ରାଜ୍ୟରେ ବନ୍ଦ ହୋଇଯିବ କି ମିଶନ ଶକ୍ତି ଯୋଜନା? ଆସିଲା ନୂଆ ଅପ୍ଡେଟ୍, ଜାଣନ୍ତୁ…
ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୁଡ୍ରେ ଅଛନ୍ତି।...
ଖୋଲିବ ସ୍କୁଲ, ମଧ୍ୟାହ୍ନ ଭୋଜନ ମିଳିବ କି ନାହିଁ ଆସିଲା ବଡ଼ ଖବର
ଭୁବନେଶ୍ୱର,୧୫।୬: ଗ୍ରୀଷ୍ମ ଛୁଟି ପରେ ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛି। ମଙ୍ଗଳବାର ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପାଇଁ ପଦକ୍ଷେପ...
କୁଏଟ୍ ଅଗ୍ନିକାଣ୍ଡ: ୨ ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୬: କୁଏଟ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଞ୍ଜାମ ଜିଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ...
ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର
ଭୁବନେଶ୍ୱର,୧୫।୬: କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ସେମାନେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ ବୋଲି ଜଣାପଡିଛି। ମୃତଦେହ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସ୍ବତନ୍ତ୍ର ଗାଡି ଯୋଗେ...
ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା
ଭୁବନେଶ୍ୱର(ଅନିଲ ଦାସ)/ଜୟପୁର(ପବନ ପାଣିଗ୍ରାହୀ),୧୫ା୬: ଆସନ୍ତା ୫ ବର୍ଷ ପାଇଁ କଂଗ୍ରେସ ବିରୋଧୀ ଦଳ ଭୂମିକା ନିର୍ବାହ କରିବ ବୋଲି ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି। କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ...
ପୂରଣ ହୋଇପାରେ ବାକି ୬ ମନ୍ତ୍ରୀ ପଦ
ଭୁବନେଶ୍ୱର, ୧୫।୬(ସୁନିତ୍ ମିଶ୍ର): ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨ ତାରିଖରେ ମୋହନ ଚରଣ ମାଝୀଙ୍କ ସରକାର ଶପଥ ଗ୍ରହଣ କରିଛି। ଏହି ଅବସରରେ ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ତାଙ୍କ...
ଆଜି ମନ୍ତ୍ରୀମାନଙ୍କୁ ବଣ୍ଟାଯାଇପାରେ ବିଭାଗ
ଭୁବନେଶ୍ୱର, ୧୫।୬(ସୁନିତ୍ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ଭାଜପା ସରକାର ଗଠନ କରିଛି। ଦୀର୍ଘ ୨୪ ବର୍ଷ ଧରି କ୍ଷମତାରେ ରହିଥିବା ବିଜେଡି ସରକାରକୁ ହଟାଇ ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨...
ରାସ୍ତାରେ ଅଟକି ପିଲା, ସାଧାରଣ ଲୋକଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ) – ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ସାଧାରଣ ଜନତାଙ୍କ ସହ ମିଶୁଛନ୍ତି। ସମସ୍ୟା ବୁଝି ସମାଧାନ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ଏପରିକି ରାସ୍ତାରେ ଯିବାବେଳେ ଯଦି କେହି ତାଙ୍କୁ ଭେଟିବାକୁ...
୧୭ରୁ ବଢ଼ିବ ବର୍ଷା
ଭୁବନେଶ୍ୱର, ୧୪।୬(ଅସମାପିକା ସାହୁ) – ପଶ୍ଚିମ ଓଡ଼ିଶାରେ ଏବେ ତାପମାତ୍ରା ଅଧିକ ରହୁଥିବା ବେଳେ ଉପକୂଳରେ ଗୁଳୁଗୁଳି ଅସହ୍ୟ ହେଉଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଲାଗି ରହିବ। କିନ୍ତୁ ୧୭ ତାରିଖରୁ ବର୍ଷା ପରିମାଣ ବଢ଼ିବ। ବିଶେଷକରି...
ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା
ଭୁବନେଶ୍ୱର,୧୪ା୬-ଆଗାମୀ ଦିନରେ କଂଗ୍ରେସ ବିରୋଧୀ ଦଳ କାମ କରିବ । କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ ପାରିବ ନାହିଁ । କଂଗ୍ରେସ ହିଁ ଆସନ୍ତା ୫ ବର୍ଷ ପାଇଁ ବିରୋଧୀ ଦଳ ଭୂମିକା...
ଓଏଚ୍ପିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୁରେଶ ମହାପାତ୍ର
ଭୁବନେଶ୍ୱର,୧୪ା୬(ଅନିଲ ଦାସ)-ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ (ଓଏଚ୍ପିସି) ଅଧ୍ୟକ୍ଷ ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ବିଜେଡି ସରକାର...
ଜୁଲାଇ ୧ରୁ ନୂଆ ଆପରାଧିକ ଆଇନ, ହଟିବ ବ୍ରିଟିଶ ଆଇନ
ଭୁବନେଶ୍ୱର,୧୪ା୬(ସତ୍ୟଜିତ୍ ରାଉତ): ଆସନ୍ତା ଜୁଲାଇ ୧ରୁ ଦେଶରେ ୩ ନୂଆ ଆପରାଧିକ ଆଇନ ଲାଗୁ ହେବ। ସେଗୁଡିକ ହେଲା ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ। ବ୍ରିଟିଶ୍ ଅମଳରୁ ପ୍ରଚଳିତ ଆପରାଧିକ...
Archives


