ମେଟ୍ରୋ

କେବେ ଆସିବ ନୂଆ ରାଶନ କାର୍ଡ, ଖାଦ୍ୟ ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୧୦।୧୦: ରାଶନ କାର୍ଡ E-KYC ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ ସୂଚନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପାଖାପାଖି ୨ କୋଟି ୩୦ ଲକ୍ଷ E-KYC ସରିଲାଣି।୧ କୋଟି ପାଖାପାଖି ଲୋକଙ୍କ E-KYC ବାକି ଅଛି। ୧୫-୨୦ ଦିନରେ EKYC…

ମୋ ଧନକୁ ଖୋଜି ଆଣେ…ନହେଲେ ତମ ସମସ୍ତଙ୍କୁ ଦେଖିନେବି: ପୋଲିସକୁ ଧମକ ଦେଲେ ଯୁବତୀ

ଭୁବନେଶର,୧୦।୧୦: ଖଣ୍ଡଗିରି ଥାନା ପରିସରରେ ଜଣେ ଯୁବତୀଙ୍କ ସହ ପୋଲିସର ଯୁକ୍ତିତର୍କ ହୋଇଛି। ଯୁବତୀ ଜଣଙ୍କ ପୋଲିସ ସହ ଯୁକ୍ତିତର୍କ କରୁଥିବାର ଭିଡିଓ ଭାଇରାଲ ହେଉଛି । ତାଙ୍କ ଅଜବ ଯୁକ୍ତିରେ ପୋଲିସ କର୍ମଚାରୀଙ୍କୁ ନାକେଦମ ହେବାକୁ ପଡ଼ିଛି। ପାଖରେ ପାଣି…

ପଦାରେ ପଡ଼ିଲା ରାଜୀବ ଆବାସ ଦୁର୍ନୀତି:୮ ସ୍ଥାନରେ ବିଏମ୍‌ସିର ଚଢ଼ାଉ

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ):ସରକାର ସହରରେ ରହୁଥିବା ଭୂମିହୀନ, ଗୃହହୀନ ଓ ଗରିବ ବସ୍ତିବାସିନ୍ଦାଙ୍କୁ ରାଜୀବ ଆବାସ ଯୋଜନାରେ ଘର ଯୋଗାଇ ଦେଉଛନ୍ତି। ହେଲେ ପ୍ରକୃତ ହିତାଧିକାରୀ ଘର ନ ପାଇ ସେମିତି ଦୟନୀୟ ଜୀବନ ବିତାଉଥିବାବେଳେ ବହୁ ଅଯୋଗ୍ୟ ବା ଜାଲ୍‌…

୭ ମଣ୍ଡପରେ ସ୍ବତନ୍ତ୍ର ମହିଳା ପୋଲିସ ସୁରକ୍ଷା ଦଳ: ଏଥର ୧୨ ସ୍ଥାନରେ ରାବଣ ପୋଡ଼ି

ଭୁବନେଶ୍ୱର,୧୦/୧୦(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ଏଥର ଶୃଙ୍ଖଳିତ ତଥା ସୁରକ୍ଷିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ହୋଇଛି। ବୁଧବାର ପୋଲିସ କମିଶନରେଟ୍‌ କାର୍ଯ୍ୟଳୟରେ ପ୍ରାକ ପ୍ରସ୍ତୁତି ବୈଠକ ଜରିଆରେ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି। ବୈଠକରେ ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶ, ଭୁବନେଶ୍ୱର…

ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି: ଏତିକି ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା…

ଭୁବନେଶ୍ୱର,୯ା୧୦: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରଙ୍କ ବିଭିନ୍ନ ଉଦ୍ୟୋଗ(ପିଏସୟୁ)ରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ଏହି ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଛି। । ଫଳରେ ୪୬%ରୁ ବଢ଼ି ଏହି ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି।…

ବଡ଼ ସୂଚନା: ବାରିପଦାରେ ହେବ କଳାବାଘ ସଫାରୀ

ଭୁବନେଶ୍ୱର,୯।୧୦: ଖୁବଶ୍ରୀର୍ଘ ବାରିପଦାରେ ଏକ କଳାବାଘ ସଫାରୀ ହେବ ବୋଲି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। କଳାବାଘ ସଫାରୀ ତିଆରି ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଏପରିକି ସିଜେଡ୍‌ଏଠାରୁ ଅନୁମତି ମିଳିସାରିଛି। ହେଲେ ସୁପ୍ରିମକୋର୍ଟଙ୍କ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଯଦି ତ୍ରୁଟି ଅଛି ତେବେ…

ଭୁବନେଶ୍ୱର,୯ା୧୦: ବୁଧବାର ଅର୍ଥାତ୍‌ ୯ ତାରିଖରେ ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ୫୦୦୦ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ତେବେ ଖୁବ୍‌ଶୀଘ୍ର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ପ୍ରେସ୍‌ମିଟ୍‌ରେ ସୂଚନା…

ଆଜି ଖାତାକୁ ଆସିନି ସୁଭଦ୍ରା ଟଙ୍କା, ପୁନର୍ବାର କରିପାରିବେ କି ଆବେଦନ, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା…

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ…

ଆସିଲା ସୁଭଦ୍ରା ଟଙ୍କା: କୋଟିଏତମ ହିତାଧୀକାରୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ପୁରସ୍କାର

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ…

‘ଯାହା ପ୍ରତିଶ୍ରୁତି ଦେଉ ତାହା ପାଳନ କରୁ’ ସୁଭଦ୍ରା ଟଙ୍କା ପ୍ରଦାନ ଅବସରରେ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୧୦: ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପଠାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜର ବକ୍ତବ୍ୟ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି…

ଆଜି ସୁଭଦ୍ରା ଟଙ୍କା ନ ଆସିଲେ, ପୁଣି କେବେ ମିଳିବ… ଆସିଲା ବଡ଼ ଅପଡେଟ୍‌

ଭୁବନେଶ୍ୱର,୯।୧୦: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା ଆସିଛି । ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଟଙ୍କା ବଣ୍ଟନ କରିଛନ୍ତି। ତେବେ ଆଜି ସନ୍ଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ…

ସୁଭଦ୍ରା ଟଙ୍କାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୯।୧୦: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?