷ୍ଟର ଅଜୟ ପୁନିଆଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ୍‌। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର ଆରମ୍ଭ…

କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ’

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର ଆରମ୍ଭ…

ମମତାଙ୍କ ଇସ୍ତଫା ପରେ ବିଜେଡିର ଚେତା ପଶିଲା, ଦଳୀୟ ନେତାଙ୍କୁ ପରାମର୍ଶ ଦେଇ ନବୀନ କହିଲେ…

ଭୁବନେଶ୍ୱର,୩।୮ (ଅନିଲ ଦାସ): ମୟୂରଭଞ୍ଜ ଜିଲା ବିଜେଡି ନେତୃବୃନ୍ଦ ଶୁକ୍ରବାର ସନ୍ଧ୍ୟାରେ ନବୀନ ନିବାସଠାରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଜିଲାର ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଜିଲାର ସାମଗ୍ରିକ ବିକାଶ କ୍ଷେତ୍ରରେ ବିଜେଡି ସରକାର…

ଆଜିଠୁ ବର୍ଷା ପ୍ରଭାବ କମିବ

ଭୁବନେଶ୍ୱର, ୩ା୮(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ପାଣିପାଗ କେନ୍ଦ୍ରର…

ଭାଜପାରେ ମମତା, ବିଜେଡିରେ ଚହଳ, ହଠାତ୍‌ ଶଙ୍ଖ ଭବନରେ ହଲଚଲ…

ଭୁବନେଶ୍ୱର,୨।୮: ମମତା ମହାନ୍ତ ଅଚାନକ ରାଜ୍ୟ ସଭା ଏମପି ପଦ ଓ ଦଳରୁ ଇସ୍ତଫା ଦେବା ପରେ, ବିଜେଡି ଶିବିରରେ ହଇଚଇ ସୃଷ୍ଟି ହୋଇଛି। ସବୁଠାରୁ ବଡ କଥା ହେଉଛି, ୨୪ ଘଣ୍ଟା ଭିତରେ ମମତା ବିଜେଡି ଛାଡି ଭାଜପାରେ ଯୋଗ…

ଆସନ୍ତା ସୋମବାର ହେବ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ଅଗଷ୍ଟ ୫ ତାରିଖରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପୂର୍ବାହ୍ନ ୧୧ ଟାରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହିଦିନ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପର୍ବତାରୋହୀ ବିଭାରାଣୀ

ଭୁବନେଶ୍ୱର,୨।୮ (ଅସମାପିକା ସାହୁ): ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପର୍ବତାରୋହୀ ବିଭାରାଣୀ ପାତ୍ର ଶୂୁକ୍ରବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟଛନ୍ତି। ତାଙ୍କର ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କଠାରୁ ଆଶୀର୍ବାଦ ଗ୍ରହଣ କରିଛନ୍ତି। ଆଗାମୀ ଅଗଷ୍ଟ ୬…

ପୁଣି ଆଉ ଏକ ଲଘୁଚାପ: ୬ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨।୮ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହି ଜିଲାଗୁଡ଼ିକ ହେଲା  କେନ୍ଦୁଝର,…

ଢାଲିଙ୍କ ବିଜେଡି ଭାଙ୍ଗିବା ମନ୍ତବ୍ୟକୁ ନେଇ ଜୋରଦାର କାଉଣ୍ଟର କଲେ ଉମା ସାମନ୍ତରାୟ, କହିଲେ ଏବେ ବି…

ଭୁବନେଶ୍ୱର,୨।୮: ଭାଜପା ନେତା ଅରବିନ୍ଦ ଢାଲିଙ୍କ ବିଜେଡି ଭାଙ୍ଗିବା ମନ୍ତବ୍ୟକୁ କାଉଣ୍ଟର କରିଛନ୍ତି ବିଜେଡି ନେତା ଉମା ସାମନ୍ତରାୟ। ଉମା କହିଛନ୍ତି, ଯେଉଁମାନେ ରଙ୍ଗ ବଦଳାନ୍ତି,ସେମାନଙ୍କ ଚରିତ୍ର ସେପରି। ବିଜେଡି ଆଜି ବି ଶକ୍ତିଶାଳୀ ଦଳ, ନବୀନ ପଟ୍ଟନାୟକଙ୍କ ପ୍ରତି ଲୋକଙ୍କ…

ଭାଙ୍ଗିବ କି ବିଜେଡି? ‘ଭବିଷ୍ୟତରେ ବିଜେଡି ରହିବନି, ଚାହିଁଲେ ବି ରଖିପାରିବେନି’ ଶୁଣି କାହିଁକି ଏମିତି କହିଲେ ଅମର ଶତପଥୀ

ଭୁବନେଶ୍ୱର,୨।୮: ବିଜେଡିକୁ ଭାଜପା ନେତା ଅରବିନ୍ଦ ଢାଲିଙ୍କ ମନ୍ତବ୍ୟରେ ବିଜେଡି ପୂର୍ବତନ ବିଧାୟକ ଅମର ଶତପଥୀ ଘିଅ ଢାଳିଲା ଭଳି ଉତ୍ତର ରଖିଛନ୍ତି। ଦଳର ଆମୂଳଚୁଳ ସଂଗଠନ ଠିକ୍‌ ନକଲେ ଆଗକୁ ଅନେକ ଅଘଟଣ ଘଟିବ ବୋଲି ଅମର କହିଛନ୍ତି। ସେ…

ବିଜେଡିକୁ ନେଇ ବିସ୍ଫୋରକ ବୟାନ ଦେଲେ ଅରବିନ୍ଦ ଢ଼ାଲି, ପାଣ୍ଡିଆନ ଥିଲେ…

ଭୁବନେଶ୍ୱର,୨।୮:  ମମତା ମହାନ୍ତ ଭାଜପାରେ  ମିଶିବାକୁ ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ଭାଜପା ନେତା ଅରବିନ୍ଦ ଢ଼ାଲି। ସେ କହିଛନ୍ତିି ବିଜେଡି ବସା ଖାଲି ହୋଇଯିବ। ଭବିଷ୍ୟତରେ ବିଜେଡି ରହିବନି, ଚାହିଁଲେ ବି ରଖିପାରିବେନି। ଜାତୀୟ ଦଳର ବିଲୟ ହୁଏନି, ଆଞ୍ଚଳିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri