ମେଟ୍ରୋ

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି। ବଲାଙ୍ଗୀରରେ ସବୁଠୁ ଅଧିକ ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି। ଇତିମଧ୍ୟରେ ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ ପହଞ୍ଚି…

‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ ରିଲିଜ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଡଭୋକେଟ ଜେନେରାଲ ପୀତାମ୍ବର…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ ୭.୬ କିମି ଯାଏ ବ୍ୟାପିଛି। ଏହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର…

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ

ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏନେଇ ସେବାୟତ, ଶ୍ରଦ୍ଧାଳୁ ଏବଂ ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ ଥିବା ମନ୍ତ୍ରୀ କହିଥିବା ବେଳେ ଅଣନିଶ୍ବାସୀ ହେବା କାରଣରୁ ଜଣେ ୬୦ ବର୍ଷୀୟ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ। ବର୍ତ୍ତମାନ ମାର୍କେଟ ଛକରେ ଅଟକିଛି…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ମାର୍କେଟ…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ ନେଇ ସରକାରୀ ଭାବେ ସ୍ପଷ୍ଟ କରାଯାଇ ନାହିଁ। ସୂଚନା ଅନୁସାରେ, ପବିତ୍ର ରଥଯାତ୍ରା…

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର। ଭକ୍ତି, ହର୍ଷଉଲ୍ଲାସର ପରିବେଶ ମଧ୍ୟରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା…

ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ। ଭକ୍ତି, ବିଶ୍ୱାସ ଓ ସମର୍ପଣର ସହ ରଥଯାତ୍ରାର ସାକ୍ଷୀ ହେବ। ସମସ୍ତେ ମହାପ୍ରଭୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?