ମେଟ୍ରୋ

ଅମରଙ୍କ ବିସ୍ଫୋରକ ବୟାନ: ଆଗକୁ ବହୁତ କିଛି ଘଟିବାକୁ ଯାଉଛି, କେବଳ BJP ନୁହେଁ…

ଭୁବନେଶ୍ୱର,୧୫।୧୦: ବିଜେଡ଼ିରେ ନ ଥିବା କହି ଚର୍ଚ୍ଚାର ପରିସରକୁ ଆସିଥିବା ଅମର ପ୍ରସାଦ ଶତପଥୀ ମଙ୍ଗଳବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଆଗକୁ ଓଡ଼ିଶା ରାଜନୀତିରେ ଅନେକ ଘଟଣା ଘଟିବାକୁ ଯାଉଥିବା ସେ କହିଛନ୍ତି। ଏହାଛଡ଼ା ଭାଜପା ନେତା ରାମଚନ୍ଦ୍ର…

ଏହି ଦିନ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୫।୧୦:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ପ୍ରଥମେ ଜନ୍ମମାଟି ମୟୂରଭଞ୍ଜ ଜିଲାକୁ ଯାଇ ବହୁ ପ୍ରତୀକ୍ଷିତ ୩ଟିି ନୂତନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏନେଇ ମୟୂରଭଞ୍ଜ…

ବର୍ଷିଲେ ପାଟ୍ଟଶାଣୀ: କହିଲେ ‘ଯେପର୍ଯ୍ୟନ୍ତ ପାଣ୍ଡିଆନ ଥିବେ ବିଜେଡି ସରକାରକୁ ଆସିବ ନାହିଁ, ମୁଁ ବି…’

ଭୁବନେଶ୍ୱର,୧୫।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଜେଡିର କିଛି ନେତା ଦଳ ଛାଡ଼ିଛନ୍ତି। ବିଶେଷକରି ନିର୍ବାଚନ ସମୟରେ ପୂର୍ବତନ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କ ସମ୍ପୃକ୍ତି ଉପରେ ଅନେକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି କ୍ରମରେ ଭାଜପା ନେତା ପ୍ରସନ୍ନ…

ଅମର ଶତପଥୀ ଭାଜପାରେ ଯୋଗ ଦେବେ କି: ଜାଣନ୍ତୁ କ’ଣ କହିଲେ….

ଭୁବନେଶ୍ୱର,୧୫।୧୦: ଅମର ଶତପଥି ପ୍ରସଙ୍ଗରେ ବିଜେଡିକୁ କଟାକ୍ଷ କରିଛନ୍ତି ଶିଳ୍ପମନ୍ତ୍ରୀଙ୍କ ସମ୍ପଦ ସ୍ବାଇଁ। ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କ ପରେ ଶିଳ୍ପମନ୍ତ୍ରୀ କହିଛନ୍ତି ଇଏ ତ ଆରମ୍ଭ, ଆଗକୁ ଦେଖିବେ ଆହୁରି ନେତା ବିଜେଡି ଛାଡ଼ୁଛନ୍ତି। ବିଜେଡି, ଭାଜପାକୁ କପି କରୁଛି।…

ପ୍ରେମିକା ପାଇଁ  ୮ ମହଲାରୁ ଡେଇଁପଡ଼ିଲେ  ଯୁବ ଇଞ୍ଜିନିୟର: ଶେଷ ଚିଠିରେ ଲେଖିଥିଲେ…

୧୫।୧୦: ରାଜଧାନୀ ଭୁବନେଶ୍ୱରର ଏକ ଆପାର୍ଟମେଣ୍ଟରୁ ଜଣେ ଯୁବ ଇଞ୍ଜିନିୟର ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ୮ ମହଲାରୁ ଡେଇଁ ଜୀବନ ହାରିଛନ୍ତି ଖାରବେଳନଗର ଚନ୍ଦ୍ରମା କମ୍ପ୍ଲେକ୍ସ ଆପାର୍ଟମେଣ୍ଟରେ ରହୁଥିବା ରୋନିତ ଜେନା। ପ୍ରେମରେ ବିଫଳ ହୋଇ ରୋନିତ ଜୀବନ ହାରଥିବା…

ରେରା ଆଇନ ହେବ ସଂଶୋଧନ

ସମ୍ବଲପୁର,୧୫।୧୦(ପ୍ରମୋଦ ବହିଦାର):ରେରା ଆଇନ ହେବ ସଂଶୋଧନ। ଆବଶ୍ୟକସ୍ଥଳେ ସମ୍ପୂର୍ଣ୍ଣ ଜମି ବଦଳରେ କିଛି ଅଂଶକୁ ଜମି ମାଲିକମାନେ ବିକ୍ରି କରିପାରିବେ। ସୋମବାର ସମ୍ବଲପୁର ସହକାରୀ ଉପନିବନ୍ଧକ(ଡିଏସ୍‌ଆର୍‌)ଙ୍କ କାର୍ଯ୍ୟାଳୟ ପରିଦର୍ଶନ ଅବସରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହା…

