ଖୋଲିବନି ରତ୍ନଭଣ୍ଡାର, ମନା କଲେ ମନ୍ତ୍ରୀ
ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାର ଆସନ୍ତା ଜୁଲାଇ ୮ରେ ଖୋଲିବ ବୋଲି ଜଣେ ଏଏସ୍ଆଇ ଅଧିକାରୀ କହିଥିଲେ। ମାତ୍ର ଏହାକୁ ଖଣ୍ଡନ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର କେବେ ଖୋଲାଯିବ ନିଷ୍ପତ୍ତି ହୋଇନି। ଜଣେ ଏଏସ୍ଆଇ ଅଧିକାରୀ...
ବିରୋଧୀ ଦଳ ନେତା ହେଲେ ନବୀନ
ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର...
ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ, ହୋଇପାରେ ବଡ଼ ଘୋଷଣା
ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କିଏ ବିରୋଧୀ ଦଳ ନୋତା ହେବେ ସେନେଇ ବଡ଼ ନିଷ୍ପତ୍ତି ଆସିବ। ଏହି ଘୋଷଣା...
ସାର୍ବଜନୀନ ହେବ ରତ୍ନଭଣ୍ଡାର ରିପୋର୍ଟ
ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାରର ରହସ୍ୟ ଜାଣିବାକୁ ରାଜ୍ୟବାସୀଙ୍କ ମଧ୍ୟରେ ଖୁବ୍ ଉତ୍କଣ୍ଠା ରହିଥିବା ବେଳେ ଖୁବ୍ଶୀଘ୍ର ଏହା ଉପରୁ ପରଦା ହଟିବାକୁ ଯାଉଛି। ଆସନ୍ତା ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ୍ ଡି.ବି ଗଡ଼ନାୟକ ସୂଚନା ଦେଇଛନ୍ତି। ତେବେ...
ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,୧୯ା୬: ଆସନ୍ତା ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ଏବଂ ରତ୍ନଭଣ୍ଡାର ସମସ୍ତ ଓଡ଼ିଆ ଏବଂ ସନାତନୀମାନଙ୍କର ଭାବାବେଗ...
ବାଲେଶ୍ୱରରେ ଚାଲିଛି କର୍ଫ୍ୟୁ, ହେଲେ କାହିଁକି ବନ୍ଦ ହେଲା ଇଣ୍ଟରନେଟ୍
ବାଲେଶ୍ୱର,୧୯।୬(ମାନସ ବିଶ୍ୱାଳ): ଅଶାନ୍ତ ହୋଇପଡିଛି ବାଲେଶ୍ୱର। ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହାପରେ ବାଲେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ...
ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନା-ରୁପା ଅଳଙ୍କାର!
ଭୁବନେଶ୍ୱର,୧୯।୬: ଖୋଲିବ କାଳିଆର ରତ୍ନ ଭଣ୍ଡାର। ଓଡ଼ିଶାରେ ନୂଆ ସରକାର ଶପଥ ନେବା ପରେ ଏବେ ଜୁଲାଇ ୮ରେ ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଅର୍ଥାତ୍ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ପରଦିନ ଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ...
ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, CMOରୁ ୨୨ ଅଧିକାରୀ ବିଦା
ଭୁବନେଶ୍ୱର,୧୯।୬: ଓଡ଼ିଶାରେ ଭାଜପା ପ୍ରଥମ ଥର ଲାଗି ସରକାର ଗଢ଼ିଛି। ନୂଆ ସରକାର ଆସିବା ପରେ ପ୍ରଶାସନିକ ସ୍ଥରରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳୁଛି । ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବା ପରଠାରୁ ଆକ୍ସନ ମୁଡ୍ରେ...
ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ, ଫେରିବ ଚିଟ୍ଫଣ୍ଡ ଟଙ୍କା!
ଭୁବନେଶ୍ୱର,୧୯।୬: ନୂଆ ସରକାର ଆସୁଆସୁ ଆକ୍ସନ ମୋଡକୁ ଆସିଛନ୍ତି ଭାଜପା ସରକାର। ଚିଟଫଣ୍ଡ ଘୋଟାଲାରେ କୋଟି କୋଟି କ୍ଷତିଗ୍ରସ୍ତ ନ୍ୟାୟ ପାଇବା ପାଇଁ ଚାହିଁ ବସିଥିବାବେଳେ ଏହାରି ଭିତରେ ଆସିଛି ଆଶ୍ବସ୍ତିକର ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝି ବୁଧବାର...
କାଳ ସାଜୁଛି ମୁକୁଳା ଡ୍ରେନ୍, ଚେତୁନି ପ୍ରଶାସନ
ଭୁବନେଶ୍ୱର,୧୯।୬ (ବନ୍ଦନା ସେଠୀ):ସ୍ମାର୍ଟସିଟି ଭୁବନେଶ୍ୱରବାସୀଙ୍କ ପାଇଁ କାଳ ସାଜୁଛି ମୁକୁଳା ଡ୍ରେନ୍। ସହରର ବିପର୍ଯ୍ୟସ୍ତ ଡ୍ରେନ୍ ବ୍ୟବସ୍ଥା ପାଇଁ ମୃତ୍ୟୁର କରାଳ ଆଁରେ ଚାଲି ଯାଉଛି ଗୋଟିଏ ପରେ ଗୋଟିଏ ଅମୂଲ୍ୟ ଜୀବନ। ମଙ୍ଗଳବାର ମୁକୁଳା ଡ୍ରେନ୍ରେ ପଡ଼ି ଜଣେ...
କିଏ ହେବେ ବିରୋଧୀ ଦଳ ନେତା? ପ୍ରସନ୍ନ ଆଚାର୍ଯ୍ୟ ଦେଲେ ଇସାରା
ଭୁବନେଶ୍ୱର,୧୯।୬: ବିଜେଡି ବରିଷ୍ଠ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଦେଲେ ଇସାରା । ନବୀନ ପଟ୍ଟନାୟକ ହୋଇପାରନ୍ତି ବିରୋଧୀ ଦଳ ନେତା । ବିରୋଧୀ ଦଳ ନେତା ବଛାଯିବା ପାଇଁ ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ। ଚର୍ଚ୍ଚା ହେଉଛି...
ଆସିଲା ପିଏମ କିଶାନ ଟଙ୍କା,କାଳିଆ ଟଙ୍କା କେବେ?
ଭୁବନେଶ୍ୱର,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଏମ କିଷାନ ସମ୍ମାନ ନିଧି ଯୋଜନାର ୧୭ ତମ କିସ୍ତି ଟଙ୍କା ଖାତାକୁ ଆସିଛି । ସାରା ଦେଶରେ ୯ କୋଟି ୨୬ ଲକ୍ଷ ଚାଷୀଙ୍କୁ ୨ ହଜାର ଲେଖାଏଁ ଆର୍ଥିକ ସହାୟତା ମିଳିଛି...
Archives


