ମେଟ୍ରୋ

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ୱର,୭।୧୦: ଓଡ଼ିଶାରେ ସରକାର ପରିବର୍ତ୍ତନ ପରେ ନୂତନ ସରକାର ଅନେକ ନୂଆ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ସମସ୍ତ ନିଷ୍ପତ୍ତି ଅନୁଯାୟୀ ସମସ୍ତ ନୂତନ ସରକାରୀ…

ଅନ୍ୟ ଜିଲା ଶିକ୍ଷକଙ୍କୁ ନବରଙ୍ଗପୁର ମନା

ଭୁବନେଶ୍ୱର,୭।୧୦: ନବରଙ୍ଗପୁରରେ ଜିଲାଭିତ୍ତିକ ନିଯୁକ୍ତି ଦାବିରେ ବିବାଦ ତେଜିଛି। ଅନ୍ୟ ଜିଲାର ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ଜଏନ୍‌ ସୁଯୋଗ ମିଳୁନି ଅବିଭକ୍ତ କୋରାପୁଟ ଜିଲାର ଶିକ୍ଷକ ବ୍ୟତୀତ ଅନ୍ୟମାନଙ୍କୁ ବିରୋଧ କରାଯାଇଛି। ତେବେ ନିରାଶ ହେଉଛନ୍ତି ସରକାରଙ୍କ ଦ୍ବାରା ନିଯୁକ୍ତ ଅନ୍ୟ…

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ୯ରେ SHG ମହିଳାଙ୍କୁ…

ଭୁବନେଶ୍ୱର,୭।୧୦: ‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ୧ ଟଙ୍କା ଯାଇଛି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଟଙ୍କାଟିଏ ଆସିଛି। ୯ ତାରିଖ ଦିନ ବାକି ୪୯୯୯ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ ବୋଲି…

ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଛତିଶଗଡ଼ରେ ନକ୍ସଲ ଅପରେଶନ ଜୋରଦାର କରାଯାଇଛି। ସେଠାକାର ନକ୍ସଲଙ୍କର ଓଡ଼ିଶାରେ…

ପ୍ରସନ୍ନଙ୍କୁ କାଉଣ୍ଟର କଲେ ସମୀର, କହିଲେ ଏବେ ବି ବିଜେଡି ମଧ୍ୟରେ…

ଭୁବନେଶ୍ୱର,୭ା୧୦: ବିଜେଡିର ବରିଷ୍ଠ ନେତା ତଥା ରେଢ଼ାଖୋଲର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ କଡ଼ା ସମାଲୋଚନା କରିଛନ୍ତି ସମୀର। ସେ କହିଛନ୍ତି, ଆପଣଙ୍କ ଦଳର…

ପାର୍ବଣରେ ଗଡ଼ିବ ବସ୍‌ : ଆନ୍ଦୋଳନ ନିଷ୍ପତ୍ତିରୁ ଓହରିଲେ….

ଭୁବନେଶ୍ୱର,୭।୧୦: ଆଉ ହେବନି ବସ୍‌ ଧର୍ମଘଟ। ସୋମବାର ସନ୍ଧ୍ୟାରୁ ହେବାକୁ ଥିବା ବସ ଧର୍ମଘଟ ପ୍ରତ୍ୟାହୃତ କରିନେଲେ ଘରୋଇ ବସ୍‌ ମାଲିକ ସଂଘ। ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ ମାଲିକ ସଂଘ ନିଷ୍ପତ୍ତିରୁ ଓହରି ଯାଇଛନ୍ତି। ପରିବହନ ମନ୍ତ୍ରୀଙ୍କ ସହ ବୈଠକ…

OSSSC ବିରୋଧରେ ଏକାଠି ହେଲେ ହଜାର ହଜାର ପରୀକ୍ଷାର୍ଥୀ, ତ୍ରୁଟି ଅଭିଯୋଗ ଆଣି ଅଧିକାରୀଙ୍କ…

ଭୁବନେଶ୍ୱର,୭ା୧୦: OSSSC ବିରୋଧରେ ଏକାଠି ହୋଇଛନ୍ତି ହଜାର ହଜାର ପରୀକ୍ଷାର୍ଥୀ। ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍‌ଜିରେ ପରୀକ୍ଷାର୍ଥୀ ଏକଜୁଟ୍‌ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆର୍‌ଆଇ, ଏଆର୍‌ଆଇ, ଅମିନ, ଆଇସିଡିଏସ୍‌ ପରୀକ୍ଷା ଆଦି ବାତିଲ ଦାବିରେ ଏହି ବିକ୍ଷୋଭ…

ଉପକୂଳରେ ପ୍ରବଳ ବର୍ଷା: ୩ ଘଣ୍ଟା ପର୍ଯ୍ୟନ୍ତ ନିର୍ଧୂମ ଛେଚିବ

ଭୁବନେଶ୍ୱର,୭।୧୦: ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଉପକୂଳର ଓଡ଼ିଶାର ୭ ଜିଲାକୁ ସତର୍କ ସୂଚନା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର,…

ମନ୍ତ୍ରୀଙ୍କ ବାସଭବନରେ ଘରୋଇ ବସ୍‌ ମାଲିକ ସଂଘର ବୈଠକ: ଚାଲିଛି ମାନସ ମନ୍ଥନ

ଭୁବନେଶ୍ୱର,୭।୧୦: ବସ୍‌ ଧର୍ମଘଟ ପ୍ରତିହତ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ବସିଛି। ପରିବହନ ମନ୍ତ୍ରୀଙ୍କ ବାସଭବନରେ ଘରୋଇ ବସ୍‌ ମାଲିକ ସଂଘର ବୈଠକ ହୋଇଛି। ସନ୍ଧ୍ୟା ୭ଟାରୁ ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଛି। ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?