Odisha Elections 2024

ମେଟ୍ରୋ

ନୂଆ ସଫେଇ ସଂସ୍ଥାକୁ ନେଇ ବଢୁଛି ଅସନ୍ତୋଷ

ଭୁବନେଶ୍ୱର, ୩।୯ (ବ୍ୟୁରୋ): ପରିମଳ ବ୍ୟବସ୍ଥାକୁ ନେଇ ବାରମ୍ବାର ସମାଲୋଚନାର ଶିକାର ହେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ତଥାପି ଏହାକୁ ଗୁରୁତର ସହ ନ ନେଇ ନୂଆ ସଫେଇ ସଂସ୍ଥାଗୁଡ଼ିକୁ ଅନୁକମ୍ପା ଦେଖାଇ ଚାଲିଛି। ଫଳରେ ସମ୍ପୃକ୍ତ ସଂସ୍ଥାଗୁଡ଼ିକ...

ଦିଲ୍ଲୀ ଗଲେ ଯୁବ-ଛାତ୍ର ବିଜେଡି କର୍ମକର୍ତ୍ତା

ଭୁବନେଶ୍ବର,୩ା୯(ବ୍ୟୁରୋ): କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଆସନ୍ତା ୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ କରାଯିବ। ଏହି ସମ୍ବର୍ଦ୍ଧନା ଉତ୍ସବରେ ସାମିଲ ହେବା ପାଇଁ ବିଜେଡି ବିଧାୟକ, ନେତା ଦିଲ୍ଲୀ ଗସ୍ତ କରିଛନ୍ତି। ଏଥିସହ...

୯, ୧୦ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ପ୍ରଥମଟି ସେପ୍ଟେମ୍ବର ୮ ମଧ୍ୟରେ ଏବଂ ଦ୍ୱିତୀୟଟି ସେପ୍ଟେମ୍ବର ୯ରୁ ୧୫ ମଧ୍ୟରେ ସୃଷ୍ଟି ହୋଇପାରେ। ଏହାର...

୪ ଆଇପିଏସ୍‌ ଅଫିସରଙ୍କୁ ଡିଜି ପାହ୍ୟା

ଭୁବନେଶ୍ୱର,୨ା୯(ବ୍ୟୁରୋ): ୧୯୮୯ ବ୍ୟାଚ୍‌ର ୪ ଜଣ ବରିଷ୍ଠ ଆଇପିଏସ୍‌ ଅଫିସରଙ୍କୁ ରାଜ୍ୟ ସରକାର ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି...

୫ରୁ ବର୍ଷିବ

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ମୌସୁମୀ ଚାଲିଯିବା ସହ ତାତି ବଢ଼ିବାରୁ ଅସହ୍ୟ ଗୁଳୁଗୁଳି ଅନୁଭବ ହେଉଛି। ତେବେ ପୁଣି ମୌସୁମୀ ବାୟୁ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି। ଆଗକୁ ୨ଟି ଲଘୁଚାପ...

ଆସୁଛି ଆଉ ୨ଟି ଲଘୁଚାପ

ଭୁବନେଶ୍ୱର,୨।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ପାଣିପାଗ ବିଜ୍ଞାନୀଙ୍କ ସୂଚନାନୁଯାୟୀ, ପ୍ରଥମ ଲଘୁଚାପଟି ଆସନ୍ତା...

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ ଭୁବନେଶ୍ୱରର ୮୧ ବର୍ଷିୟ ବ୍ୟକ୍ତି। ସେ ଡାଇବେଟିସ, ଉଚ୍ଚ ରକ୍ତଚାପ...

ଆସିଲା ବ୍ୟବଚ୍ଛେଦ ରିପୋର୍ଟ, ଶ୍ୱାସରୁଦ୍ଧ ଯୋଗୁ ହୋଇଛି ମୃତ୍ୟୁ

ଭୁବନେଶ୍ୱର,୨।୯(ବ୍ୟୁରୋ): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ଶାସ୍ତ୍ରୀନଗରର ଶୁଭଶ୍ରୀ ମହାପାତ୍ରଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ଯୋଗୁ ମୃତ୍ୟୁ ହୋଇଥିବା ନେଇ  ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହି ଘଟଣାକୁ ୩ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ଖୋଳତାଡ...

ଆଜି ରାଜ୍ୟରୁ ୨୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୨୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୮,୦୭୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୨ ଜଣ ଚିହ୍ନଟ...

ସାଇବର ଠକଙ୍କ ଟାର୍ଗେଟରେ ଓଡ଼ିଶା ମହିଳା

ଭୁବନେଶ୍ୱର,୨।୯(ବ୍ୟୁରୋ): ଦେଶରେ ମହିଳା ବିରୋଧୀ, ନିର୍ଯାତନା, ବଳାତ୍କାର ଆଦି ଅପରାଧ ମାମଲା ବଢ଼ୁଥିବା ବେଳେ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମଧ୍ୟ ଚିନ୍ତାଜନକ ସ୍ଥିତିରେ ରହିଛି। ୨୦୨୧ରେ ଦେଶବ୍ୟାପୀ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମୋଟ ୨,୫୯୭...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର କରିବା ଅଭିଯୋଗରେ ଇନ୍‌ଫୋସିଟି ଥାନା ପୋଲିସ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ବନଫୁଲ ବସ୍ତିର ସନ୍ତୁ ଓରଫ୍‌ ସନ୍ତୋଷ ନାୟକ(୨୩)। ଜାମିନ ନାମଞ୍ଜୁର ହେବାରୁ...

୩୦ ହଜାର ଠକେଇ, ନକଲି କମ୍ପାନୀ କର୍ମଚାରୀ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ନିଜକୁ ରାଜ୍ୟର ଅମୁଲ କମ୍ପାନୀର ମୁଖ୍ୟ ବୋଲି ପରିଚୟ ଦେଇଥିଲେ। କମ୍‌ ଟଙ୍କାରେ ଅମୁଲ ଆଉଟ୍‌ଲେଟ କାଉଣ୍ଟର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଠକିଥିବା ଜଣେ ବ୍ୟକ୍ତିଙ୍କୁ ଖଣ୍ଡଗିରି ଥାନା ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri