ବିଜେଡି ହାରିବାର ଏହି ବଡ଼ କାରଣ କହିଲେ ପୂର୍ବତନ ବିଧାୟକ, ଭାଜପା ତୁଳନାରେ ବିଜେଡିର…
ଭୁବନେଶ୍ୱର,୨୭ା୯: ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ବିଜେଡି ପରାଜୟ ବରଣ କରିବା ପରେ…
‘ମୋତେ ଗେଟ୍ ଆଉଟ୍ କହିଥିଲେ ଆଇଆଇସି’
ଭୁବନେଶ୍ୱର,୨୭ା୯: ଲୋକସେବା ଭବନରେ ଶୁକ୍ରବାର ଦୁଇ ଦିନିଆ ଜିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଆଜିର ଏହି ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ ଘଟିଥିବା କିଛି ଦୁଃଖଦ କଥାକୁ ସର୍ବ ସମ୍ମୁଖରେ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ…
ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର ହେଉଛନ୍ତି…
ଭୁବନେଶ୍ୱର,୨୭ା୯: ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲାପାଳ ସମ୍ମିଳନୀ। ସରକାରକୁ ଆସିବା…
ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର: ଏଣିକି ଚାଉଳ ସହ ମିଳିବ…
ଭୁବନେଶ୍ୱର,୨୭।୯: ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ଗହମ ମିଳିବ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ପକ୍ଷରୁ ଚିଠି ଆସିଛି। ଅକ୍ଟୋବର ମାସରୁ ଏହି ନୂଆ ନିୟମ ଲାଗୁ ହେବ। ଅନ୍ୟପଟେ…
ଜିଦ୍ରେ ଅଟଳ ନର୍ସିଂ କର୍ମଚାରୀ: ଆଜିଠୁ ସିରିଞ୍ଜ୍ ଛାଡ଼ ଆନ୍ଦୋଳନ
ଭୁବନେଶ୍ୱର, ୨୭ା୯(ବନ୍ଦନା ସେଠୀ):୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ଏସ୍ମା ଲାଗୁ ସତ୍ତ୍ୱେ ଜିଦ୍ରେ ଅଟଳ ରହିଛନ୍ତି ନର୍ସିଂ ଅଫିସର। ୨ଦିନର ଆନ୍ଦୋଳନ…
ପ୍ରବଳ ବର୍ଷା ସମ୍ଭାବନା: ଏହି ତାରିଖରୁ ବଦଳିବ ପାଗ
ଭୁବନେଶ୍ୱର,୨୭ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଓଡ଼ିଶାର ଅଧିକାଂଶ ଜିଲାରେ…
ପାର୍ବଣରେ ମହଙ୍ଗା ମାଡ଼:୭୦ ଛୁଇଁଲାଣି ପିଆଜ,ଆଉ ଖାଇବା ତେଲ…
ଭୁବନେଶ୍ୱର, ୨୬ା୯ (ଅନିଲ ଦାସ): ଗତ କିଛିଦିନ ହେବ ଖାଉଟିଙ୍କୁ କଲବଲ କରୁଛି ପିଆଜ। ଖୁଚୁରା ବଜାରରେ ଦର ଆକାଶଛୁଆଁ ହୋଇଛି। ବିକ୍ରି ଉପରେ ଲଗାମ ନ ଥିବାରୁ ଖୁଚୁରା ବ୍ୟବସାୟୀମାନେ ମନଇଚ୍ଛା ଦର କଷିବାରେ ଲାଗିଛନ୍ତି। କେଉଁଠି ପିଆଜ କିଲୋ…
ଖଣି ମାଫିଆଙ୍କ ହାତବାରିସୀ ସାଜିଛି ପୋଲିସ: ଗୁମର ଫିଟାଇଲା ଏଡିଜିଙ୍କ ଚିଠି
କଟକ,୨୬ା୯: ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଏସ୍ପି ଓ ଡିସିପିଙ୍କୁ ଏଡିଜି ପଠାଇଥିବା ଚିଠି ଏଭଳି ସାଙ୍ଘାତିକ ସତ୍ୟର ଗୁମର ଫିଟାଇ ଦେଇଛି। ରାଜ୍ୟରେ ଏବେ…
ପମି ଆଣିଲେ ଅଭିଯୋଗ: ଚୋରି କରି ନେଇଛନ୍ତି ମୋ ଗୀତ
ଭୁବନେଶ୍ୱର,୨୬ା୯: ଗୀତ ଚୋରି ଅଭିଯୋଗରେ ସାଇବର ଥାନାର ଦ୍ୱାରସ୍ଥ କଣ୍ଠଶିଳ୍ପୀ ପମି ମିଶ୍ର। ତାଙ୍କର ୧୪ ବର୍ଷ ପୁରୁଣା ଗୀତ ଚୋରି ନେଇ ପ୍ରଯୋଜନା ସଂସ୍ଥା ନାଁରେ ସେ ଅଭିଯୋଗ କରିଛନ୍ତି। ସାଇ ସାଗର କ୍ରିଏସନ୍ ଓ ପବିତ୍ର ଏଣ୍ଟରଟେନମେଣ୍ଟ ନାଁରେ…
ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୬ା୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ନେଇ ଗୁରୁବାର ପୁରୀ ଜିଲାର ସମସ୍ତ ସ୍କୁଲ ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି । କୋଣାର୍କ ମନ୍ଦିର ପରିସରରେ ବର୍ଷା…
ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୨୬ା୯: ରାଜ୍ୟରେ ଦଶହରା ଉତ୍ସବକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ଏଥିସହିତ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।…
ବଦଳିଲେ ୪୩ଜଣ ବିଡିଓ, ଜାଣନ୍ତୁ ଆପଣଙ୍କ ବ୍ଲକ୍ର କିଏ…
ଭୁବନେଶ୍ୱର,୨୬।୯: ଓଏଏସ ସ୍ତରରରେ ବଡ଼ ଧରଣର ଅଦଳବଦଳ କଲେ ସରକାର। ୪୩ଜଣ ବିଡିଓଙ୍କୁ ବଦଳି କରାଯାଇଛି। ଏନେଇ ଗୁରୁବାର ପଞ୍ଚାୟତରାଜ ଓ ପାନୀୟ ଜଳ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଚନ୍ଦ୍ରମଣି ନାଗଙ୍କୁ ରାଜବଡ଼ାସମ୍ବରରୁ ଟିଟିଲାଗଡ଼ ବଦଳି କରାଯାଇଛି। ସେହିପରି ଆକାଶ…
Archives


