ମେଟ୍ରୋ

ଯାହାକୁ ଅଣନିଃଶ୍ୱାସୀ ଲାଗୁଛି ସେ ବିଜେଡି ଛାଡ଼ି ପଳାନ୍ତୁ, ଅମରଙ୍କୁ ଏପରି କହିଲେ ଲେନିନ

ଭୁବନେଶ୍ୱର,୧୪ା୧୦: ବିଜେଡି କନ୍ଦଳ ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଉ ଏହି କନ୍ଦଳରେ ନିଆଁ ଲଗାଇ ଦେଇଛି ଲେନିନ ମହାନ୍ତିଙ୍କ ବିସ୍ଫୋରକ ବୟାନ। ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ କଡ଼ା ଆକ୍ରମଣ କରିଛନ୍ତି ଲେନିନ।…

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଘଟଣାକୁ ଗୁରୁତର ସହ ନେଲେ ଓଡ଼ିଶା ସରକାର, ଏହା ଏକ…

ଭୁବନେଶ୍ୱର,୧୪ା୧୦: ଦିଲ୍ଲୀରେ ଜଣେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଘଟଣାକୁ ଗମ୍ଭୀରତା ଏବଂ ସମ୍ବେଦନଶୀଳତା ସହିତ ଗ୍ରହଣ କରିଛନ୍ତି ଓଡ଼ିଶା ସରକାର। ଓଡ଼ିଶା ପୋଲିସ ପୀଡ଼ିତାଙ୍କ ପରିବାର ସଦସ୍ୟଙ୍କ ସହ ଯୋଗାଯୋଗରେ ଅଛି ଏବଂ ଦିଲ୍ଲୀ ପୋଲିସ ସହିତ ତଦନ୍ତର ଅଗ୍ରଗତି ମଧ୍ୟ…

ଆଜି ମେଲାଣି ନେବେ ମା’, କଟକଣା ଜାରି

ଭୁବନେଶ୍ୱର,୧୪ା୧୦: ଆଜି ମେଲାଣି ନେବେ ଜଗତ୍‌ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ବିଶେଷକରି ଟୁଇନ୍‌ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ କଟକଣା ଜାରି…

ପାରାଦୀପରେ ରାବଣ କିଏ? ସମ୍ବିତ ରାଉତରାୟଙ୍କୁ ଟାର୍ଗେଟ କରି….

  ଭୁବନେଶ୍ୱର,୧୩।୧୦: ପାରାଦୀପରେ ବୁଲୁଛନ୍ତି ମନୁଷ୍ୟକୃତ ରାବଣ। ଆଗାମୀ ଦିନରେ ତାଙ୍କୁ ଉଚିତ ଜବାବ ଦିଆଯିବ, ତାଙ୍କୁ ନିଜ ସ୍ଥାନ ଦେଖାଇ ଦିଆଯିବ ବୋଲି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ କହିଛନ୍ତି । ପାରାଦୀପର ଆୟୋଜିତ ରାବଣ ପେଡ଼ିା ଉତ୍ସବରେ ନାଁ…

ଭୁବନେଶ୍ୱରର ୧୦ଟି ସ୍ଥାନରେ ରାବଣପୋଡି: ଜାଣନ୍ତୁ କେଉଁଠି କେଉଁଠି 

ଭୁବନେଶ୍ୱର,୧୩।୧୦: ରାଜଧାନୀ ଭୁବନେଶ୍ୱରରେ ଚଳିତ ବର୍ଷ ୧୦ଟି ସ୍ଥାନରେ ରାବଣପୋଡି ହେବ। ୧୦ଟି ମଣ୍ଡପକୁ ରାବଣପୋଡ଼ି ପାଇଁ ଅନୁମତି ମିଳିଛି। କମିଶନରେଟ ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି। କମିଶନରେଟ୍‌ ପୋଲିସ ପକ୍ଷରୁ କୁହାଯାଇଛି ଯେ, ଝାରପଡା, ବରମୁଣ୍ଡା, ନହରକଣ୍ଟା, କୋରଡ଼କଣ୍ଟା,…

