ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…
ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟ କେତେକ ଜିଲା ପ୍ରବଳ ଖରା…
୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ
ଭୁବନେଶ୍ୱର,୧୮।୬(ସୁନିତ୍ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ ହୋଇଛି। ଗୃହ ବିଭାଗର ରିପୋର୍ଟ ମୁତାବକ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟା ଓ ଏହାର…
ଓଏଏସ୍ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….
ଭୁବନେଶ୍ୱର,୧୮।୬(ସୁନିତ୍ ମିଶ୍ର): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍ଡିଏମ୍ଏ (ଓସ୍ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ ଝାରସୁଗୁଡ଼ାର ଅତିରିକ୍ତ ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ରାଜସ୍ବ ପର୍ଷଦର ଯୁଗ୍ମ…
୪ ନୂଆ ଟାଉନ୍ ପ୍ଲାନ୍ ସ୍କିମ୍ ଘୋଷଣାକଲା ବିଡିଏ
ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ ଟାଉନ୍ ପ୍ଲାନିଂ (ଟିପି) ସ୍କିମ୍ କାର୍ଯ୍ୟକାରୀ କରିବାକୁ ଉଦ୍ଦେଶ୍ୟ ରଖିଛି। ବିଡିଏ ପକ୍ଷରୁ…
ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ସହ ଜଣେ…
ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ
ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଖରାଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ପ୍ରବଳ ଗ୍ରୀଷ୍ମପ୍ରବାହ ଓ…
୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…
ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର ୬୧୨ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ। ଏହାଦ୍ବାରା ୫୦ ହଜାର ୫୧୭ ନିଯୁକ୍ତି…
ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି
ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ସେହିପରି ସୁନ୍ଦରଗଡ ଜିଲାରେ…
ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…
ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ ଉଭାନ ହୋଇଯାଉଛି। ମୌସୁମୀ ଉପକୂଳ ଓଡ଼ିଶାକୁ ଛୁଇଁଥିଲେ ମଧ୍ୟ ରାଜଧାନୀରେ ବର୍ଷାର ଦେଖା…
ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…
ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ଜରିଆରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ…
ବଦଳି ପାଇଁ ଉପବାଚସ୍ପତିଙ୍କ ନାମରେ ଜାଲ୍ ଦସ୍ତଖତ, ଦୁଇ ସହକାରୀ ଯନ୍ତ୍ରୀଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା
ଭୁବନେଶ୍ୱର,୧୭।୬(ତ୍ରିନାଥ ମହାନ୍ତି): ବଦଳି ପାଇଁ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଦସ୍ତଖତକୁ ଜାଲ୍ କରିବା ଏବଂ ସରକାରୀ ଡି.ଓ. ପ୍ୟାଡ୍ର ଦୁରୁପଯୋଗ କରିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି। ଉପବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ନିରଞ୍ଜନ କୁମାର ସାହା…
ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ
ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବୌଦ୍ଧ, ସମ୍ବଲପୁର ଏବଂ ସୁନ୍ଦରଗଡ଼ର ଅଳ୍ପ ଅଂଶ, କୋରାପୁଟର କିଛି ଅଂଶ, ରାୟଗଡ଼ା,…

