ମେଟ୍ରୋ

୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ! ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର,୧୭ା୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି…

ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଡବଲ ଇଞ୍ଜିନ ସରକାରମାନେ ଦୁଇଗୁଣା ବିକାଶ। ସେ ଆହୁରି…

୩ କଂଗ୍ରେସ ନେତାଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୭ା୧୦ (ସତ୍ୟଜିତ୍‌ ରାଉତ): ୨୦୨୪ ନିର୍ବାଚନ ବେଳେ ପ୍ରଚାର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସକୁ ଏଲ୍‌ଇଡି ଟିଭି ଓ ଗାଡ଼ି ଯୋଗାଇ ଜଣେ ବ୍ୟବସାୟୀ ୧.୪୨ କୋଟି ଟଙ୍କା ଠକେଇର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୫ଙ୍କ ନିର୍ଦ୍ଦେଶକ୍ରମେ କଂଗ୍ରେସ…

ଜନ ଔଷଧୀ ନାମରେ ନକଲି ଔଷଧ ବିକ୍ରି ନିଷେଧ

ଭୁବନେଶ୍ୱର,୧୭ା୧୦ (ଅନୁରାଧା ମହାରଣା): ମଧ୍ୟପ୍ରଦେଶର ଭୋପାଳରେ ଜନ ଔଷଧୀ ସଂଘ ନାମରେ କାର୍ଯ୍ୟ କରୁଥିବା ଏକ ସଂସ୍ଥା କେନ୍ଦ୍ର ଫାର୍ମାସ୍ୟୁଟିକାଲ୍ସ ବିଭାଗ ଅଧୀନ ଫାର୍ମାସ୍ୟୁଟିକାଲ୍ସ ଆଣ୍ଡ ମେଡିକାଲ ଡିଭାଇସେସ୍‌ ବ୍ୟୁରୋ ଅଫ୍‌ ଇଣ୍ଡିଆ(ପିଏମ୍‌ବିଆଇ) ଟ୍ରେଡ୍‌ ମାର୍କ ବ୍ୟବହାରକରି ନକଲି ଔଷଧ ବିକ୍ରି…

ଦିଲ୍ଲୀ ବଳାତ୍କାର ଘଟଣାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୧୦(ସୁନୀତ କୁମାର ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଓ ସୁସ୍ଥତା, ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା…

ଆଜି ହରିୟାଣା ସରକାରଙ୍କ ଶପଥ ଗ୍ରହଣରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧୦(ସୁନିତ୍‌ ମିଶ୍ର): ହରିୟାଣାରେ ଭାଜପା ନେତୃତ୍ୱାଧୀନ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହେବେ। ଏନେଇ ମୁଖ୍ୟମନ୍ତ୍ରୀ ବୁଧବାର ୪ ଦିନିଆ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ହରିୟାଣା ଏବଂ…

୨୨ରେ ଲଘୁଚାପ ସମ୍ଭାବନା: ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର,୧୭ା୧୦ (ଅନିଲ ଦାସ): ଆସୁଛି ଆଉ ଏକ ବଡ଼ ବର୍ଷା। ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ବର୍ଷିବ। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୨୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ…

ଭୁବନେଶ୍ୱରରେ ଅନ୍ତର୍ଜାତୀୟ ଫେକ୍‌ କଲ୍‌ ସେଣ୍ଟର

ଭୁବନେଶ୍ୱର,୧୭ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ଚାଲିଥିଲା ବଙ୍ଗୀୟ ସାଇବର ଠକଙ୍କ ଅନ୍ତର୍ଜାତୀୟ କଲ୍‌ ସେଣ୍ଟର। ଓଡ଼ିଶାରେ ବସି ବୈଷୟିକ ଉପକରଣ ଜରିଆରେ ଦେଶ ବିଦେଶର ଲୋକଙ୍କୁ ଫସାଇ ଟଙ୍କା ଠକୁଥିଲେ। ଏହା ଜଣାପଡ଼ିବା ପରେ କମିଶନରେଟ୍‌ ପୋଲିସ ବୁଧବାର ଏୟାରଫିଲ୍ଡ ଥାନା ଅନ୍ତର୍ଗତ…

ବିଭିନ୍ନ ଜିଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି, ଜାଣନ୍ତୁ କେଉଁଠି କାହାର…

ଭୁବନେଶ୍ୱର, ୧୬ା୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି…

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ ଆଇନର ପରିବର୍ତ୍ତନ ଆବଶ୍ୟକ ଅଛି ବୋଲି କହିଛନ୍ତି ଆଇନମନ୍ତ୍ରୀ। ମାସେ ଦେଢ଼ ମାସ ଭିତରେ…

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର । ଦଳ ଛାଡୁଥିବା ନେତାଙ୍କ ଉପରେ ବର୍ଷିବା ସହ ଭାଜପାକୁ ମଧ୍ୟ ଟାର୍ଗେଟ…

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର । ଦଳ ଛାଡୁଥିବା ନେତାଙ୍କ ଉପରେ ବର୍ଷିବା ସହ ଭାଜପାକୁ ମଧ୍ୟ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?