ଓଡିଶାର ଅନେକ ସ୍ଥାନରୁ ଫେରିଲାଣି ମୌସୁମୀ: ଆଗାମୀ ୨ ଦିନ ସମ୍ପୂର୍ଣ୍ଣ ଅପସରିଯିବ

ଭୁବନେଶ୍ୱର,୧୩।୧୦: ଓଡିଶାରୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ, ରବିବାର ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଅନେକ ସ୍ଥାନରୁ ଅପସରି ଗଲାଣି। ତଥା ଆଗାମୀ ଦୁଇ ଦିନ ମଧ୍ୟରେ ରାଜ୍ୟର ଅବଶିଷ୍ଟ ଅଞ୍ଚଳରୁ ମୌସୁମୀ ଅପସାରଣ ପାଇଁ ପାଗ ସମ୍ପୂର୍ଣ୍ଣ…

ରତ୍ନଭଣ୍ଡାର ଚଟାଣ ତଳେ… ବଡ଼ ସୂଚନା ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୧୩/୧୦: ରତ୍ନଭଣ୍ଡାର ଭିତରେ କ’ଣ ଅଛି? କେତେ ହୀରା-ନୀଳା ରତ୍ନ ଅଛି। ଆଉ ୨-୪ ଦିନ ଭିତରେ ସବୁ ଜଣାପଡିବ। କାରଣ ଆଉ ୨/୪ ଦିନରେ ଆସିବ ରତ୍ନଭଣ୍ଡାର ସର୍ଭେ ରିପୋର୍ଟ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।…

ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରୀମନ୍ଦିରେ ମାଗଣା ମିଳିବ…

ଭୁବନେଶ୍ୱର,୧୩/୧୦: ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା। ମାଗଣା ମିଳିବ ମହାପ୍ରସାଦ କୁଡୁଆ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି କହିଲେ ଆଇନ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ…

ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନଦେବେ ଚତୂର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୧୩।୧୦: ପବିତ୍ର ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି। ଏହି ଅବସରରେ ଚତୂର୍ଦ୍ଧାମୂର୍ତ୍ତି ସୁନାବେଶରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଦେବେ । କିରିଟି, ଚୂଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ୟ୍ୟ, ଶ୍ରୀଭୁଜ, ଶ୍ରୀପୟର, ଘାଗଡା ମାଳି ଆଦିରେ ବିଭୁଷିତ ହେବେ…

କେବେ କମିବ ପିଆଜଦର: ମନ୍ତ୍ରୀଙ୍କୁ ବ୍ୟବସାୟୀ ମହାସଂଘର…

ଭୁବନେଶ୍ୱର,୧୩।୧୦: ପରିବା ଦର ହୁହୁ ହୋଇ ବଢ଼ିବାରେ ଲାଗିଛି। ଏହା ସହ ପିଆଜ ଓ ଟମାଟୋ ଚିନ୍ତା ବଢ଼ାଉଛି। ଏହା ଏବେ ଚିନ୍ତାର ବିଷୟ ହୋଇଥିବା ବେଳେ ଦର ନିୟନ୍ତ୍ରଣରେ ସରକାରଙ୍କ ବେଲଗାମ ମନୋଭାବ ଅସହ୍ୟ ହେଉଛି। ବିଭାଗୀୟ ମନ୍ତ୍ରୀଙ୍କୁ ମନ୍ତବ୍ୟକ…

କେବେ ଜନଶୂନ୍ୟ ହୁଏନାହିଁ ଶ୍ରୀକ୍ଷେତ୍ର

ଭାରତର ଚାରିଧାମ ମଧ୍ୟରେ ପୁରୀ ଜଗନ୍ନାଥ ଧାମ ଅନ୍ୟତମ। ପୁରୀ ସହର ମଧ୍ୟଭାଗରେ ରହିଛି ବଡ଼ଦେଉଳ ବା ଶ୍ରୀମନ୍ଦିର। ଏହାର ରତ୍ନସିଂହାସନରେ ପୂଜାପାଆନ୍ତି ଦାରୁଦିଅଁ ଶ୍ରୀଜଗନ୍ନାଥ ମହାପ୍ରଭୁ, ବଡ଼ଭାଇ ଶ୍ରୀ ବଳଭଦ୍ର, ଭଉଣୀ ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନଙ୍କ ସମେତ ମଦନମୋହନ, ଶ୍ରୀଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?