ବିଶ୍ୱ ଅର୍ଥନୀତିର ଗ୍ରୋଥ୍‌ ଇଞ୍ଜିନ ହେବ ଭାରତ: ଧର୍ମେନ୍ଦ୍ର

ଭୁବନେଶ୍ୱର, ,୧୫ା୧୦(ସୁନିତ୍‌ ମିଶ୍ର): ଜାତୀୟ ଶିକ୍ଷାନୀତି ଭାରତୀୟ ଶିକ୍ଷା ପ୍ରଣାଳୀରେ ଏକ ବଡ଼ ପରିବର୍ତ୍ତନ ଆଣିବ। ଭାରତ ସରକାରଙ୍କ ଶିକ୍ଷାନୀତି ସହ ଅନ୍ୟାନ୍ୟ କ୍ଷେତ୍ରରେ ସଂସ୍କାର ଭାରତକୁ ଆଗାମୀ ୨ ଦଶନ୍ଧି ମଧ୍ୟରେ ବିଶ୍ୱ ଅର୍ଥନୀତିର ଅଭିବୃଦ୍ଧି ଇଞ୍ଜିନ କରାଇବ ବୋଲି…

ଦୂର ହେବ ଦାଦନ ସମସ୍ୟା, ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୪।୧୦: ଦାଦନ ରୋକିବାକୁ ରାଜ୍ୟ ସରକାର ସ୍ବତନ୍ତ୍ର ଟାସ୍କଫୋର୍ସ ଗଠନ କରିଛନ୍ତି। ଦାଦନ ସମସ୍ୟାର ନିରାକରଣ ପାଇଁ ଦିଗଦର୍ଶନ ଦେବାକୁ ଟାସ୍କଫୋର୍ସ ଗଠନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସ୍ବତନ୍ତ୍ର ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠିତ ହୋଇଛି। ଟାସ୍କଫୋର୍ସରେ…

ଘରୋଇ ହସ୍ପିଟାଲରେ ଉତ୍ତେଜନା: ହାତାହାତି ହେଲେ ସାମ୍ବାଦିକ-ସୁରକ୍ଷାକର୍ମୀ

ଭୁବନେଶର,୧୪।୧୦: ଘରୋଇ ହସ୍ପିଟାଲରେ ଉତ୍ତେଜନା। ପୋର୍ଟାଲ ସାମ୍ବାଦିକ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହାତାହାତି। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ। ଜଣେ ଅଟୋଚାଳକ ରବିବାର ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ…

ଭସାଣୀରେ ବାଜିବ ଡିଜେ: ଜାଣନ୍ତୁ କେତେ ଡେସିବେଲ ପର୍ଯ୍ୟନ୍ତ ବଜାଇପାରିବେ

ଭୁବନେଶର,୧୪।୧୦: ଆଜି ଭୁବନେଶ୍ୱରରେ ଭସାଣୀ। ଦଶହରା ସରିବା ପରେ ସୋମବର ଭସାଣୀ ଯାତ୍ରା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷେ ଭୁବନେଶ୍ବର ଦୁର୍ଗା ପୂଜା ଭସାଣୀକୁ ନେଇ ଡିସିପି ପିନାକ ମିଶ୍ରଙ୍କ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ଭସାଣୀରେ କମ ସାଉଣ୍ଡରେ ପୂଜା…

ଅମରଙ୍କୁ ପ୍ରତାପ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା, କହୁକହୁ କହିଦେଲେ ଗ୍ରହଣ କରିବେ…

ଭୁବନେଶ୍ୱର,୧୪।୧୦: ଅମର ଶତପଥୀଙ୍କୁ ନେଇ ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଶୀର୍ଷ ନେତୃତ୍ୱ ସ୍ଥିର କରିବେ ଅମରଙ୍କୁ ଗ୍ରହଣ କରିବେ କି ନାହିଁ। ବିଜେଡିର ଅବସ୍ଥା କ’ଣ ତାହା ପ୍ରତିଦିନ ଦେଖିବାକୁ ମିଳୁଛି। ବୁଡ଼ିଗଲା ଡଙ୍ଗାର…

ଦିନ ଥିଲା ମୁଁ ବିଜେଡିରେ ଟିକେଟ୍‌ ବାଣ୍ଟୁଥିଲି, ଏବେ ମୁଁ ଦଳରେ ନାହିଁ, କାହିଁକି ଏପରି କହିଲେ ଅମର…

ଭୁବନେଶ୍ୱର,୧୪ା୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି। ସବୁଠୁ ଚମକାଇ ଦେଇଛି ଦଳର ବରିଷ୍ଠ ନେତା ତଥା ବଡ଼ଚଣାର ପୂର୍ବତନ ବିଧାୟକ ଅମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?